ଜାତୀୟ

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଜିତ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଗଭୀର ଶୋକବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ […]

ଜାତୀୟ

ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ

ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ୱାରା ଅନେକଙ୍କ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ୬ ଜଣ ନିଖୋଜ ରହିଛନ୍ତି । ଆସାମ ବାରପେଟା ଜିଲ୍ଲାର ରାହାମପୁର ଅଞ୍ଚଳରେ ଏକ ଅଘଟଣ ଘଟିଛି । ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା […]

ଜାତୀୟ

ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ

ଗୁରୁଗ୍ରାମ: ଦିଲ୍ଲୀ ସଂଲଗ୍ନ ଗୁରୁ ଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ଫଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ କହିଛି ଯେ ସୂଚନା ପାଇବା ପରେ ସ୍କୁଲ ପରିଚାଳନା, ପୋଲିସ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସତର୍କ ଅଛନ୍ତି। ପୋଲିସ ଅନୁଯାୟୀ ବିଭିନ୍ନ ସ୍କୁଲର ସରକାରୀ ଇମେଲ୍ ଠିକଣାରେ ଧମକପୂର୍ଣ୍ଣ ବାର୍ତ୍ତା ମିଳିଥିଲା, ଯେଉଁଥିରେ ଦାବି କରାଯାଇଥିଲା ଯେ ସେମାନଙ୍କ କ୍ୟାମ୍ପସରେ ବୋମା ରଖାଯାଇଥିଲା। ଧମକ ପାଇଥିବା ସ୍କୁଲଗୁଡ଼ିକ ମଧ୍ୟରେ ଡିଏଲ୍‌ଏଫ୍‌ ଫେଜ୍-୧ରେ ଥିବା […]

ଓଡ଼ିଶା

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି| ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ ।  ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି|

ଓଡ଼ିଶା

ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛି ସଂଗଠନ ।  ମୟୂରଭଞ୍ଜ ଜିଲ୍ଲାର ପର୍ଯ୍ୟଟନ ଶିଳ୍ପ ପ୍ରତିଷ୍ଠା, ଐତିହ୍ୟ ସ୍ଥଳୀ ଗୁଡିକର ପୁନଃଉଦ୍ଧାର ସାଙ୍ଗକୁ ହସ୍ତତନ୍ତ୍ର ବୟନ ଓ ହସ୍ତଶିଳ୍ପ ମାଧ୍ୟମରେ ରୋଜଗାର ଦେବାକୁ ସଂଗଠନ ସ୍ଵର ଉତ୍ତୋଳନ କରିଛି । ହଜାର […]

ଓଡ଼ିଶା

କୋଇଲା ଖଣି ବନ୍ଦ କଲା କମ୍ପାନୀ, ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଶ୍ରମିକ

ସମ୍ବଲପୁର: ବିଭିନ୍ନ ସମସ୍ୟା ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ।  ଖିଣ୍ଡା ଅଞ୍ଚଳରେ ଥିବା ଏନଏଲସି କମ୍ପାନୀର କାର୍ଯ୍ୟ କରୁଥିବା ଶ୍ରମିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ।  ଅଭିଯୋଗ କମ୍ପାନୀ ୨ ନମ୍ବର ଓ ୩ ନମ୍ବର କୋଇଲା ଖଣି ବନ୍ଦ କରି ଦେଇଛି ।  ଖଣି ବନ୍ଦ ଯୋଗୁ କାର୍ଯ୍ୟ କରୁଥିବା ଶ୍ରମିକ ଆଉ କାମ କରି ପାରିବେ ନାହିଁ । କାମ ବନ୍ଦ ହେଲେ କମ୍ପାନୀ ଦରମା ଦେବନାହିଁ ବୋଲି କହିଛି । […]

ଓଡ଼ିଶା

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦଘାଟନ କଲେ ରାଜ୍ୟପାଳ

ବ୍ରହ୍ମପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି ଏବଂ ପରମ୍ପରା ପ୍ରଗତି ସହିତ ହାତରେ ହାତ ମିଳାଇ ଚାଲିଛି । ଆମର ଉପକୂଳ କେବଳ ଏକ ଭୌତିକ ସୀମା ନୁହେଁ, ବରଂ ଜୀବିକା ଏବଂ ଆକାଂକ୍ଷାର ପ୍ରତୀକ । ପ୍ରାଚୀନ କଳିଙ୍ଗର ବୀର ସାଧବମାନେ ବିଶାଳ ସମୁଦ୍ର ପାର ହୋଇ ବାଣିଜ୍ୟ ସହ ଆମ ସଂସ୍କୃତି ଏବଂ ମୂଲ୍ୟବୋଧର ପ୍ରଚାରପ୍ରସାରରେ […]

ଓଡ଼ିଶା

‘ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ପାଇଁ ଆମ ସରକାର ସଂକଳ୍ପବଦ୍ଧ’

ଭୁବନେଶ୍ବର: ଆମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ ଓ ଅଂଶୀଦାରମାନଙ୍କ ସହ ସକାରାତ୍ମକ ଆଲୋଚନା କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସେ ୩୫,୮୮୦ କୋଟି ଟଙ୍କା ମୂଲ୍ୟର ୨୩ଟି ନୂଆ ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]

ଓଡ଼ିଶା

ବିସ୍ଫୋରଣରେ ମହିଳା ମୃତ, ୨ ଗୁରୁତର

ବାଲିପାଟଣା: ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ନରିଶୋରେ ବେଆଇନ ଭାବେ ଚାଲିଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଘରଟି ସମ୍ପୂର୍ଣ୍ଣ ଧ୍ବଂସ ହୋଇଯାଇଛି। ମୃତକ ହେଲେ ଅଭିନା କାଣ୍ଡି। ସଙ୍କଟାପନ୍ନ ଅବସ୍ଥାରେ ମୁନା ଭୋଇ, ପ୍ରମୋଦ ସାହୁ ଓ ରମେଶ ତିଆଡ଼ିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହା […]

ଓଡ଼ିଶା

ବୋଲଗଡ଼ ବିଡିଓଙ୍କୁ ହଟାଇବାକୁ ଦାବି, ଏକାଠି ହେଲେ ଶତାଧିକ ଲୋକ

ବେଗୁନିଆ: ଜୋର ଧରିଲା ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବି ।  ବୋଲଗଡ଼ ବିଡିଓ ସୁମନସୁଧା କୁଣ୍ଡୁଙ୍କ ବିରୋଧରେ ଏକାଠି ହେଲେ ଶତାଧିକ ଲୋକ ।  ବିଶାଳ ଶୋଭାଯାତ୍ରାରେ ବଜାର ପରିକ୍ରମା ସହିତ ବିଡିଓଙ୍କୁ ନିଲମ୍ବନ କରିବାକୁ ଦାବି କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଓ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ବୋଲଗଡ଼ ବିଡିଓ ସୁମନସୁଧା ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବାମନ ହାଇସ୍କୁଲ ପଡିଆକୁ ଆସି ନ ଥିଲେ । ଏଥିସବ […]

LOKA SAMACHAR @2026. All Rights Reserved || Developed By CBSPL