ଓଡ଼ିଶା

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର:  ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। […]

ଓଡ଼ିଶା

ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍‌ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍‌ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ ପରିଣତ କରିବା । ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନ କୁ ପୁରା କରିବା ଲକ୍ଷ୍ୟ ନେଇ କରାଯାଇଛି । କୌଣସି ରାଜନୈତିକ ଫାଇଦା ଉଠାଇବା ଲକ୍ଷ୍ୟ ନୁହେଁ । ଭିବି ଜି ରାମ […]

ଓଡ଼ିଶା

ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା ।  ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।  ଉପସ୍ଥିତ ଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର  ।  ଚିଲିକାର ଦୀର୍ଘକାଳୀନ ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ପରିବର୍ତ୍ତିତ ସ୍ଥିତି ନେଇ ବିଜ୍ଞାନଭିତ୍ତିକ ରୋଡମ୍ୟାପ ଦେଇଛି IIT ମାଡ୍ରାସ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ […]

ଓଡ଼ିଶା

୧୦ ରୁ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ ।  ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ ।  ଚଳିତବର୍ଷ ମୋଟ ୩୪୦ଟି ଷ୍ଟଲ ପଡିବ ।  ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାରୁ ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀ ରହିବେ ।  ଏହାସହ ୨୦ଟି ରାଜ୍ୟର ଏସଏଚଜି, ଉତ୍ପାଦକ […]

ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶାଂସା କଲେ ମୋଦି, ମିଳିଲା ବଡ଼ ରାଜନୈତିକ ସମର୍ଥନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଜନ୍ମଦିନର ଶୁଭେଛା ଜଣାଇ ସୋସିଆଲ ମିଡିଆ X ରେ ଲେଖିଛନ୍ତି ​”ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ।  ଓଡ଼ିଶାର ବିକାଶର ଗତିକୁ ଆଗକୁ ବଢ଼ାଇବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ସେ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି ।  ଜନସାଧାରଣଙ୍କ ସେବା ପାଇଁ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା […]

ଓଡ଼ିଶା

ସ୍କୁଟିକୁ ଧକ୍କା ଦେଲା ବସ୍; ଦୁଇ ମୃତ

ଭୁବନେଶ୍ବର : ପିପିଲି ଥାନା ଅନ୍ତର୍ଗତ ମଙ୍ଗଳପୁର ନିକଟସ୍ଥ ଜମାଲପୁର ଛକରେ  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଘରୋଇ ବସ୍ ସ୍କୁଟିକୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳା ସାମ୍ବାଦିକଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ସାମ୍ବାଦିକଙ୍କ ନାମ ଶୀଲା ପଟ୍ଟନାୟକ ବୋଲି ଜଣାପଡ଼ିଥିବା‌ବେଳେ ଅନ୍ୟ ଜଣଙ୍କର ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଶୀଲାଙ୍କୁ ତାଙ୍କ ପ୍ରେସ୍ ପରିଚୟପତ୍ରରୁ ଚିହ୍ନଟ କରିଛି। ରିପୋର୍ଟ ଅନୁସାରେ,ମହିଳା ସାମ୍ବାଦିକ ଏକ […]

ଓଡ଼ିଶା

ଶ୍ରୀମନ୍ଦିରରେ ଓମଫେଡ ବଦଳରେ ପୁଣି ଖୋଲା ଘିଅ ବ୍ୟବହାର, ୨ ସୁଆରଙ୍କୁ ନୋଟିସ

ପୁରୀ: ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏହା ସହିତ ପୁରୀ ବୀର ହରେକୃଷ୍ଣପୁରର ଶ୍ରୀରବୀନ୍ଦ୍ର ବାରିକ ଏବଂ ଶ୍ରୀଜମେଶ୍ୱର ସୁଆରଙ୍କୁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ କ୍ରମେ ଏହାର ସନ୍ତୋଷଜନକ […]

ଓଡ଼ିଶା

ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ସ୍ଥିତି ପରିଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଖୋର୍ଦ୍ଧା: ଜଣ୍ଡିସ ବ୍ୟାପିବା ଘଟଣାରେ ସ୍ଥିତି ପରିଖିଛି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ସାମ୍ପୁଲ୍ ସଂଗ୍ରହ କରାଯାଇଛି ଏବଂ ଏହି ମାମଲାରେ ଖୋର୍ଦ୍ଧା ଜିଲ୍ଲା ଟିମ୍ ଆକ୍ଟିଭ ଅଛି। ପ୍ରାୟ ହେପାଟାଇଟିସ A ବୋଲି ଜଣାପଡ଼ିଛି। ଏହା ଇଣ୍ଡେକ୍ସ କେସ୍‌ ଅନୁମାନ କରାଯାଉଛି। ଏହା ଜଳବାହିତ ଖାଦ୍ୟଜନିତ ରୋଗ, ପ୍ରକୃତ କାରଣ ଜଣାପଡ଼ିନି। ୫୦ ପିଲା ଆକ୍ରାନ୍ତ ହୋଇଛନ୍ତି, କିନ୍ତୁ କେହି ଗୁରୁତର ନାହାନ୍ତି। ଆମେ ଘଟଣା ଉପରେ ନଜର ରଖିଛୁ ବୋଲି କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ। ସୂଚନା […]

ଓଡ଼ିଶା

ଲାଞ୍ଚ ନେଲା ବେଳେ ଫରେଷ୍ଟରଙ୍କୁ କାବୁ କଲା ଭିଜିଲାନ୍ସ

ବଲାଙ୍ଗୀର: ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଗଲେ ଫରେଷ୍ଟର ବାବୁ। ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ ଟିମ୍। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ଦାବି କରିଥିଲେ ବଲାଙ୍ଗୀର ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ। ତେବେ ଏ ନେଇ କୌଶିକ […]

ଓଡ଼ିଶା

ବାୟୁ ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ କଟକଣା, ସନ୍ଧ୍ୟା ୬ରୁ ସକାଳ ୧୦ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ

ଭୁବନେଶ୍ୱର: ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର ପ୍ୟୁରିଫାୟର୍(ବାୟୁ ଶୋଧକ ଯନ୍ତ୍ର) ଲାଗିବ। ହୋଟେଲ୍ ଢାବାରେ କାଠ ଓ କୋଇଲା ଜାଳିବା ସମ୍ପୂର୍ଣ୍ଣ ବାରଣ। ଡିପୋ ଓ ଷ୍ଟାଣ୍ଡ୍‌ରେ ନିୟମିତ ବସ୍ ଧୋଇବାକୁ CRUTକୁ ଦିଆଯାଇଛି ନିର୍ଦ୍ଦେଶ । […]

LOKA SAMACHAR @2026. All Rights Reserved || Developed By CBSPL