ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ ୭ଟା ୪୦ ମିନିଟ୍ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶ କରିବା ସମୟରେ ସିଂହଦ୍ଵାର ଠାରେ ଗଜପତି ମହାରାଜ ସ୍ଵାଗତ କରିବାର ରହିଛି। ତାହା ସହ ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ […]














