ଓଡ଼ିଶା

ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର। ରାଜ୍ୟ ମାଇନିଂ ବିଭାଗର ସିଭିଓ ହେଲେ ନାରାୟଣ ଚନ୍ଦ୍ର ଧଳ। ଅନୁସୂଚିତ ଜନଜାତି ବିଭାଗର ଅତିରିକ୍ତ ସଚିବ ହେଲେ ଦେବେନ୍ଦ୍ର ନନ୍ଦ । ସେହିପରି ପ୍ରୀତିପର୍ଣ୍ଣା ମିଶ୍ର ରାଜସ୍ଵ ବିଭାଗର ଡ଼େପୁଟି ସେକ୍ରେଟାରୀ ହୋଇଥିବାବେଳେବାଲେଶ୍ବର ଜିଲ୍ଲାର ଡ଼ିଏଚ୍ଏଚ୍ ପ୍ରଶାସନିକ ଅଧିକାରୀ ହୋଇଛନ୍ତି ଅନିତା ନାୟକ।

aduser

About Author

LOKA SAMACHAR @2026. All Rights Reserved || Developed By CBSPL