ଜାତୀୟ

ଗଙ୍ଗାସାଗର ମେଳା, ପୂଣ୍ୟ ବୁଡ ପକାଇଲେ ୬୦ ଲକ୍ଷ ଶ୍ରଦ୍ଧାଳୁ

କୋଲକାତା: ସମସ୍ତ ତୀର୍ଥ ସ୍ଥାନ ଦର୍ଶନ କଲେ ଯାହା ପୁଣ୍ୟ ମିଳେ ଗଙ୍ଗା ସାଗରରେ ଥରେ ମାତ୍ର ବୁଡ ପକାଇଲେ ସମାନ ପୁଣ୍ୟ ମିଳିଥାଏ । ପୂଣ୍ୟ ତୀର୍ଥ ସ୍ଥାନ ଗଙ୍ଗାସାଗରରେ ମକର ସଂକ୍ରାନ୍ତି ଦିନ ଆଜି ୧ଟା ୧୯ ମିନିଟରୁ ୧୫ ତାରିଖ ମଧ୍ୟାହ୍ନ ୧ଟା ୧୯ ମିନିଟ ପର୍ଯ୍ୟନ୍ତ ପୂଣ୍ୟସ୍ନାନର ମାହେନ୍ଦ୍ର କ୍ଷଣ ରହିଛି । ତେଣୁ ମେଳାରେ ଭକ୍ତଙ୍କ ପ୍ରବଳ ଭିଡ଼ । ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ରହିଛି ଗଙ୍ଗା […]

ଜାତୀୟ

ଟ୍ରେନ ଉପରେ ଖସିପଡିଲା କ୍ରେନ, ୨୨ ମୃତ

ବ୍ୟାଙ୍କକ : ଥାଇଲାଣ୍ଡରେ ଉତ୍ତର-ପୂର୍ବ ଅଞ୍ଚଳରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକରେ ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୩୦ ରୁ ଅଧିକ ଆହତ ହୋଇଛନ୍ତି । ଘଟଣାରେ ଆଉ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଟ୍ରେନ କ୍ରେନ୍ ଖସିପଡ଼ିବାରୁ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଥିଲା । ନାଖୋନ୍ ରତଚାସିମା ପ୍ରୋଭିନ୍ସରେ ବଡ଼ ଟ୍ରେନ୍ ଦୁର୍ଘଟଣା । ରେଲୱେ ପ୍ରକଳ୍ପ କାମରେ ନିୟୋଜିତ କ୍ରେନ୍ ହଠାତ୍ […]

ଜାତୀୟ

‘ଇରାନବାସୀଙ୍କ ପାଇଁ ଟ୍ରମ୍ପ ଓ ନେତାନ୍ୟାହୁ ବଡ଼ ଶତ୍ରୁ’

ଆମେରିକା : ଇରାନ ଆନ୍ଦୋଳନକାରୀଙ୍କୁ ଟ୍ରମ୍ପଙ୍କ ବଡ଼ ବାର୍ତ୍ତା । ସରକାରୀ ଅନୁଷ୍ଠାନକୁ ଦଖଲ କରନ୍ତୁ, ଆମେ ସାହାଯ୍ୟ ପଠାଉଛୁ । ଟ୍ରମ୍ପଙ୍କ ଏହି ବିସ୍ଫୋରକ ବୟାନ ପରେ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । ଏହାକୁ ନେଇ ଟ୍ରମ୍ପଙ୍କୁ ଇରାନ କଡ଼ା ଜବାବ ଦେଇଛି । ଇରାନର ଜାତୀୟ ସୁରକ୍ଷା ପରିଷଦର ସଚିବ ଅଲି ଲାରିଜାନୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ଟ୍ରମ୍ପଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି । ଅଲି […]

