ଓଡ଼ିଶା

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି|

ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ ।  ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି|

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL