ଓଡ଼ିଶା

ଉଦଯାପିତ ହେଲା ଗୋପାଳପୁର ବେଳାଭୂମି ମହୋତ୍ସବ, ଶେଷ ସନ୍ଧ୍ୟାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧୂମଧାମରେ ସରିଲା ଗୋପାଳପୁର ବେଳାଭୂମି ମହୋତ୍ସବ। ଶେଷ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫୦ କୋଟି ଟଙ୍କାର ୧୫ ଟି ପ୍ରକଳ୍ପର ଉଦଘାଟନ ଓ ୪୪୨ କୋଟି ଟଙ୍କାର ୬୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।  ୩୨ କୋଟି ଟଙ୍କା ବିନିଯୋଗରେ ଗୋପାଳପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ କରାଯିବ। ସେପଟେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଉପେନ୍ଦ୍ର ଭଞ୍ଜ […]

ଓଡ଼ିଶା

କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା ମଞ୍ଜୁର ହୋଇଛି । କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନ ପାଇଁ ବିଜ୍ଞପ୍ତି ସଂ.୧୩୨୩ ତା. ୧୯.୦୨.୨୦୨୪ ରିଖରେ ଓଡିଆ ଭାଷା, […]

ଓଡ଼ିଶା

୨ଟି ଭାଲୁ ସହ ଲଢ଼ି ଜୀବନ ବଞ୍ଚାଇଲେ ଛାତ୍ର

ନୀଳଗିରି : ଭାଲୁ ସହ ଲଢ଼ି ଜଣେ ଛାତ୍ର ନିଜ ଜୀବନ ବଞ୍ଚାଇବା ଘଟଣା ନୀଳଗିରି ଅଞ୍ଚଳରେ ବେଶ୍ ଚର୍ଚ୍ଚା ହୋଇଛି । ପୋଡ଼ାଶୋଳ ନିକଟ ପାତ୍ରସାହିର ଧୀରେନ୍ଦ୍ର ପାତ୍ରଙ୍କ ପୁଅ ପ୍ରଭାତ, ନିକଟସ୍ଥ ରାଧାମାଧବ ହାଇସ୍କୁଲର ନବମଶ୍ରେଣୀରେ ପାଠ ପଢ଼ନ୍ତି । ଆଜି ସକାଳୁ ସେ ଗାଁ ନିକଟ ସିଟିସ୍କୁଲ ପଡ଼ିଆ ଦେଇ ଯାଉଥିବା ସମୟରେ ଅଚାନକ ୨ଟି ଭାଲୁ ତାଙ୍କ ଆଡ଼କୁ ମାଡ଼ି ଆସିଥିଲା । ଗୋଟିଏ ଭାଲୁ ଛାତ୍ର ପ୍ରଭାତଙ୍କୁ ଅତର୍କିତ ଆକ୍ରମଣ […]

ଓଡ଼ିଶା

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ […]

ଓଡ଼ିଶା

କ୍ଲାସ ନ କରି କଲେଜରେ ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏହା ସହ ଦରମା ମଧ୍ୟ ବନ୍ଦ ହୋଇପାରେ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସବୁ ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ । ଗତ ୨୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଟକ ଜିଲ୍ଲାର ଦୁଇଟି ସଂସ୍କୃତ ଅନୁଦାନପ୍ରାପ୍ତ କଲେଜକୁ ଅଚାନକ […]

ଓଡ଼ିଶା

୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ୫ ମୃତ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା ପଟୁ ଧକ୍କା ଦେଇ କିଛି ଦୂର ଘୋଷାଡ଼ି ନେଇଥିଲା । ସେହିପରି ଏହି ଦୁର୍ଘଟଣାରେ ଏକାଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା […]

ଓଡ଼ିଶା

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..

ଭୁବନେଶ୍ବର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଚିଣ୍ଟୁ ନାମକ ପୀଡିତ ବ୍ୟକ୍ତି ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି।ପ୍ରାଥମିକ ସୂଚନା ଅନୁଯାୟୀ, ଖଣ୍ଡଗିରି ମେଳାରେ ଯାତ୍ରା ପ୍ରଦର୍ଶନ ଦେଖି ଚିଣ୍ଟୁ ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଏମ୍ସ ଭୁବନେଶ୍ୱର ରାସ୍ତାରେ ପିଛା କରି ଖଣ୍ଡା ସାହାଯ୍ୟରେ ନିର୍ମମ ଆକ୍ରମଣ କରିଥିଲେ। ତେବେ ପୂର୍ବ ଶତ୍ରୁତା […]

ଓଡ଼ିଶା

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି । ଏହି ବୈଠକରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ କୁମାର ଜେନା ଅଧ୍ୟକ୍ଷତା କରିଥିଲେ । ସମସ୍ତ ନିଯୋଗ ପ୍ରମୁଖ ସେବାୟତ ଉପସ୍ଥିତ ଥିଲେ। ବୈଠକରେ ସେବାୟତଙ୍କ ମତାମତକୁ ନେଇ ଜାଗର […]

ଓଡ଼ିଶା

ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ: ଘୋଷଣା କଲେ ସରକାର

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି । ସହକାରୀ ପ୍ରଣାଳୀ, ବୈଜ୍ଞାନିକ ପଦ୍ଧତିରେ ଗୋପାଳନ ଏବଂ ସରକାରୀ ଯୋଜନାମାନଙ୍କର ସଠିକ୍ ସମନ୍ୱୟ ମାଧ୍ୟମରେ ଏହି ଗ୍ରାମରେ ଦୁଗ୍ଧ ଚାଷ ଏକ ସ୍ଥାୟୀ ଜୀବିକା ମଡେଲ୍ ଭାବେ ପରିଣତ ହୋଇ […]

ଜାତୀୟ

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ ଜିଲ୍ଲାର ବାରାମତୀରେ ବିମାନ ଦୁର୍ଘଟଣାଜନିତ ମୃତ୍ୟୁ ମାମଲାର CID ତଦନ୍ତ ପାଇଁ ମହାରାଷ୍ଟ୍ର ପୁଲିସ୍ ନିର୍ଦ୍ଦେଶ ଜାରି କରିଛି । ସ୍ଥାନୀୟ ପୁଲିସ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS)ର ଧାରା ୧୯୪ ଅନୁଯାୟୀ […]

LOKA SAMACHAR @2026. All Rights Reserved || Developed By CBSPL