ଓଡ଼ିଶା

ମେଳାକୁ ଯାଉଥିବା ବେଳେ ଦୁର୍ଘଟଣା, ଚାଲିଗଲା ୨ ଜୀବନ

ରାଇଘର : ପଡ଼ୋଶୀ ଛତିଶଗଡ଼ ଅନ୍ତର୍ଗତ ପାଖଞ୍ଜର ଠାରେ ଆୟୋଜିତ ମେଳାକୁ ଯାଉଥିବା ଏକ ଯାତ୍ରୀବାହୀ ଗାଡ଼ି କୋମଲପୁର ନିକଟରେ ଦୁର୍ଘଟଣାର ସାମ୍ନା କରିଛି। ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛିl ମୃତକମାନେ ହେଲେ ମାଳତୀ ମଜୁମଦାର ଏବଂ ଓମ୍‌ ପ୍ରକାଶ। ସୂଚନା ଅନୁଯାଇ ଆଜି ପାଖଞ୍ଜର ମେଳାକୁ ଉଭୟ ଓଭୟ ଓଡ଼ିଶା ଏବଂ ଛତିଶଗଡ଼ର ଲୋକ ଯାଉଥିଲେ। ଏହି ଦଳରେ ନବରଂଗପୁର ଜିଲ୍ଲା ରାଇଘର ବ୍ଲକ ଅଧୀନ ପାଉରବେଲା-୨ ଗ୍ରାମର […]

ଓଡ଼ିଶା

’ଓଡ଼ିଶାର ବୌଦ୍ଧ ଐତିହ୍ୟ ଓ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି ସରକାର’

ଯାଜପୁର: ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ମାଧ୍ୟମରେ ବୌଦ୍ଧ ପର୍ଯ୍ୟଟନର ବିକାଶ ହେବା ସହ ଶାନ୍ତି ଏବଂ କରୁଣାର ବାର୍ତ୍ତା ସାରା ବିଶ୍ୱରେ ପହଞ୍ଚିପାରିବ। ଏଇ ଓଡ଼ିଶା ମାଟି ସର୍ବଦା ଆଧ୍ୟାତ୍ମିକତାର ପଥରେ ଅଗ୍ରସର ହୋଇଆସିଛି। ଓଡ଼ିଶା ସରକାର ଏଦିଗରେ ଅନେକ ପ୍ରୟାସ କରୁଛନ୍ତି। ରତ୍ନଗିରି, ଲଳିତଗିରି, ଉଦୟଗିରି, ଜିରାଙ୍ଗ, ଧଉଳି ଭଳି  ବୌଦ୍ଧ କୀର୍ତ୍ତିରାଜିର ସାମଗ୍ରିକ ବିକାଶ, ଐତିହ୍ୟ ସଂରକ୍ଷଣ ଏବଂ ଇତିହାସ ସମ୍ବନ୍ଧୀୟ ଆଧୁନିକ ଗବେଷଣା ପାଇଁ ରାଜ୍ୟ ସରକାର ଏକ ବ୍ୟାପକ ଯୋଜନା ପ୍ରସ୍ତୁତ […]

ଓଡ଼ିଶା

ମାଞ୍ଜା ସୂତା ଲାଗି କଟିଲା ବେକ, ଅବସ୍ଥା ଗୁରୁତର

ବାଲେଶ୍ୱର: ମକର ସଂକ୍ରାନ୍ତିରେ ଗୁଡ଼ିର ମାଞ୍ଜା ସୂତା ଲାଗି କଟିଲା ବେକ । ଢେଙ୍କାନାଳ ପରେ ବାଲେଶ୍ୱର ଜିଲ୍ଲାରୁ ସାମ୍ନାକୁ ଆସିଲା ବଡ଼ ଅଘଟଣ । ମକର ସଂକ୍ରାନ୍ତିରେ ଘାତକ ସାଜିଲା ଗୁଡ଼ିରେ ମାଞ୍ଜା ସୂତା ବ୍ୟବହାର । ମାଞ୍ଜା ସୂତା ଲାଗି କଟିଲା ବେକ । ଢେଙ୍କାନାଳ ପରେ ସାମ୍ନାକୁ ଆସିଲା ବାଲେଶ୍ୱର ଅଘଟଣ । ମାଞ୍ଜା ସୂତା ଲାଗି ଜଣେ ଯୁବକଙ୍କ ବେକ କଟିଯାଇଛି । ଯୁବକ ଜଣକ ବାଇକ ଯୋଗେ ଯାଉଥିବା ସମୟରେ […]

