ଓଡ଼ିଶା

ଫେରିଗଲେ ମୁଖ୍ୟ ନିର୍ବାଚନ କମିଶନର: ବୁଥ୍‌ ସ୍ତରୀୟ ବୈଠକ ସ୍ଥଗିତ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଦିଲ୍ଲୀ ଫେରି ଯାଇଛନ୍ତି । ପିତାଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଶୁଣିବା ପରେ ସେ ତୁରନ୍ତ ଦିଲ୍ଲୀ ଫେରି ଯାଇଛନ୍ତି । ଫଳରେ ଆଜି ହେବାକୁ ଥିବା ତୃତୀୟ ଦିନର ବୁଥ୍‌ ସ୍ତରୀୟ ଅଧିକାରୀଙ୍କ ସହ ବୈଠକ ସମେତ ଅନ୍ୟ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଜରୁରୀକାଳୀନ ପରିସ୍ଥିତିରେ ରବିବାର ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯାଇଛନ୍ତି । ଜରୁରୀକାଳୀନ ଭିତ୍ତିରେ ପ୍ରତ୍ୟାବର୍ତ୍ତନ କରୁଥିବା ହେତୁ ଦୁଃଖପ୍ରକାଶ […]

ଓଡ଼ିଶା

ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ

କୋରାପୁଟ: ଜିଲା କୋଟପାଡ଼ ଥାନା ଅନ୍ତର୍ଗତ ବଣ୍ଡାଗୁଡ଼ାରେ ସୋମବାର ଏକ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଏକ ଘରେ ଦୁଇ ଜଣ ବ୍ୟକ୍ତି ଏହି ନକଲି ମଦ କାରଖାନା ଚଳାଉଥିଲେ। ବିଭିନ୍ନ ରସାୟନିକ ସାମଗ୍ରୀ ମିଶ୍ରଣ କରି ନାମୀଦାମୀ ବ୍ରାଣ୍ଡର ମଦ ପ୍ରସ୍ତୁତ କରି ବାହାରକୁ ଚାଲାଣ କରୁଥିଲେ। ଏ ନେଇ ଖବରପାଇ କୋରାପୁଟ ଅବକାରୀ ବିଭାଗ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ସେଠାରୁ ବିପୁଳ ପରିମାଣର ନକଲି ମଦ ଜବତ […]

ଓଡ଼ିଶା

୪ଦଫା ଦାବିରେ ଟାଟା ପାୱର ଅଫିସ ଘେରାଉ କଲା କଂଗ୍ରେସ

ଭୁବନେଶ୍ୱର: ରାଜଧାନୀରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀ ଓ ନେତାଙ୍କ ପକ୍ଷରୁ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନେ ଆନ୍ଦୋଳନରେ ସାମିଲ ହୋଇ ୪ଦଫା ଦାବିରେ ଟାଟା ପାୱର ଅଫିସକୁ ଘେରାଉ କରିଛନ୍ତି । ଚାଷୀଙ୍କୁ ସଂପୂର୍ଣ୍ଣ ମାଗଣା ବିଜୁଳୀ, ସାଧାରଣ ଜନତାଙ୍କୁ ୩୦୦ ୟୁନିଟ୍‌ ମାଗଣା ବିଜୁଳୀ, ସ୍ମାର୍ଟ ମିଟର ଉଚ୍ଛେଦ, ଅତିରିକ୍ତ ସିକ୍ୟୁରିଟି ଜମା ବନ୍ଦ କରିବାକୁ […]

ଓଡ଼ିଶା

ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

ସମ୍ବଲପୁର : ବୀର ମାଟି କୁଦୋପାଲିରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ।  ତ୍ରିରଙ୍ଗା ଯାତ୍ରା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସିନ୍ଦୁରପଙ୍କ ଛକ ନିକଟରେ ଏକ ସହିଦ ଗେଟକୁ ଉଦଘାଟନ କରିଥିଲେ  l  ଏହାପରେ ଏକ ଆଦର୍ଶ ଅଙ୍ଗନବାଡି କେନ୍ଦ୍ରକୁ ମଧ୍ୟ ଉଦଘାଟନ କରିଥିଲେ  l  ଅଙ୍ଗନବାଡିରେ ଛୁଆ ମାନଙ୍କୁ ଫଳ ବଣ୍ଟନ କରିଥିଲେ  l  ଏହାପରେ କୁଦୋପାଲି ପ୍ରାଇମେରୀ ସ୍କୁଲରୁ ତ୍ରିରଙ୍ଗା ପଦଯାତ୍ରା କରାଯାଇଥିଲା ।  ଆସନ୍ତାକାଲି ପାଳନ ହେବାକୁ ଥିବା ସହିଦ […]

