ପ୍ରୟାଗରାଜରେ ଟ୍ରେନିଂ ବେଳେ ପୋଖରୀରେ ଖସିପଡ଼ିଲା ବାୟୁସେନା ବିମାନ
ପ୍ରୟାଗରାଜ : ପ୍ରୟାଗରାଜରେ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ । ଏୟାରକ୍ରାଫ୍ଟ ହଠାତ୍ ଆକାଶରେ ହଲିବାକୁ ଆରମ୍ଭ କରି ସହର ମଝିରେ ଥିବା ପୋଖରୀରେ ଖସିପଡିଥିଲା । ଏହି ଘଟଣା କେପି କଲେଜ ପଛରେ ଥିବା ପୋଖରୀରେ ଘଟିଛି । ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ । ଏହାପରେ ଅଗ୍ନିଶମ ଟିମ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲା । ସ୍ଥାନୀୟ ଲୋକ ୩ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି […]













