ଓଡ଼ିଶା

ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ । ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲ୍ଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି ପ୍ରକାଶ ବେହେରା, ଅତିରିକ୍ତ ପରିଚାଳକ ଜୟପୁର, କୋରାପୁଟ ଏବଂ ପ୍ରିତିଶ କୁମାର ନାୟକ, ଅତିରିକ୍ତ […]

ଓଡ଼ିଶା

କେଳୁଚରଣ କୀର୍ତ୍ତି ଶତକମ୍ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସମେତ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀ ଓ ପଣ୍ଡିତ ଭୁବନେଶ୍ୱର ମିଶ୍ରଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ […]

ଓଡ଼ିଶା

ହୋମଗାର୍ଡ ନିଯୁକ୍ତିରେ ପାତର ଅନ୍ତର; ଏସପି ଅଫିସ ଆଗରେ ବିକ୍ଷୋଭ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତିର ଫାଇନାଲ ଲିଷ୍ଟ ଗତକାଲି ରାତିରେ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇ ନ ଥିବା ଛାତ୍ରଛାତ୍ରୀ ମାନେ ଆଜି ଭଦ୍ରକ ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ନାରାବାଜି ଦେବା ସହ ବିକ୍ଷୋଭ ପ୍ରଦର୍ଶନୀ କରିଛନ୍ତି । ପୂର୍ବରୁ ସ୍ୱଛତାର ସହ ପରୀକ୍ଷା କରାଯାଇଥିବା ନେଇ ଭଦ୍ରକ ଏସପି ସୂଚନା ଦେଇଥିବା ବେଳେ, ଆଜି ଛାତ୍ରଛାତ୍ରୀ ମାନେ ଏହି ପରୀକ୍ଷାରେ ନିଯୁକ୍ତିରେ ସ୍ୱଛତା ହୋଇନାହିଁ ବୋଲି ଅଭିଯୋଗ […]

ଓଡ଼ିଶା

ଟାୱାର ଉପରକୁ ଚଢ଼ିଗଲେ ଯୁବକ, ନାକେଦମ ଅଗ୍ନିଶମ

ସୁବର୍ଣ୍ଣପୁର: ଟାୱାର ଉପରେ ଦୀର୍ଘ ସମୟ ଧରି ଚଢି ରହିଛନ୍ତି ଯୁବକ । ଅଗ୍ନିଶମ ବିଭାଗର ବଢ଼ାଇଛନ୍ତି ଚିନ୍ତା । ଦୀର୍ଘ ସମୟ ଧରି ଟାୱାର ଉପରେ ଜଣେ ଯୁବକ ଚଢି ରହିଛନ୍ତି । ଦୀର୍ଘ ସମୟ ଧରି ଟାୱାରରୁ ଓହ୍ଲାଉ ନଥିବାରୁ ଅଗ୍ନିଶମ ବିଭାଗର ଚିନ୍ତା ବଢ଼ାଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଏହି ଘଟଣା ଦେଖିବାକୁ ମିଳିଛି । ତରଭା ସହର […]

ଓଡ଼ିଶା

ଚଳିତ ସପ୍ତାହରେ ୪ଲକ୍ଷ ୫୭ହଜାର ୬୮୧ଜଣଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ବଡ ସୂଚନା । ନୂଆ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା । ଏଇ ସପ୍ତାହରେ ମିଳିବ ସଭୁଦ୍ରା ଟଙ୍କା । ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ସୁଭଦ୍ରାରେ ୪ଲକ୍ଷ ୫୭ହଜାର ୬୮୧ଜଣଙ୍କୁ ଏହି ସପ୍ତାହରେ ଟଙ୍କା ମିଳିବ । ଏସଓପି ଅନୁସାରେ କରାଯିବ । ଏଥିରେ ଯେଉଁମାନେ ନୂଆ ପଞ୍ଜିକୃତ କରିଥିବା ହିତାଧିକାରୀ ୧ଲକ୍ଷ ୭୮ହଜାର ୩୮୯ଜଣ, ଅନ୍ୟ କୌଣସି […]

ଓଡ଼ିଶା

ଛାନଭିନ ପରେ ସ୍ୱାଭାବିକ ହେଲା ହାଇକୋର୍ଟ କାର୍ଯ୍ୟ

କଟକ: ବୋମା ଧମକ ସତ୍ୱେ ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍‌ ସ୍କାର୍ଡ, ଡଗ୍‌ ସ୍କ୍ୱାର୍ଡ ଓ ପୁଲିସର ଛାନଭିନ ପରେ କିଛି ନମିଳିବାରୁ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଛି । ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି । ରାଜ୍ୟର ୩ଟି କୋର୍ଟ କଟକ ଜିଲା କୋର୍ଟ, ସମ୍ବଲପୁର କୋର୍ଟ ଓ ଦେବଗଡ କୋର୍ଟକୁ ବୋମା ଧମକ ଦିଆଯାଇଥିଲା । ଏକ ବେନାମୀ ଇ-ମେଲ୍‌ ଜରିଆରେ ଧମକ ଆସିବା […]

