ଓଡ଼ିଶା

ପରାକ୍ରମ ଦିବସରେ ଯୋଗଦେଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍

ଭୁବନେଶ୍ୱର: ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଶୁକ୍ରବାର ସକାଳେ ଭୁବନେଶ୍ୱରରେ ପହଞ୍ଚିଥିଲେ। ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇଥିଲେ। ତାଙ୍କ ଆଗମନ ପରେ, ଉପରାଷ୍ଟ୍ରପତି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ ପାଳନ କରାଯାଉଥିବା ପରାକ୍ରମ ଦିବସରେ ଯୋଗଦେବା ପାଇଁ କଟକ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଉପରାଷ୍ଟ୍ରପତି। ଭାରତର ସବୁଠାରୁ ପୂଜ୍ୟ ସ୍ୱାଧୀନତା […]

ଓଡ଼ିଶା

ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲକୁ ନକ୍ସଲମୁକ୍ତ କରିବାକୁ ଝାଡ଼ଖଣ୍ଡ ଜାଗୁଆର, କୋବ୍ରା ବାହିନୀ ଓ ସିଆରପିଏଫ୍‌ ପକ୍ଷରୁ ଅପରେସନ୍‌କୁ ଜୋରଦାର କରାଯାଇଛି। ଗୁରୁବାର ପଶ୍ଚିମ ସିଂହଭୂମି ଛୋଟାନାଗରାରେ ନକ୍ସଲ ଓ ଯବାନ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଏରିଆ […]

ଓଡ଼ିଶା

ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ

ଭୁବନେଶ୍ବର: ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ। ଏନେଇ ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସଂଶୋଧିତ ଆଇନକୁ ଜିଜିଆ କର ସହ ସମାନ ବୋଲି ତୁଳନା କରିଛନ୍ତି।ଏହା ସହ ସାଧାରଣ ଚାଳଙ୍କଙ୍କ ଆର୍ଥିକ ମେରୁଦଣ୍ତ ଏହି ଆଇନ ଭାଙ୍ଗିଦେବ। ବସ ମାଲିକ ସଂଘ ବିରୋଧ କରୁଥିବା ମୋଟର ଯାନ ସଂଶୋଧନ ଆଇନ ଗୁଡିକ ହେଲା। ବର୍ଷରେ ୫ଥର ନିୟମ ଭାଙ୍ଗିଲେ ଲାଇସେନ୍ସ […]

ଜାତୀୟ

ଆନ୍ଧ୍ରପ୍ରଦେଶରେ ୧୬ ବର୍ଷରୁ କମ୍ ବୟସର ପିଲା ବ୍ୟବହାର କରିପାରିବେନି ସୋସିଆଲ ମିଡିଆ !

ବେଙ୍ଗାଲୁରୁ: ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ସୋସିଆଲ ମିଡିଆ ବ୍ୟବହାର ଉପରେ ଅଷ୍ଟ୍ରେଲିଆ ଭଳି ପ୍ରତିବନ୍ଧକ ଲଗାଇବ ଆନ୍ଧ୍ରପ୍ରଦେଶ। ଏ ନେଇ ଅଷ୍ଟ୍ରେଲିଆର ନିଷେଧାଦେଶ ଉପରେ ଅଧ୍ୟୟନ କରାଯାଉଛି ବୋଲି ମଙ୍ଗଳବାର ଆନ୍ଧ୍ର ପ୍ରଯୁକ୍ତିବିଦ୍ୟା ଓ ମାନବ ସମ୍ବଳ ମନ୍ତ୍ରୀ ନାରା ଲୋକେଶ କହିଛନ୍ତି। ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ ଅବସରରେ ନାରା ଲୋକେଶ କହିଛନ୍ତି, ଏକ ନିର୍ଦ୍ଦିଷ୍ଟ ବୟସରୁ କମ୍ ବୟସର ପିଲାମାନେ ସୋସିଆଲ ମିଡିଆରେ ରହିବା ଉଚିତ ନୁହେଁ କାରଣ ସେମାନେ ଯାହା […]

ଜାତୀୟ

ଟ୍ରମ୍ପଙ୍କ ଶାନ୍ତି ବୋର୍ଡକୁ ଫ୍ରିଜ୍ ରୁଷୀୟ ସମ୍ପତ୍ତିରୁ ୧ ବିଲିୟନ ଡଲାର ଦେବେ ପୁଟିନ

ମସ୍କୋ: ଇସ୍ରାଏଲ-ପାଲେଷ୍ଟାଇନ ସମସ୍ୟା ସମେତ ବିଶ୍ୱ ବିବାଦର ସମାଧାନ ପାଇଁ ଏକ ନୂତନ ଅନ୍ତର୍ଜାତୀୟ ସଂସ୍ଥା ଶାନ୍ତି ବୋର୍ଡରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମନ୍ତ୍ରଣର ଜବାବ ଦେଇଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ସେ ଆମେରିକାରେ ଫ୍ରିଜ୍ ହୋଇଥିବା ରୁଷ ସମ୍ପତ୍ତି ବ୍ୟବହାର କରି ପରିଷଦକୁ ୧ ବିଲିୟନ ଡଲାର ଦେବାକୁ ନିଜର ଆଗ୍ରହ ପ୍ରକାଶ କରିଛନ୍ତି। ଦିନ ରୁଷ ସୁରକ୍ଷା ପରିଷଦକୁ ଏକ ଭାଷଣ ସମୟରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। […]

