ଉତ୍ତରପ୍ରଦେଶ ବିଭାଜନକୁ ନେଇ ପୁଣି ଆରମ୍ଭ ହେଲା ତର୍କ ବିତର୍କ
ଲକ୍ଷ୍ନୌ: ଭାଗ ଭାଗ ହୋଇଯିବ ଉତ୍ତରପ୍ରଦେଶ! ରାଜ୍ୟ ବିଭାଜନକୁ ନେଇ ପୁଣିଥରେ ଆରମ୍ଭ ହୋଇଯାଇଛି ତର୍କ ବିତର୍କ। ପଶ୍ଚିମ ଉତ୍ତରପ୍ରଦେଶ ପରେ ପୂର୍ବାଞ୍ଚଳକୁ ସ୍ଵତନ୍ତ୍ର ରାଜ୍ୟ ପାଇଁ ଦାବି ଉଠିଛି। ଆମେଠିରେ ଏକ କାର୍ଯ୍ୟକ୍ରମ ସମୟରେ ଦୁଇ ବରିଷ୍ଠ ବିଜେପି ନେତା ସ୍ଵତନ୍ତ୍ର ରାଜ୍ୟ ପାଇଁ ଦାବି ଉଠାଇଛନ୍ତି, ଯାହାକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି। ଗତ ବୁଧବାର ଆମେଠି ଜିଲ୍ଲାର ଦାଦନ ସଦନରେ ଆୟୋଜିତ ଏକ ସମାବେଶରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ସିଂହ ଏବଂ […]













