ଆସନ୍ତାକାଲି ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍
ଭୁବନେଶ୍ୱର: ଆସନ୍ତକାଲି ଅର୍ଥାତ ଜାନୁଆରୀ ୩ତାରିଖ ଦିନ ପୌଷ ପୂର୍ଣ୍ଣମୀରେ ଦେଖାଯିବ ସୁପରମୁନ୍ । ପୂର୍ଣ୍ଣମୀ ସମୟରେ ଚନ୍ଦ୍ର ପ୍ରାୟ ୩ଲକ୍ଷ ୬୨ହଜାର କିମି ନିକଟରେ ରହିବ ଓ ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୧୪ପ୍ରତିଶତ ବଡ ସହ ୩୦ପ୍ରତିଶତ ଉଜ୍ୱଳ ଦେଖାଯିବ । ୨୦୨୬ ମସିହାରେ ଦ୍ୱିତୀୟ ସୁପରମୁନ୍ ନଭେମ୍ବର ୨୪ ଓ ଶେଷ ସୁପରମୁନ୍ ଡିସେମ୍ବର ୨୩ରେ ଦେଖାଯିବ । ଚଳିତ ବର୍ଷ ତିନି ଥର ସୁପରମୁନ୍ ଦେଖିବାକୁ ମିଳିବ । […]













