ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର କିଶାନ।
ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ମୃତ


ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର କିଶାନ।
ମୁଖ୍ୟ ସମ୍ପାଦକ: ସୁଦର୍ଶନ ଛୋଟରାୟ
Editor-in-Chief: Sudarshan Chhotoray
LOKA SAMACHAR @2026. All Rights Reserved || Developed By CBSPL