ଓଡ଼ିଶା

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ ଠାରୁ ଆଦାୟ ହେବ। ପୂର୍ବରୁ ଯେଉଁମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଇଛନ୍ତି ଯଦି ସେହି ବ୍ୟକ୍ତି ଧରାପଡିଲେ ସରକାର ତାଙ୍କ ପାଖରୁ କ୍ଷତିପୂରଣ ଆଦାୟ କରିବେ । ଇ-କେଓ୍ବାଇସି ପରେ […]

ଓଡ଼ିଶା

ପ୍ରଦୂଷଣ ପ୍ରମାଣପତ୍ର ଥିଲେ ଛାଡ଼ ହେବ ପୂର୍ବ ଜରିମାନା

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ ପୂର୍ବରୁ ଯେତେଥର ବି ପ୍ରଦୂଷଣଜନିତ ଚାଲାଣ କଟିଥିବ ସବୁକିଛି କ୍ଷମା ହୋଇଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ ସୂତ୍ରରୁ ଏହି ଖବର ଜଣାପଡ଼ିଛି। ଏହା ଗତ ୧୪ ତାରିଖରୁ ଲାଗୁ ହୋଇଥିବା ବେଳେ ୧୦ଦିନରେ ୧୦ […]

ଓଡ଼ିଶା

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର ଅର୍ଥ କମିଶନ (CFC) ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗୀତା ଇତ୍ୟାଦି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ […]

ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ବେତନ କମିସନ

ଭୁବନେଶ୍ୱର: ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ଯାହା ରାଜ୍ୟ ଅର୍ଥ କମିସନ ଓ କେନ୍ଦ୍ର ଅର୍ଥ କମିସନ ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗିତା […]

ଓଡ଼ିଶା

‘ୱିଙ୍ଗସ ଇଣ୍ଡିଆ’ରେ ଅଂଶଗ୍ରହଣ କଲେ ଓଡ଼ିଶା ସରକାର; ଦକ୍ଷତା ବିକାଶ ଆଭିମୁଖ୍ୟକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଇଦ୍ରାବାଦର ବେଗୁମପେଟ୍ ଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର ବିଷୟବସ୍ତୁ ‘ଓଡ଼ିଶା ଟେକ୍ସ ଫ୍ଲାଇଟ୍’ (Odisha Takes Flight) ରଖାଯାଇଛି। ଓଡ଼ିଶା ଷ୍ଟଲରେ ପରିଦର୍ଶକମାନେ ଅନୁଭବ କରୁଛନ୍ତି ଯେ କିଭଳି ପ୍ରଗତିଶୀଳ ନୀତି, ଆଞ୍ଚଳିକ ଓ ଆନ୍ତର୍ଜାତୀୟ ଯୋଗାଯୋଗର ସମ୍ପ୍ରସାରଣ, ଦକ୍ଷତା ବିକାଶ ଏବଂ […]

ଜାତୀୟ

ଅଜିତଙ୍କୁ ଝୁରୁଛନ୍ତି ସମର୍ଥକ; ଆହତଙ୍କ ସାହାଯ୍ୟ ପାଇଁ ପ୍ରୋଟୋକଲ୍ ଭାଙ୍ଗିଥିଲେ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ଆଜି ଦେହାନ୍ତ ହୋଇଛି । ବାରାମତିର ଏୟାରଷ୍ଟ୍ରିପ୍ ନିକଟରେ ଏକ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ପରିବାର ଏବଂ ସମର୍ଥକମାନେ ମର୍ମାହତ ହୋଇପଡିଛନ୍ତି । ଆପଣଙ୍କୁ ଜଣାଇ ରଖୁଛୁ ଯେ, ଅଜିତ ପାୱାରଙ୍କ ଦେହାନ୍ତର  ମାତ୍ର ୨୦ ଦିନ ପୂର୍ବରୁ ଅର୍ଥାତ୍ ଜାନୁଆରୀ ୮ ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ସାହାଯ୍ୟ କରିଥିଲେ […]

