୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁଯାୟୀ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ । ଏହି କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ସହ ଏ ସମ୍ପର୍କରେ […]