ଓଡ଼ିଶା

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ଉତ୍ତେଜନା

ନୟାଗଡ : ପ୍ରସୂତୀଙ୍କ ମୃତ୍ଯୁକୁ ନେଇ ଉତ୍ତେଜନା । ନୟାଗଡ ସହରର ଏକ ଘରୋଇ ହସ୍ପିଟାଲରେ ଉତ୍ତେଜନା । ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର । ଗତକାଲି ବୋଦସା ଗାଁର ସୁନିଆ ନାୟକ ନାମକ ପ୍ରସୂତି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।  ଅପରାହ୍ନ ୨ଟା ବେଳେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ ।  ପରେ ରାତି ୯ଟାରେ ସୁନିଆଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇଥିଲା । ଡାକ୍ତରଙ୍କୁ ଡାକିବା ପରେ ଆସିନଥିବା […]

ଓଡ଼ିଶା

୨୦୨୬ ରଥଯାତ୍ରା ଲାଗି ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି। ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ଭୋଇସର୍ଦ୍ଦାର ରବିଭୋଇ ଓ ଅମିନ ଲକ୍ଷ୍ମଣ ମହାପାତ୍ର ପ୍ରମୁଖ ତିନିଜଣ ନୟାଗଡ ବନଖଣ୍ଡ ଅନ୍ତର୍ଗତ ବଡମୂଳସ୍ଥିତ ବଡରାଉଳ ଠାକୁରାଣୀଙ୍କୁ ନିମନ୍ତ୍ରଣ ଲାଗି ଯାତ୍ରା କରିଛନ୍ତି […]

ଓଡ଼ିଶା

ପୋଲିସ SI ପରୀକ୍ଷା ଘୋଟାଲା: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ଭୁବନେଶ୍ୱର : ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ […]

ଓଡ଼ିଶା

ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ

ବାରଙ୍ଗ : ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା । ଲୋକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡୀ । ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼ ଉପରେ ଆଡ୍ଡା ଜମାଇଥିଲେ ଦୁଇ ଟସ୍କର ବା ବଡ଼ ଦନ୍ତାହାତୀ । ହାତୀ ଦୁଇଟି ପୁଣି ଭରତପୁର ରିଜର୍ଭ ଜଙ୍ଗଲ ମଧ୍ୟକୁ ଫେରିଯାଇଛନ୍ତି । ଦନ୍ତାହାତୀଙ୍କୁ ନେଇ ଭୟଭୀତ ହୋଇପଡ଼ିଥିଲେ ଅଞ୍ଚଳବାସୀ । ଗତ ଶନିବାର […]

ଓଡ଼ିଶା

କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ବଢ଼ିଲା କଳାକାର ମାସିକ ଭତ୍ତା ।  କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର ।  ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।  ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।   ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ମାସକୁ ୩୫୦୦ ଟଙ୍କାକୁ ବୃଦ୍ଧି ହୋଇଛି ।  କେନ୍ଦୁଝରରେ ଏ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  […]

ଓଡ଼ିଶା

୬୬ ବର୍ଷରେ ପଦାର୍ପଣ କଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ୬୬ ବର୍ଷରେ ପଦାର୍ପଣ କରିଛି ଓଡ଼ିଶାର ଗର୍ବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ୧୯୬୦ ମସିହା ଡିସେମ୍ବର ୨୯ ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣି ଉଦ୍ୟାନ । ଏହି ଅବସରରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ସାମିଲ ହୋଇ ଏହି ଦିନକୁ ଅବିସ୍ମରଣୀୟ କରିବା ପାଇଁ ବ୍ୟାପକ ଯୋଜନାର ଶୁଭାରମ୍ଭ କରିଛନ୍ତି । ଚିଡ଼ିଆଖାନାରେ ଅନେକ ନୂତନ ପ୍ରାଣୀ ଖୁଆଡ […]

LOKA SAMACHAR @2026. All Rights Reserved || Developed By CBSPL