୨୮ ନବ ଗଠିତ ଏନ୍ଏସି ଓ ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ଓଡ଼ିଶାରେ ନୂତନ ଭାବେ ଗଠିତ ପୌର ପରିଷଦ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆ ୨୮ ଏନଏସି ଓ ୭ ପୌରପାଳିକାରେ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ଚିଠି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି । ଫେବୃଆରୀ ୧୨ ରୁ ୨୧ ଯାଏଁ ପୌରାଞ୍ଚଳ ସୀମା ପୁନଃ ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବାବଦରେ ପ୍ରସ୍ତାବ ଏବଂ ଅଭିଯୋଗ […]














