ଜାତୀୟ

ଆଜିଠୁ ଆରମ୍ଭ ହେଲା ଏଆଇ ଇମ୍ପାକ୍ଟ ଏ​‌କ୍ସପୋ

ନୂଆଦିଲ୍ଲୀ: ଆଜିଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଆରମ୍ଭ ହେଉଛି। ଫେବୃଆରୀ ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବେ। ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏହି ପ୍ରଦର୍ଶନୀରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)ର କାର୍ଯ୍ୟ ସମ୍ପର୍କରେ ବିଭିନ୍ନ ପ୍ରକଳ୍ପର ପ୍ରଦର୍ଶନ କରାଯିବ। ଏଥିରେ ୧୩ଟି ଦେଶ ଭାଗ ନେଇଛନ୍ତି।

aduser

About Author

LOKA SAMACHAR @2026. All Rights Reserved || Developed By CBSPL