ଖୋର୍ଦ୍ଧା ଭୁବନେଶ୍ୱର

ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ ରେ ଭୁବନେଶ୍ବର ହାଇ ଆର୍ଲଟ

ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ପନ୍‌ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି

ଧମକ ମିଳିବା ପରେ ଓଡିଶା ପୁଲିସ ହାଇ ଆର୍ଲଟରେ ରହିଛି। ଏନେଇ କମିଶନରେଟ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ।

ସେହିପରି ପୁଲିସ କମିସନର ସୁରେଶ ଦେବଦତ୍ତ ପ୍ରେସମିଟ୍ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କମିସନର କହିଛନ୍ତି ବହୁସ୍ତରୀୟ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ଵର ରହିବ। ଭୁବେନଶ୍ଵରରେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ରହିବେ।

Tag:

LSadmin

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL