ଓଡ଼ିଶା

ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର

ଭୁବନେଶ୍ବର: ମକର ସଂକ୍ରାନ୍ତି ପୂର୍ବରୁ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ରାଜଧାନୀରେ ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର ।
ରାଜଧାନୀରେ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ଗୁଡ଼ି ମାଞ୍ଜା ସୂତା ଲାଗି ଗୁରୁତର ଆହତ ହେଲେ ଯୁବକ । ଯୁବକଙ୍କ ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଛି । ଫଳରେ ଯୁବକଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ରାଜଧାନୀ ଭୁବନେଶ୍ୱର ସହରର ପୋଖରୀପୁଟ ଅଞ୍ଚଳରେ ଏହି ଘଟଣା ଘଟିଛି ।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL