ଜାତୀୟ

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ ସଫଳ ହୋଇଛି । ଐତିହାସିକ ଚୁକ୍ତିନାମା ଉପରେ ମୋହର ଲାଗିଥିବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି । “ମଦର ଅଫ୍ ଅଲ୍ ଡିଲ୍ “କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ […]

ଜାତୀୟ

ଆମେରିକାରେ ତୁଷାରପାତ ତାଣ୍ଡବ, ୩୦ ମୃତ

ନୂଆଦିଲ୍ଲୀ: ସୋମବାର ଦିନ ଆମେରିକାରେ ଦେଖାଦେଇଛି ଭୟଙ୍କର ଶୀତକାଳୀନ ଝଡ଼ । ଉତ୍ତର-ପୂର୍ବରେ ପ୍ରବଳ ତୁଷାରପାତ ଏବଂ ଦକ୍ଷିଣ ରାଜ୍ୟଗୁଡ଼ିକରେ ପ୍ରବଳ ଥଣ୍ଡା ଯୋଗୁଁ ଲକ୍ଷ ଲକ୍ଷ ଲୋକ ଥଣ୍ଡାରେ କମ୍ପୁଛନ୍ତି । ବିଭିନ୍ନ ରାଜ୍ୟରୁ ମିଳିଥିବା ରିପୋର୍ଟ ଅନୁସାରେ, ଏହି ଝଡ଼ ଜନିତ ମୃତ୍ୟୁ ସଂଖ୍ୟା ଅତି କମରେ ୩୦ ରେ ପହଞ୍ଚିଛି । ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ମାସାଚୁସେଟ୍ସ ଏବଂ ଓହାଇଓରେ ସ୍ନୋପ୍ଲୋ ଯୋଗୁଁ ଦୁଇଜଣ ଲୋକଙ୍କ ଜୀବନ ଯାଇଛି । ଆର୍କାନ୍ସାସ ଏବଂ […]

ଜାତୀୟ

ଟ୍ରକକୁ ଧକ୍କା ଦେଲା କାର୍, ୪ ମୃତ

ନୂଆଦିଲ୍ଲୀ : ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ସହ କାର ଭୟଙ୍କର ଧକ୍କା ହେବାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ କହିବା ମୁତାବକ, କାରରେ ଥିବା ଲୋକମାନେ ମହାକାଳ ମନ୍ଦିର ଦର୍ଶନ କରି ଉଜ୍ଜୈନରୁ ନୋଏଡା ଫେରୁଥିଲେ । ପାପଡା ଓ ନାଙ୍ଗଲ ରାଜାୱତନ ପୋଲିସ ଷ୍ଟେସନ ଅଧୀନରେ ଆସୁଥିବା ଏକ୍ସପ୍ରେସୱେର ଚେନେଜ୍ ୧୯୪ ନିକଟରେ ଏହି ଦୁର୍ଘଟଣା ଘଟିଛି । ପୋଲିସ ମୁତାବକ, ହରିୟାଣା ପଞ୍ଜିକରଣ ନମ୍ବର ଥିବା ଏକ […]

ଓଡ଼ିଶା

ଖଣ୍ଡଗିରି ମେଳାରେ ମାତିଛନ୍ତି ବଞ୍ଜାରା ଗ୍ୟାଙ୍ଗ୍, ପୋଲିସ ନାକେଦମ

ଭୁବନେଶ୍ବର: ଖଣ୍ଡଗିରି ମେଳାରେ ମାତିଛନ୍ତି ବଞ୍ଜାରା ଗ୍ୟାଙ୍ଗ୍ ।  ଭିଡ଼ରେ ଆତଙ୍କ ଖେଳାଉଛନ୍ତି ।  ଆଖି ପିଛୁଳାକେ ଗାଏବ କରୁଛନ୍ତି ଦର୍ଶକଙ୍କ ମୋବାଇଲ, ପର୍ସ ଓ ସୁନା ଅଳଙ୍କାର ।  ଲୁଟପାଟ କରି ଲୋକଙ୍କ ନିଦ ହଜାଇବା ସହ ପୋଲିସକୁ ନାକେଦମ କଲେଣି ।  ଲୁଟେରାଙ୍କୁ ଧରିବାକୁ ସ୍ପେଶାଲ ଡ୍ରାଇଭ୍ କରିଛି କମିଶନରେଟ୍ ପୋଲିସ । ଖଣ୍ଡଗିରି ଥାନା ପୋଲିସ ଲୁଟ୍ ପାଟରେ ସମ୍ପୃକ୍ତ ୬ ଜଣଙ୍କୁ କାବୁ କରିଛି ।  ସେମାନଙ୍କ ଠାରୁ ନଗଦ ଟଙ୍କା ସହ […]

