୧୦୦୦ ପାର୍ ହେଲା ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା
କାଠମାଣ୍ଡୁ:ନେପାଳରେ ଭୟାବହ ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ମୃତ୍ୟୁସଂଖ୍ୟା ୧ ହଜାର ପାର୍ କରିଛି। ନେପାଳରେ ୯୮୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପଡ଼ୋଶୀ ଚୀନ୍ରେ ମଧ୍ୟ ୧୬ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଫଳରେ ଦୁଇ ଦେଶରେ ମୋଟ ମୃତ୍ୟୁସଂଖ୍ୟା ୧ ହଜାର ୩ ଜଣରେ ପହଞ୍ଚିଛି। ନେପାଳ ବିପର୍ଯ୍ୟୟ ବିଭାଗର ସୂଚନା ଅନୁଯାୟୀ, ଏହି ବିପର୍ଯ୍ୟୟରେ ଏବେ ବି ୩୯୧୬ ଜଣ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ୫୮୩ ଜଣ ବିଦେଶୀ ନାଗରିକ ରହିଥିବା ଜଣାପଡ଼ିଛି। ବନ୍ୟା ଓ ଭୂସ୍ଖଳନ […]














