ଓଡ଼ିଶା

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି। ସମାୋହରେ ପିସିସି ସଭାପତି ଭକ୍ତ ଦାସ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବୀରପ୍ପା ମୋଇଲି, ରାଜ୍ୟସଭା ସଦସ୍ୟ ରଣଦୀପ ସୁର୍ଜେୱାଲା, କୋରାପୁଟ ସାଂସଦ ସପ୍ତଗିରି ଉଳ୍ଲାକା, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଓଡ଼ିଶା କଂଗ୍ରେସ […]

ଓଡ଼ିଶା

ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତାମୂଳକ ନୁହେଁ: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବଶ୍ୟକତା ନାହିଁ । ଚଳିତମାସରେ ସମସ୍ତ ଆରଟିଓକୁ ପର୍ଯ୍ୟାପ୍ତ ପରିମାଣର ଗ୍ରୀନ ଷ୍ଟିକର ଦିଆଯିବ । ସେପଟେ, ନଭେମ୍ବର ୧୦ରୁ ସବୁଜ ଷ୍ଟିକର […]

ଓଡ଼ିଶା

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାମିଲ ହେଲା OAS, ORS

ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ ୧୧୩ଟି ORS ପଦବୀକୁ ସାମିଲ କରି ସାନି ବିଜ୍ଞପ୍ତି ଜାରି ହୋଇଛି। ଯେଉଁଥିରେ ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ପଦବୀ ଏବଂ ଓଡିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ସାମିଲ୍‌ ପାଇଁ […]

ଓଡ଼ିଶା

ରୁପାଲି ଛକରେ ‘ଆମ ବସ୍‌’ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର: ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ପଛପଟେ ଆସି ଧକ୍କା ଦେଇଥିଲା ଆମ ବସ୍ । ଅଟୋରେ ମୋଟ ୩ ଜଣ ଥିଲେ । ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ମହିଳା ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି ।  ଦୁର୍ଘଟଣା ଘଟାଇଥିବା ବସଟି ରୁଟ୍ ନମ୍ବର -୩୨ […]

ଓଡ଼ିଶା

ବିଜେପି ନେତାଙ୍କ ଦାଦାଗିରି, ଚାମ୍ଵରରେ ପଶି ମହିଳା ବିଡିଓଙ୍କୁ ଆକ୍ରମଣ ଉଦ୍ୟମ

କେନ୍ଦ୍ରାପଡ଼ା: ବିଡିଓଙ୍କ ଚାମ୍ଵରରେ ଦବଙ୍ଗଗିରି। ମହିଳା ବିଡିଓଙ୍କୁ ଘେରିଗଲେ, ଲାପଟପ୍ ଉଠାଇ ମାରିବାକୁ ଉଦ୍ୟମ କଲେ। ଶୁକ୍ରବାର ଦିନ ୧୨ଟା ବେଳେ କେନ୍ଦ୍ରାପଡ଼ା ରାଜନଗର ବ୍ଲକର ବିଡିଓଙ୍କ ଉପରକୁ ଆକ୍ରମଣ ହୋଇଛି। ଜଣେ ସ୍ଥାନୀୟ ନେତାଙ୍କ ସହିତ ୩୦ ରୁ ଉର୍ଦ୍ଧ୍ଵ ସମର୍ଥକ ବିଡିଓ ତିଳୋତମା ପୃଷ୍ଟିଙ୍କ ଚାମ୍ଵରରେ ପଶି ସଙ୍ଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣ ବେଳର ସମସ୍ତ ଘଟଣା ସିସିଟିଭିରେ କଏଦ ହୋଇଛି। ଅନ୍ୟପଟେ ଏହି ଘଟଣାକୁ ନିନ୍ଦା କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି। […]

ଓଡ଼ିଶା

ପ୍ରତି ଘରେ ଲାଗିବ ସ୍ମାର୍ଟ ମିଟର, କ୍ୟାବିନେଟ୍ ନିଷ୍ପତ୍ତି ପରେ ଆସିଲା ଶକ୍ତି ବିଭାଗର ଗାଇଡ୍‌ଲାଇନ୍

ଭୁବନେଶ୍ୱର: ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଗାଇଡଲାଇନ ଆଣିଲା ଶକ୍ତି ବିଭାଗ। ଏନେଇ ରାଜ୍ୟ ସରକାର ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ୱାଟ ପର୍ଯ୍ୟନ୍ତ ଥିବା ୮ ଲକ୍ଷ ୭୫ ହଜାର ମିଟରକୁ ବଦଳାଇ ସ୍ମାର୍ଟ ମିଟର ଲଗାଯିବ। ଏହି ବାବଦକୁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା। ସେହିପରି ୨ ଲକ୍ଷ ୭୮ ହଜାର ୧୦୦ ଉପଭୋକ୍ତା ନୂଆ […]