ଓଡ଼ିଶା

ଏସଆଇ କେଳେଙ୍କାରୀ: ୨ସପ୍ତାହ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦେଶ

କଟକ: ପୁଲିସ ଏସଆଇ ନିଯୁକ୍ତିର କେଳେଙ୍କାରୀ ମାମଲାରେ ବିଚାର କରି ଉଚ୍ଚ ନ୍ୟାୟାଳୟ ସରକାରଙ୍କୁ କଡା ନିର୍ଦେଶ ଦେଇଛନ୍ତି। ନିଯୁକ୍ତି ପ୍ରକ୍ରିୟା କେବେ ଆରମ୍ଭ କରାଯିବ ସେ ନେଇ ସରକାରଙ୍କୁ ପଚାରିଛନ୍ତି ନ୍ୟାୟାଳୟ। ତାହା ସହ କେଳେଙ୍କାରୀ ହୋଇଥିବା ସମସ୍ତ ତଥ୍ୟ ଦୁଇ ସପ୍ତାହ ମଧ୍ୟରେ ଦାଖଲ କରିବା ନେଇ ଅଦାଲତ ନିର୍ଦେଶ ଦେଇଛନ୍ତି।  ପୁଲିସ ଏସଆଇ ନିଯୁକ୍ତି ନେଇ ଓଡ଼ିଶା ଯୁନିଫର୍ମ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସସ କମିଶନ ୨୦୨୫ ଗଠିତ କରାଯାଇଛି। କିଛିଦିନ ପୂର୍ବେ  ପୁଲିସ […]

ଓଡ଼ିଶା

PUCC ନଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର : ଜରିମାନା ନ ଭରିଲେ ପଲ୍ୟୁସନ ସାର୍ଟିଫିକେଟ ମିଳିବ ନାହିଁ ବୋଲି ରହିଛି କ୍ଷମତା ।  ମୋଟର ଭେହିକଲ ଆଇନ ୧୬୭ ଧାରା ଅନୁଯାୟୀ ଏହି କ୍ଷମତା ମିଳିଥିବା ପରିବହନ କମିଶନରଙ୍କ ପକ୍ଷରୁ ଯୁକ୍ତି । ଏହାକୁ ଗ୍ରହଣ କଲେ ନାହିଁ ହାଇକୋର୍ଟ ।  ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।  ସଂଶୋଧନ କରି ସତ୍ୟପାଠ ଦାଖଲ କରିବାକୁ ପରିବହନ କମିଶନରଙ୍କୁ ନିର୍ଦ୍ଦେଶ ।  ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି […]

ଓଡ଼ିଶା

ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର: ଆରପାରିକୁ ଚାଲିଗଲେ ଘରର କୂଳ ନନ୍ଦନ । ଛାରଖାର ହୋଇଗଲା ୨ଟି ପରିବାର । ରୋଜଗାରିଆ ପୁଅକୁ ହରାଇ କାନ୍ଦୁଛନ୍ତି ପରିବାର ଲୋକେ । ରାସ୍ତାରେ ଯାଉ ଯାଉ ଏମିତି ୨ ଜଣଙ୍କ ଜୀବନ ଚାଲିଯିବ କିଏ ବା ଜାଣିଥିଲା । କାଳ ଯେମିତି ଜଗି ବସିଥିଲା ୨ ଜଣଙ୍କୁ ଆରପାରିକୁ ନେବା ପାଇଁ, ଆଉ ଦୁର୍ଘଟଣାରେ ସବୁ କିଛି ଶେଷ ହୋଇଗଲା । ଭଦ୍ରକ ଜିଲ୍ଲା ବାସୁଦେବପୁର ଧାମରା ରାସ୍ତାର ସାନକୃଷ୍ଣ ପୁର ପଞ୍ଚାୟତ […]

ଓଡ଼ିଶା

ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : `ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ନଵନିର୍ମାଣ କୃଷକ ସଂଗଠନ । ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ବନ୍ଦ ଡାକରା ଦିଆଯାଇଛି । ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି କଂଗ୍ରେସ ଓ ସିପିଆଇ ପକ୍ଷରୁ ମଧ୍ୟ୍ୟ ସମର୍ଥନ କରାଯାଇଛି। ଚାଷୀ ସମସ୍ୟା, ପ୍ରଦୂଷଣ ଓ ଟାଟା ପାୱାରର ମନମୁଖୀ କାର୍ଯ୍ୟ ପ୍ରତିବାଦରେ […]

ଓଡ଼ିଶା

ସ୍ତ୍ରୀକୁ ହାଣି ସ୍ବାମୀର ଆତ୍ମହତ୍ୟା ଉଦ୍ୟମ

ପଟ୍ଟାମୁଣ୍ଡାଇ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମର ଅଭାବନୀୟ ଘଟଣା । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ ଗାଁର ପ୍ରତାପ ମଳିକ ପାରିବାରିକ କଳହରୁ ସ୍ତ୍ରୀକୁ କଟୁରୀରେ ହାଣି ନିଜେ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କରିଥିଲେ । ପରେ ଘଟଣାସ୍ଥଳରୁ ଫେରାର ହୋଇଥିଲେ ପ୍ରତାପ […]

ଓଡ଼ିଶା

କୋଲକାତାରେ ୫ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ, ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ ।  ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି ।  ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି । କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାର ମିଶି ସଂକ୍ରମଣ ରୋକିବାକୁ ଚେଷ୍ଟା କରୁଛନ୍ତି ।  ପ୍ରାୟ ୨ଶହ ଲୋକଙ୍କୁ କ୍ୱାରେଣ୍ଟାଇନରେ ରଖି ସେମାନଙ୍କ ଉପରେ ନଜର ରଖାଯାଇଛି […]

LOKA SAMACHAR @2026. All Rights Reserved || Developed By CBSPL