ଯୁବକଙ୍କୁ ନିର୍ମମ ହତ୍ୟା ! ଡ୍ରେନରୁ ମୃତଦେହ ଉଦ୍ଧାର
ରାଉରକେଲା: ବୀଭତ୍ସ ହତ୍ୟା । ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନକୁ ଫିଙ୍ଗିଦେଲେ ଦୁର୍ବୃତ୍ତ । ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଥାନା IDC ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ନିକଟରେ ଥିବା ଏକ ଡ୍ରେନରେ ପଡ଼ିଛି ମୃତଦେହ । ଯୁବକଙ୍କ ପରିଚୟ ମିଳିନାହିଁ । ଫରେନସିକ୍ ଟିମ୍ ଆସିବା ପରେ ଅଧିକ ତଥ୍ୟ ଜଣାପଡ଼ିବ । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ପୋଲିସ । ପ୍ରାଥମିକ ସୂଚନା ଅନୁସାରେ, ମୃତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତର […]













