ଓଡ଼ିଶା

୩​‌ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ବର: ଆସନ୍ତା ମାସ ୩ତାରିଖ​ରେ ବା​‌ଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀର ମୋହନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।

ଫେବୃଆରୀ ୨ରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

aduser

About Author

LOKA SAMACHAR @2026. All Rights Reserved || Developed By CBSPL