ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ୱ: ଦେଓରଞ୍ଜନ ସିଂହ ଉନ୍ନୟନ କମିଶନର, ରାଜେଶ ପ୍ରଭାକର ପାଟିଲ ଏସଆରସି
ଭୁବନେଶ୍ୱର: ନୂଆବର୍ଷର ପ୍ରଥମ ଦିନରେ ହିଁ ସରକାର ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେବା ପରେ ଉନ୍ନୟନ କମିଶନର ଭାବେ ୧୯୯୩ ବ୍ୟାଚର ବରିଷ୍ଠ ପ୍ରଶାସକ ଦେଓରଞ୍ଜନ କୁମାର ସିଂହଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ସେହିପରି ବରିଷ୍ଠ ସତ୍ୟବ୍ରତ ସାହୁଙ୍କୁ ବୋର୍ଡ ଅଫ୍ ରେଭେନ୍ୟୁ ସଦସ୍ୟ ନିଯୁକ୍ତ କରାଯାଇଛି । ରାଜ୍ୟ ସରକାରଙ୍କ ଶିଳ୍ପ ସଚିବ ଥିବା ୧୯୯୫ ବ୍ୟାଚର ବରିଷ୍ଠ ଆଇଏଏସ ଅଫିସର […]