ଜାତୀୟ

ବିମାନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଲେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ରାଜସ୍ଥାନ : ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିମାନ ଦୁର୍ଘଟଣା ପରେ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରନ୍ଧାୱାଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଏବେ ଜୟପୁରରେ ଲ୍ୟାଣ୍ଡିଂ କରିପାରିନଥିଲେ । ଏୟାର ଇଣ୍ଡିଆର ବିମାନଟି ଦିଲ୍ଲୀରୁ ଜୟପୁର ଯାତ୍ରା କରୁଥିଲା । ସୂଚନାନୁଯାୟୀ, ଏୟାର ଇଣ୍ଡିଆର ପ୍ଲେନ୍ AI-1719 ପ୍ରାୟ ୧ ଟା୫ ମିନିଟରେ ଜୟପୁର ଏୟାରପୋର୍ଟରେ ଲ୍ୟାଣ୍ଡିଂ କରିବାକୁ ଚେଷ୍ଟା କରିଥିଲା । କିନ୍ତୁ […]

ଜାତୀୟ

ପ୍ରଥମ ଅବତରଣ ବିଫଳ ପରେ ମାନୁଆଲ୍ ପଦ୍ଧତିରେ ଅବତରଣ କରିବାକୁ ଚେଷ୍ଟା କରିଥିଲେ ପାଇଲଟ

ମହାରାଷ୍ଟ୍ର : VT-SSK ବିମାନଟି ଆଜି ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ବାହାରିଥିଲା । ପ୍ରାୟ ୮:୪୫ ସମୟରେ ବାରାମତୀ ଏୟାରପୋର୍ଟରେ ଅବତରଣ କରିବା ବେଳେ ଏହା ରନୱେରୁ ବାହାରକୁ ଖସିଯାଇଥିଲା । ପୁଣେ-ବାରାମତୀ ଅଞ୍ଚଳରେ ପ୍ରବଳ କୁହୁଡ଼ି ଯୋଗୁଁ ଭିଜିବିଲିଟି ଅତି କମ୍ ଥିଲା । ବାରାମତୀ ବିମାନ ଅବତରଣ ପଥ ଛୋଟ । ସେଠାରେ ‘ଇନଷ୍ଟ୍ରୁମେଣ୍ଟ ଲ୍ୟାଣ୍ଡିଂ ସିଷ୍ଟମ’ (ILS) ବା ସ୍ୱୟଂଚାଳିତ ଅବତରଣ ସୁବିଧା ନଥିଲା । ପାଇଲଟଙ୍କୁ ନିଜ […]

ଜାତୀୟ

ଆମେରିକାରେ ବରଫ ଝଡ଼, ଗଲାଣି ୪୦ରୁ ଅଧିକ ଜୀବନ

ଆମେରିକା : ଆମେରିକାରେ ଗତ ଜାନୁଆରୀ ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ପ୍ରବଳ ବରଫପାତ ସାଙ୍ଗକୁ ହାଡ଼ଭଙ୍ଗା ଶୀତରେ ୪୦ ଟପିଲାଣି ମୃତ୍ୟୁ ସଂଖ୍ୟା । ବରଫ ଝଡରେ ୧୪ଟି ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ଗୁରୁତର ଭାବେ ପ୍ରଭାବିତ ହୋଇଛି । କିଛି ସ୍ଥାନରେ ମାଇନସ ୨୫ ଡିଗ୍ରୀକୁ ଖସିଆସିଛି ପାରଦ […]

ଜାତୀୟ

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି । ଦେଶର ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ମିଳିଛି ।  ସେହିପରି ଗ୍ଲୋବାଲ ସାଉଥ୍ ର ନେତୃତ୍ୱ ଭାରତ ନେଉଥିବା ରାଷ୍ଟ୍ରପତି କହିଛନ୍ତି । ଭାରତ ବିକାଶଶୀଳ ଦେଶଗୁଡ଼ିକର ସମସ୍ୟାକୁ ବିଶ୍ୱ […]

LOKA SAMACHAR @2026. All Rights Reserved || Developed By CBSPL