ଜାତୀୟ

ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ

ନୂଆଦିଲ୍ଲୀ : ନୀତିନ ନବୀନ ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗୃହମନ୍ତ୍ରଣାଳୟ ତରଫରୁ ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ଏହି ସୁରକ୍ଷା ତାଙ୍କୁ ଅଧ୍ୟକ୍ଷ ହେବା ପୂର୍ବରୁ ମିଳିଛି । ନୀତିନ ନବୀନଙ୍କ ସୁରକ୍ଷା ଦାୟିତ୍ବ ଏବେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରପିଏଫ) କମାଣ୍ଡୋ କରିବେ । ଖବର ମୁତାବକ, ଏହି ନିଷ୍ପତ୍ତି ଇଣ୍ଟେଲେିଜେନ୍ସୀ ବ୍ୟୁରୋର ରିପୋର୍ଟ ଅନୁସାରେ ନିଆଯାଇଛି । ସମ୍ଭାବ୍ୟ ବିପଦକୁ ଦେଖି ଉଚ୍ଚସ୍ତରୀୟ […]

ଜାତୀୟ

ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ

ନୂଆଦିଲ୍ଲୀ : ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ବିଜେପିର ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଆନୁଷ୍ଠାନିକ ଘୋଷଣା ପରେ ଦଳୀୟ ମୁଖ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ୪୫ ବର୍ଷୀୟ ନୀତିନ ନବୀନ ବିଜେପି ଇତିହାସରେ ସବୁଠାରୁ କମ୍ […]

ଜାତୀୟ

ମହିଳାଙ୍କ ସହ ଅଶ୍ଳୀଳ ଭିଡିଓ ଭାଇରାଲ; କର୍ଣ୍ଣାଟକ ଡିଜିପି ରାମଚନ୍ଦ୍ର ରାଓ ସସପେଣ୍ଡ

କର୍ଣ୍ଣାଟକ: କର୍ଣ୍ଣାଟକ ଡିଜିପି ତଥା ବରିଷ୍ଠ ଆଇପିଏସ ଅଧିକାରୀ ରାମଚନ୍ଦ୍ର ରାଓଙ୍କୁ ସସପେଣ୍ଡ କରାଯାଇଛି । ସୋସିଆଲ ମିଡିଆରେ ଅଶ୍ଳୀଳ ଭିଡିଓ ଭାଇରଲ ହେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅଧିକାରୀ ଓ ମହିଳାଙ୍କ ଅଶ୍ଳୀଳ ଭିଡ଼ିଓ ସାମ୍ନାକୁ ଆସିବା ପରେ ତାଙ୍କୁ ନିଲମ୍ବନ କରାଯାଇଛି । କର୍ଣ୍ଣାଟକ ପୋଲିସ ମହାନିର୍ଦ୍ଦେଶକ ଅଛନ୍ତି ରାମଚନ୍ଦ୍ର ରାଓ । ମହିଳାଙ୍କ ସହ ଅଶ୍ଳୀଳ ଭିଡିଓ ଭାଇରାଲ ପରେ ତାଙ୍କୁ ସସପେଣ୍ଡ କରାଯାଇଥିବା ସୂଚନା ମିଳିଛି । […]

ଜାତୀୟ

ପାକିସ୍ତାନର ଏକ ମଲରେ ଅଗ୍ନିକାଣ୍ଡ; ୨୬ ମୃତ, ୮୧ ନିଖୋଜ

ପାକିସ୍ତାନ : ପାକିସ୍ତାନର କରାଚୀର ଗୁଲ୍ ପ୍ଲାଜା ମଲ୍‌ରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮୧ ଜଣ ନିଖୋଜ ରହିଛନ୍ତି । ବର୍ତ୍ତମାନ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଛି । ଏବେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟ ଜାରି ରହିଛି । ସୂଚନାନୁଯାୟୀ, ଜାନୁଆରୀ ୧୭ ତାରିଖ ରାତି ପ୍ରାୟ ୧୦ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା । ଏହି ଦୁର୍ଘଟଣାରୁ ୨୬ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି […]

