ସାମରିକ ଘାଟିରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୧୦ ଜୀବନ
ନୂଆଦିଲ୍ଲୀ: ଶୁକ୍ରବାର ଦିନ ବୋଲିଭିଆର ଏକ ସୈନ୍ୟ ବାରାକରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ଘଟିବା ସହ ଡଜନ ଡଜନ ଲୋକ ଆହତ ହୋଇଛନ୍ତି । ଫଳରେ ଲୋକେ ଭୟରେ ଦୌଡାଦୌଡି ଆରମ୍ଭ କରିଥିଲେ । ସୂଚନାନୁଯାୟୀ, ଏହି ବିସ୍ଫୋରଣ ଲାପାଜ୍ ଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ଥିବା ବୋଲିଭିଆର ଭାୟାଚା ପୌରପାଳିକାରେ ଘଟିଥିଲା । ଅପରାହ୍ଣ ପ୍ରାୟ ୨ଟା ୩୦ ମିନିଟରେ ଏହି ଅଘଟଣ ଦେଖିବାକୁ […]













