ଓଡ଼ିଶା

ବାଣ ବିସ୍ଫୋରଣରେ ୩ ଗୁରୁତର

କଟକ : ଜଗତପୁର ଥାନା ଅନ୍ତର୍ଗତ ମହାଜନପୁର ନାୟକ ସାହିରେ ବାଣ ବିସ୍ଫୋରଣ। ଘଟଣାରେ ୩ ଆହତ। ଆହତଙ୍କୁ ଏସସିବି ରେ ଭର୍ତ୍ତି କରାଯାଇଛି।

ଜଗତପୁର ଥାନା ପାଗା ଫାଣ୍ଡି ଅନ୍ତର୍ଗତ ମହାଜନପୁର ନାୟକ ସାହିରେ ଅଘଟଣ। ଘରେ ବାଣ ଭିଡ଼ିଲା ବେଳେ ବିସ୍ଫୋରଣ ହୋଇଛି। ଘଟଣା ସ୍ଥଳରେ ଦମକଳ ବାହିନୀ ଓ ଜଗତପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିସ୍ଫୋରଣରେ ଗୋଟିଏ ପରିବାରର ୩ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଜଗତପୁର ପୋଲିସ ପହଞ୍ଚି ଗୁରୁତର ଆହତଙ୍କୁ ଏସସିବି ସ୍ଥାନାନ୍ତର କରିଛି। ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL