ଓଡ଼ିଶା

୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ

କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି।

ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ ସୂଚନା ଦେଇଛନ୍ତି। କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ରହିଛି। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ ସବୁଠୁ ପଛରେ ରହିଛି। ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ସତ୍ବେ ଜିଲ୍ଲା ପ୍ରଶାସନ ଗୁରୁତ୍ଵ ଦେଉନି। ଯାହାକୁ ନେଇ ୩୬ ଜଣଙ୍କ ନଭେମ୍ବର ମାସର ଦରମା ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

aduser

About Author

LOKA SAMACHAR @2026. All Rights Reserved || Developed By CBSPL