ଜାତୀୟ

ଅଶାନ୍ତ ବାଂଲାଦେଶ: ଜାଳି ଦେଲେ ହିନ୍ଦୁଙ୍କ ଘର

ନୂଆଦିଲ୍ଲୀ:ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହିଂସା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ପରଠାରୁ ଦେଶ ଅଶାନ୍ତ ହୋଇପଡ଼ିଛି। ଏହି ସମୟରେ, ଜଣେ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ  ପିଟି ପିଟି ହତ୍ୟା କରଯାଇଥିଲା। ତା’ପରେ ଅମୃତ ମଣ୍ଡଳଙ୍କ ମାମଲା ଆସିଥିଲା ।  ଏହା ପରେ, ଆଉ ଏକ ଦୁଃଖଦ ଘଟଣା ଏବେ ସାମ୍ନାକୁ ଆସିଛି, ଯେଉଁଠାରେ ଆଉ ଏକ ହିନ୍ଦୁ ପରିବାରର ଘରକୁ ନିଆଁ ଲଗାଇ ଦିଆଯାଇଛି।

aduser

About Author

LOKA SAMACHAR @2026. All Rights Reserved || Developed By CBSPL