ଓଡ଼ିଶା

ଡକାୟତି ଉଦ୍ୟମ ପଣ୍ଡ, ଗ୍ୟାଙ୍ଗ ଗିରଫ, ମାରଣାସ୍ତ୍ର ସହ ନଗଦ ଟଙ୍କା ଜବତ

ବଣାଇ: ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ ।  ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଆନ୍ତଃରାଜ୍ୟ ଡକାୟତ ଗିରଫ ।  ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଆଉ ୬ରୁ ୭ ଡକାୟତ ।  ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଚନ୍ଦ୍ରପୁର ଗାଁରୁ ୩ ଡକାୟତଙ୍କୁ ଗିରଫ କରିଛି ପୋଲିସ ।  ଏକ ଖେଳ ପଡ଼ିଆରେ ପ୍ରାୟ ୧୦ଜଣ ଡକାୟତ ଡକାୟତି ଯୋଜନା କରୁଥିବା ଖବର ପାଇଥିଲା ପୋଲିସ । ଟିକାୟତପାଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ସେଠାରୁ କିଛି […]

ଓଡ଼ିଶା

ଭୋଗି ଉତ୍ସବ ବେଳେ ବାଣ ଫୁଟି ୪ ଗୁରୁତର

ରାୟଗଡ଼ା: ରାୟଗଡ଼ା ୟେଦୁ ସାହିରେ ବାଣ ବିସ୍ଫୋରଣରେ ୪ ଜଣ ଗୁରୁତର ହୋଇଛନ୍ତି। ମକର ସଂକ୍ରାନ୍ତି ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ଗତକାଲି ରାତିରେ ଭୋଗି ଉତ୍ସବ ପାଳନ ବେଳେ ନିଆଁରେ ବାଣ ପକାଇବାରୁ ବିସ୍ଫୋରଣ ହୋଇଥିବା ଜଣାପଡିଛି। ଏଥିରେ ବି.ବରନି, ଭି. ଯୋଗୀ, କିଶୋର ଦୋରା ଓ ବାବଲି ରେଡ୍ଡୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଗୁରୁତରଙ୍କୁ ବିଶାଖାପାଟଣା ସ୍ଥାନାନ୍ତର […]

ଓଡ଼ିଶା

କଟକରୁ ଉଦ୍ଧାର ହେଲା ଭଦ୍ରକରେ ବିକ୍ରି ହୋଇଥିବା ଶିଶୁକନ୍ୟା

ଭଣ୍ଡାରିପୋଖରୀ : ବିକ୍ରି ହୋଇଥିବା ଶିଶୁକନ୍ୟାକୁ କଟକରୁ ଉଦ୍ଧାର କଲା ଭଣ୍ତାରିପୋଖରୀ ଥାନା ପୁଲିସ। ଗତକାଲି ଏ ନେଇ ଭଣ୍ଡାରିପୋଖରୀ ଥାନା ବୟାବନାପୁର ଗାଁର ୫୫ ବର୍ଷୀୟା ସାବିତ୍ରୀ ଦାସ ତାଙ୍କ ନାତୁଣୀ(୧ମାସ)ର ଉଦ୍ଧାର ପାଇଁ ପୁଲିସର ହସ୍ତକ୍ଷେପ ଲୋଡ଼ିଥିଲେ। ସାବିତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପୁଅ ସିପୁ ଓ ବୋହୂ ରୀନା ଗତ ୧୨ ତାରିଖ ପୂର୍ବାହ୍ନ ସମୟରେ ମାସକର ଝିଅ ସହ ଡାକ୍ତରଖାନା ଯାଉଥିବା କହି ଘରୁ ବାହାରି ଯାଇଥିଲେ। ରାତି ପ୍ରାୟ ୮ଟାରେ […]

ଓଡ଼ିଶା

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପାଟଣା: ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପରେ ପରମେଶ୍ଵର ବନ୍ଦିର ଏବଂ ଆନନ୍ଦେଶ୍ଵର ମନ୍ଦିରରେ ପୂଜାର୍ଚ୍ଚନା କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି । ଗତବର୍ଷ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ […]

LOKA SAMACHAR @2026. All Rights Reserved || Developed By CBSPL