ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ଠପ
ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ ନପୂରୁଣୁ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିବାକୁ ଯୋଜନା ରଖିଛି । ମାର୍ଚ୍ଚ ୨୮ ପରେ ଦୁବାଇ ଓ ସିଙ୍ଗାପୁର ଭଳି ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ଭୁବନେଶ୍ବରରୁ ସିଧା […]