ଜାତୀୟ

ଭାରତ ସହ ପ୍ରତିରକ୍ଷା ଚୁକ୍ତିକୁ ୟୁରୋପୀୟ ସଂଘର ଅନୁମୋଦନ, ଆତଙ୍କବାଦ ବିରୋଧୀ ଲଢ଼େଇରେ ବି ମିଳିବ ସାହାଯ୍ୟ

ନୂଆଦିଲ୍ଲୀ: ୟୁରୋପୀୟ ସଂଘ (ଇୟୁ) ଭାରତ ସହ ନୂତନ ପ୍ରତିରକ୍ଷା ଚୁକ୍ତି (ସୁରକ୍ଷା ଓ ପ୍ରତିରକ୍ଷା ଚୁକ୍ତି)କୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହା ସ୍ୱାକ୍ଷରିତ ହେବ। ୟୁରୋପୀୟ ସଂଘର ବୈଦେଶିକ ନୀତି ମୁଖ୍ୟ କାଜା କଲାସ୍ ବୁଧବାର ୟୁରୋପୀୟ ସଂସଦରେ ଏହି ସୂଚନା ଦେଇଛନ୍ତି। ଏହି ସହଭାଗିତା ଏକ ବୃହତ୍ ରଣନୀତିକ ଏଜେଣ୍ଡାର ଅଂଶ ହେବ ବୋଲି ସେ କହିଛନ୍ତି। ଏହି ଏଜେଣ୍ଡାରେ ମୁକ୍ତ ବାଣିଜ୍ୟ […]

ଜାତୀୟ

୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି । ଘଟଣାରେ ୭ ଜଣ ସୈନିକ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ଭଦ୍ରବାହ-ଚମ୍ବା ଇଣ୍ଟରଷ୍ଟେଟ ରୋଡରେ ଖନ୍ନି ଟପ୍ ରେ ହୋଇଛି । ଖବର ମୁତାବକ, ଏକ ବୁଲେଟପ୍ରୁଫ ଆର୍ମି ଗାଡ଼ିରେ ଅତିକମରେ ୧୭ ଜଣ ଯବାନ ରହିଥିଲେ । ସେନା ଗାଡ଼ି ପର୍ବତରେ ଥିବା […]

ଜାତୀୟ

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର ନିର୍ଦ୍ଦୋଷରେ ଖଲାସ, ଶିଖ ବିରୋଧୀ ହିଂସା ମାମଲାରେ ଥିଲେ ଦୋଷୀ

ନୂଆଦିଲ୍ଲୀ : ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛି । ଜନକପୁରୀ ଓ ବିକାଶପୁରୀ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ସହ ଜଡିତ ଏକ ମାମଲାରେ ଦୋଷମୁକ୍ତ କରିଛନ୍ତି । ଏହି ମାମଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଶୁଣାଣି ସମୟରେ ସଜ୍ଜନ କୁମାର ନିଜର ପକ୍ଷ ରଖି କହିଥିଲେ ଯେ,ସେ ନିର୍ଦ୍ଦୋଷ ଓ କେବେ ହିଂସାରେ ଅଂଶଗ୍ରହଣ କରିନଥିଲେ । ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ ସଜ୍ଜନ […]

ଜାତୀୟ

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଶ୍ରମିକ ମୃତ

ଛତିଶଗଡ଼: ଛତିଶଗଡ଼ ବଲୋଦା ବଜାରରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଡିଏସି କୋଇଲା ଭାଟିରେ ହଠାତ୍ ବିସ୍ଫୋରଣ ହେବା ଯୋଗୁଁ ୭ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ବିସ୍ଫୋରଣରେ କିଛି ଶ୍ରମିକ ଆହତ ମଧ୍ୟ ହୋଇଛନ୍ତି । ବିସ୍ଫୋରଣ ସମୟରେ ଶ୍ରମିକ ଆଖପାଖ ଅଞ୍ଚଳରେ ସଫେଇ କାମ କରୁଥିଲେ । ଏହି ସମୟରେ ଗରମ କୋଇଲା ଯୋଗୁଁ ଜଳିଯାଇଥିଲେ । ବିସ୍ଫୋରଣରେ ଅନେକ ଶ୍ରମିକ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହପସିଟାଲରେ […]

ଜାତୀୟ

ବସ-ଟ୍ରକ ଧକ୍କା ହେବା ଯୋଗୁଁ ଲାଗିଲା ନିଆଁ, ୨ ମୃତ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ନନ୍ଦାଲ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍ ଏବଂ କଣ୍ଟେନର ଲରି ଧକ୍କା ହେବା ଯୋଗୁଁ ୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ରାତି ୧.୩୦ ମିନିଟରେ ଘଟିଛି । ଖବର ମୁତାବକ, ନେଲୋରରୁ ହାଇଦ୍ରାବାଦକୁ ଯାଉଥିବା ବସର ଡାହାଣ ଟାୟାର ଫାଟିଯିବାରୁ ଗାଡ଼ି ଚାଳକ ନିୟନ୍ତ୍ରଣ ହରାଇ ବସିଥିଲା । ନିୟନ୍ତ୍ରଣ ହରାଇବାରୁ ବସ୍ ଡିଭାଇଡରରେ ପିଟି ହୋଇ କଣ୍ଟେନର ଲରି ସହିତ ଧକ୍କା ହୋଇଥିଲା । […]

LOKA SAMACHAR @2026. All Rights Reserved || Developed By CBSPL