ଓଡ଼ିଶା

ନବୀନ ନିବାସରେ ବିଜେଡିର ବଡ ବୈଠକ

ଭୁବନେଶ୍ୱର: ବିଜେଡିରେ ପୁଣି ହଲଚଲ । କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି । ଏହି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନାଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି । ନିକଟରେ ଦଳ ଦୁଇ ଜଣ ସିଟିଂ ବିଧାୟକଙ୍କୁ ନିଲମ୍ବନ କରିବା ପରେ ଦଳରେ କମ୍ପନ ସୃଷ୍ଟି ହୋଇଥିଲା । ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡଙ୍କୁ ନିଲମ୍ବନ କରାଯିବା ପରେ ଆଜି ନବୀନ ନିବାସରେ ଏହି […]

ଓଡ଼ିଶା

ଏଆଇ ଜରିଆରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତିର ବିକୃତ ରିଲ୍ସ ପ୍ରଘଟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତିକୁ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବିକୃତ କରି ଜଣେ ବ୍ୟକ୍ତି ଚିତ୍ର ପ୍ରଦର୍ଶିତ କରିଥିବା ଘଟଣା ସାମ୍ନାକୁ ଆସିଛି। ଜାଲା ଭିସଭରାଜ ସିଂ ନାମକ ଏହି ବ୍ୟକ୍ତି ସାମାଜିକ ନିଜ ଗଣମାଧ୍ୟମ ଆଇଡିରେ ଏହା ପୋଷ୍ଟ କରିଛି। ଏନେଇ ଜଗନ୍ନାଥପ୍ରେମୀ ଘୋର ଅସନ୍ତୋଷ ପ୍ରକାଶ କରିଛନ୍ତି। ମହାପ୍ରଭୁଙ୍କ ନୀତିକୁ ବିକୃତ କରାଯାଇଥିବାରୁ ଶ୍ରୀମନ୍ଦିର ସେବାୟତମାନେ ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି। ମହାପ୍ରଭୁଙ୍କୁ ସାମାଜିକ ଗଣମାଧ୍ୟମରେ ଏଭଳି ପ୍ରଦର୍ଶିତ କରିଥିବା ବ୍ୟକ୍ତି ବିରୋଧରେ […]

ଓଡ଼ିଶା

କାର ଦୁର୍ଘଟଣାରେ ୨ ମୃତ

ବୌଦ୍ଧ: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବୌଦ୍ଧ ଜିଲ୍ଲା ତେଲିବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ ତେଲିବନ୍ଧ ଛକ ନିକଟରେ ଆଜି ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ କାର୍‌କୁ […]

ଓଡ଼ିଶା

ସେକ୍ସଟର୍ସନ ଶିକାର ହେଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ, ୮୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ୫ ଗିରଫ

କଟକ : ସେକ୍ସଟର୍ସନ ଅଭିଯୋଗ, ୫ ଗିରଫ ।  କଟକରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ସେକ୍ସଟର୍ସନର ଶିକାର କରି ୮୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗ ।  ଏକ ଆନ୍ତଃଜିଲ୍ଲା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କଟକ ସାଇବର ଥାନା ପୋଲିସ ।  ଏହି ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି ।  ଏବେବି ଫେରାର ଅଛି ମୁଖ୍ୟ ଅଭିଯୁକ୍ତ ।  ଜଣେ ୭୨ ବର୍ଷୀୟ ବୃଦ୍ଧଙ୍କୁ ପ୍ରଥମେ ଫେସବୁକ ମାଧ୍ୟମରେ ବନ୍ଧୁତାର ଜାଲରେ ଫସାଇଥିଲା ଅଭିଯୁକ୍ତ । ବିଶ୍ୱାସ […]

ଓଡ଼ିଶା

ଜେଲରେ ଲାଗିଲା AI କ୍ୟାମେରା, ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ

ଭୁବନେଶ୍ୱର : ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ । ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ ଲଗାଇବାକୁ ଯୋଜନା । ପ୍ରତି ଜେଲରେ ୧୬ଟି ଲେଖାଏଁ ଲଗାଇବାକୁ ଯୋଜନା ରହିଛି । ପ୍ରଥମ ପର୍ଯ୍ୟାୟ ସଫଳ ପରିକ୍ଷଣ ପରେ ଆଗକୁ […]

ଓଡ଼ିଶା

ଏପ୍ରିଲ ୧୬ ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର : ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

LOKA SAMACHAR @2026. All Rights Reserved || Developed By CBSPL