ଓଡ଼ିଶା

ଆନ୍ଦୋଳନ ସ୍ଥଗିତ, ଆସନ୍ତାକାଲିଠୁ କାର୍ଯ୍ୟରେ ଯୋଗ ଦେବେ ଡାକ୍ତର

ଭୁବନେଶ୍ୱର: ସାରା ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ଆଜି ଅପରାହ୍ନରେ ଓମସା ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଜରୁରୀ ବୈଠକ କରିଥିଲେ । ଏସମା ଲାଗୁ ହେବା ପରେ ମଧ୍ୟ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଥିଲା । ଆଜିର ବୈଠକରେ ସମାଧାନର ବାଟ ବାହାରିବା ପରେ ଆନ୍ଦୋଳନ ହଟିଥିବା ଓମସାର ସଭାପତି ସୂଚନା ଦେଇଛନ୍ତି । ପୂର୍ବ ଆଲୋଚନା ଅପେକ୍ଷା ଆଜିର ଆଲୋଚନାରେ ସମସ୍ୟାର ସମାଧାନ ପାଇଁ ନିଷ୍କର୍ସ ବାହାରିପାରେ ଡାକ୍ତର ସଂଘର […]

ଜାତୀୟ

କ୍ଷମତା ପାଇଁ ଏକାଠି ହେଲେ ବିଜେପି-କଂଗ୍ରେସ

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ପୌର ପରିଷଦରେ କ୍ଷମତା ହାତେଇବା ପାଇଁ ବିଜେପି ଓ କଂଗ୍ରେସ ଏକାଠି ହୋଇଛନ୍ତି । ମହାରାଷ୍ଟ୍ରର ଅମ୍ବରନାଥ ପୌରପାଳିକା ଦଖଲ କରିବା ପାଇଁ ଏହି ଅଜବ ମେଣ୍ଟ ହୋଇଛି । ଯାହା କେବେ ଘଟିବ ନାହିଁ ବୋଲି ଆଶା କରାଯାଉଥିଲା ତାହା ଏବେ ଘଟିଛି । କ୍ଷମତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ କଂଗ୍ରେସ ମଧ୍ୟରେ ଏକ ମେଣ୍ଟ ହୋଇଛି । ମହାରାଷ୍ଟ୍ରର ସ୍ଥାନୀୟ ନେତାମାନେ ନିର୍ବାଚନ […]

ଜାତୀୟ

ଟ୍ରମ୍ପଙ୍କ ଉପରେ ଖୁସି ନାହାଁନ୍ତି ମୋଦୀ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଆଲୋଚନା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ଅଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦୀ ରୁଷୀୟ ତୈଳ କ୍ରୟ ପାଇଁ ଭାରତ ଉପରେ ଲାଗୁ ହୋଇଥିବା ଭାରୀ ଶୁଳ୍କ ଉପରେ ଅସନ୍ତୁଷ୍ଟ। ହାଉସ୍ ରିପବ୍ଲିକ୍ ସଦସ୍ୟଙ୍କ ରିଟ୍ରିଟ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କର ଆଲୋଚନାକୁ ଉଲ୍ଲେଖ କରି ଟ୍ରମ୍ପ କହିଛନ୍ତି ଯେ ଆମେରିକା-ଭାରତ […]

ଜାତୀୟ

୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ, ଏଥର ରବିବାର ହେବ କି ବଜେଟ୍‌ ଉପସ୍ଥାପନ ?

ନୂଆଦିଲ୍ଲୀ: ୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଲୋକମାନେ ସୋସିଆଲ ମିଡିଆରେ ଆଗାମୀ କେନ୍ଦ୍ରୀୟ ବଜେଟ୍ ପାଇଁ ସେମାନଙ୍କର ଆଶା ପ୍ରକାଶ କରିବା ଆରମ୍ଭ କରିଛନ୍ତି। ପ୍ରତିବର୍ଷ ପରି, ଏହା ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାର ଆଶା କରାଯାଉଛି। ତଥାପି, ଏହି ବର୍ଷ, ୧ ଫେବୃଆରୀ ରବିବାର ପଡୁଛି ଏବଂ ଏହା ରବିଦାସ ଜୟନ୍ତୀ ସହିତ ମଧ୍ୟ ପଡୁଛି । ଫଳସ୍ୱରୂପ, କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନର ତାରିଖ ପରିବର୍ତ୍ତନ ହୋଇପାରେ ବୋଲି […]

LOKA SAMACHAR @2026. All Rights Reserved || Developed By CBSPL