ଓଡ଼ିଶା

ଜାନୁଆରୀ ପହିଲାରୁ ପୂର୍ବତଟ ରେଳପଥର ନୂଆ ସମୟ ସାରଣୀ ଲାଗୁ

ଭୁବନେଶ୍ୱର: ନୂଆବର୍ଷରେ ବଦଳିଲା ଟ୍ରେନ୍‌ର ସମୟ ସାରଣୀ। ୨୦୨୬ ଜାନୁଆରୀ ୧ରୁ ନୂତନ ସମୟ ସାରଣୀ ଜାରି କରିଛି ପୂର୍ବ ତଟ ରେଳପଥ। ସଂଶୋଧିତ ସମୟସାରଣୀରେ ନୂତନ ଟ୍ରେନ ପ୍ରଚଳନ, ବିଦ୍ୟମାନ ସେବାର ସମ୍ପ୍ରସାରଣ, ଟ୍ରେନ ଚଳାଚଳର ଫ୍ରିକ୍ୱେନ୍ସି ବୃଦ୍ଧି, ଅତିରିକ୍ତ ଷ୍ଟପେଜ୍, ଟ୍ରେନର ଗତି ବୃଦ୍ଧି ଏବଂ କାର୍ଯ୍ୟକ୍ଷମତା ଏବଂ ଯାତ୍ରୀ ସୁବିଧାକୁ ଉନ୍ନତ କରିବା ପାଇଁ ସମୟସାରଣୀର ପରିବର୍ତ୍ତନ ସମେତ ଅନେକ ଯାତ୍ରୀ ଅନୁକୂଳ ପଦକ୍ଷେପ ଅନ୍ତର୍ଭୁକ୍ତ କରାଯାଇଛି। ନୂତନ ସମୟସାରଣୀ ପରବର୍ତ୍ତୀ ସମୟସାରଣୀ […]

ଜାତୀୟ

ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଲେ ବେଲୁଚ୍ ନେତା

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଚିଠି ଲେଖିଛନ୍ତି ବେଲୁଚ୍ ନେତା । ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଥିବା ସେ ଚିଠିରେ ଦାବି କରିଛନ୍ତି । ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପାକିସ୍ତାନର ବେଲୁଚିସ୍ତାନ ନେତା ମୀର ୟାର ବାଲୁଚ୍ ଚିଠି ଲେଖିଛନ୍ତି । ଚିଠି ମାଧ୍ୟମରେ ସତର୍କ କରାଇ ଦେଇଛନ୍ତି ଆଗାମୀ କିଛି ମାସ ମଧ୍ୟରେ ଚୀନ୍ ବେଲୁଚିସ୍ତାନରେ ସାମରିକ ବାହିନୀ ମୁତୟନ କରିବାକୁ ଯାଉଛି । ନୂଆବର୍ଷରେ ମୀର […]

ଜାତୀୟ

ସେନା ଶିବିରରେ ଅଗ୍ନିକାଣ୍ଡ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଜୋଶୀମଠରେ ଏକ ସେନା ଶିବିର ଭିତରେ ଥିବା ଏକ ଦୋକାନରେ ହଠାତ୍ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ସମ୍ପୂର୍ଣ୍ଣ ଦୋକାନଟି ଜଳିଯାଇଥିଲା । ସେନା କର୍ମଚାରୀମାନେ ନିଆଁ ଲିଭାଇବା ପାଇଁ ପ୍ରୟାସ କରୁଛନ୍ତି । ଶିବିରର ଷ୍ଟୋରେଜ୍ ଅଞ୍ଚଳରେ ଅପରାହ୍ନ ପ୍ରାୟ ୨ଟା ସମୟରେ ନିଆଁ ଲାଗିଥିଲା । ସ୍ପାର୍କିଂ ଯୋଗୁଁ ନିଆଁ ଲାଗିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣା ପଡିଛି । ଅଗ୍ନିକାଣ୍ଡ ପରେ ନିଆଁ ଦ୍ରୁତ ଗତିରେ ବ୍ୟାପିଥିଲା । ସେଠାରେ […]

ଜାତୀୟ

ସ୍ବିଜରଲାଣ୍ଡ ସ୍କି ରିସର୍ଟ ଅଗ୍ନିକାଣ୍ଡରେ ୪୭ ମୃତ: ୫ଦିନ ରାଷ୍ଟ୍ରୀୟ ଶୋକ ପାଳନ

ଜେନିଭା: ନୂଆବର୍ଷ ପାଳନ ସମୟରେ ସ୍ବିଜରଲାଣ୍ଡର କ୍ରାନ୍ସ ମଣ୍ଟାନା ସହରରେ ଏକ ସ୍କି ରିସର୍ଟ ବାର୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୪୭ଜଣ ଲୋକ ପ୍ରାଣ ହରାଇଛନ୍ତି। ୧୦୦ରୁ ଅଧିକ ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଏହା ଏକ ଦୁର୍ଘଟଣା ଏବଂ ଏହାପଛରେ ଆତଙ୍କବାଦୀ ସଂଗଠନର କୌଣସି ହାତ ନାହିଁ ବୋଲି ସ୍ବିଜରଲାଣ୍ଡ ପୁଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଘଟଣା ପାଇଁ ସ୍ବିଜରଲାଣ୍ଡରେ ୫ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ କୁହାଯାଇଛି […]

LOKA SAMACHAR @2026. All Rights Reserved || Developed By CBSPL