ଓଡ଼ିଶା

ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ। ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ […]

ଜାତୀୟ

ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ

ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G ବିଲ୍ । ବିରୋଧୀଙ୍କ ଦୃଢ଼ ପ୍ରତିବାଦ ଭିତର ଲୋକସଭାରେ ପାସ୍ ହୋଇଛି ବିଲ୍ । ଏପରିକି ଏହି ବିଲ୍ ପ୍ରତ୍ୟାହାର କରିବାକୁ ଦୃଢ଼ ଦାବି କରିଥିଲେ ବିରୋଧୀ । ମହାତ୍ମାଗାନ୍ଧୀଙ୍କୁ ଏହା ଅସମ୍ମାନ ବୋଲି […]

ଜାତୀୟ

ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ, ଏୟାର ଇଣ୍ଡିଆର ଟ୍ରାଭେଲ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ ଦୃଶ୍ୟମାନ ଦୂର ହ୍ରାସ ଯୋଗୁ ବିମାନ ଚଳାଚଳ ପ୍ରଭାବିତ ହୋଇପାରେ । ଏଥିପାଇଁ ବିମାନ ଉଡ଼ାଣ ବିଳମ୍ବିତ ଆଶଙ୍କା ରହିଛି । ତେଣୁ ଯାତ୍ରୀଙ୍କ ଲାଗି ଟ୍ରାଭେଲ ଆଡଭାଇଜରୀ ଜାରି କରିଛି ଏୟାର ଇଣ୍ଡିଆ […]

ଓଡ଼ିଶା ଜାତୀୟ

ଜଷ୍ଟିସ ସଙ୍ଗମ ସାହୁଙ୍କୁ ପଦୋନ୍ନତି ସୁପାରିସ କଲେ ସୁପ୍ରିମକୋର୍ଟ କଲେଜିଅମ

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ପଦୋନ୍ନତି ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ କଲେଜିଅମ। ଗୁରୁବାର ଅନୁଷ୍ଠିତ କଲେଜିଅମ ବୈଠକରେ ଏହି ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କୁ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କ ବ୍ୟତୀତ ଅନ୍ୟ ୪ ଜଣ ବିଚାରପତିଙ୍କ ନାମକୁ ମଧ୍ୟ ପଦୋନ୍ନତି ପାଇଁ ସୁପାରିସ କରାଯାଇଛି। ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ମନୋଜ କୁମାର ଗୁପ୍ତାଙ୍କ ନାମକୁ ଉତ୍ତରାଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି […]

ଜାତୀୟ

ଓମାନରେ ସର୍ବୋଚ୍ଚ ପୁରସ୍କାର ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓମାନରେ ପହଞ୍ଚିଛନ୍ତି। ଏହି ଅବସରରେ ତାଙ୍କୁ ଓମାନ ତରଫରୁ ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ନାନିତ କରାଯାଇଛି। ଏହି ଗସ୍ତ ସମୟରେ ଭାରତ ଏବଂ ଓମାନ ମଧ୍ୟରେ ଏକ ବାଣିଜ୍ୟିକ ରାଜିନାମା ସ୍ବାକ୍ଷରିତ ହୋଇଛି। ଏହି ରାଜନାମା ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବ। ପ୍ରଧାନମନ୍ତ୍ରୀ ପ୍ରଥମେ ଜୋର୍ଡାନ ଗସ୍ତ କରିଥିଲେ। ସେଠାରୁ ଇଥିଓପିଆ ଯାଇଥିଲେ। ଗୁରୁ ଗସ୍ତର ଶେଷ ଦିବସରେ ପ୍ରଧାନମନ୍ତ୍ରୀ ଓମାନରେ […]

ଜାତୀୟ

ବମ୍ବେ ହାଇକୋର୍ଟକୁ ବୋମା ଧମକ

ବମ୍ବେ: ବମ୍ବେ ଉଚ୍ଚ ଅଦାଲତକୁ ବୋମା ଧମକ ଦିଅଯାଇଛି । ଫଳସ୍ଵରୂପ ନ୍ୟାୟଳୟ ପରିସରରେ ଆତଙ୍କ ସୃଷ୍ଟି ହୋଇଛି । ସୁରକ୍ଷା ଦୃଷ୍ଟିରୁ ମୁମ୍ବଇର ବାନ୍ଦ୍ରା ଏବଂ ଏସ୍ପ୍ଲାନେଡ୍ ଅଦାଲତ ସମେତ ଅନ୍ୟ ଅଦାଲତକୁ ଖାଲି କରିଦିଆଯାଇଛି । ସୂଚନା ଅନୁସାରେ ଦକ୍ଷିଣ ମୁମ୍ବଇର ଫୋର୍ଟ ଅଞ୍ଚଳରେ ଅବସ୍ଥିତ ବମ୍ବେ ଉଚ୍ଚ ଅଦାଲତକୁ ଇ-ମେଲ୍ ଯୋଗେ ବୋମା ଧମକ ଦିଆ ଯାଇଛି । ଯାହା ପରେ ଅଦାଲତ ପରିସରରେ ଆତଙ୍କ ଖେଳି ଯାଇଥିଲା । ଅଦାଲତ ପରିସର […]

ଜାତୀୟ

ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ

ନୂଆଦିଲ୍ଲୀ : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ବୁଧବାର ରାତିରେ ନୋଏଡାସ୍ଥିତ ତାଙ୍କ ଘରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ ହାତର ଯାଦୁଗରୀ ଏମିତି ଥିଲା ଯେ, ତାଙ୍କ ଦ୍ୱାରା ଜୀବନ ହେଇ ଉଠୁଥିଲା ପଥର । […]

ଜାତୀୟ

ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗାଡ଼ିରେ ତେଲ ପକାଇପାରିବେ ନାହିଁ ଦିଲ୍ଲୀବାସୀ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏହି କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ଏହା ବ୍ୟତୀତ, କେବଳ BS-VI ଅନୁପାଳନକାରୀ ଯାନଗୁଡ଼ିକୁ ଦିଲ୍ଲୀରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ । କେବଳ ଆମ୍ବୁଲାନ୍ସ, ଅଗ୍ନିଶମ ଓ ପୋଲିସ ବିଭାଗର ଗାଡିକୁ ମିଳିବ ରିହାତି […]

ଓଡ଼ିଶା

ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡା : ଏମିତି ବି ଆସେ ମୃତ୍ୟୁ l ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ  l ଏମିତି ଅଘଟଣ ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମହାସିଙ୍ଗ ପଂଚାୟତର ଗୋଛାପଡା ଗାଁରେ l ଅମୃତ ଭଣ୍ଡାଟିର ଓଜନ ଥିଲା ସାତ କେଜି ଛଅ ଶହ ଦଶ ଗ୍ରାମ l ଏହି ଅମୃତ ଭଣ୍ଡାଟି ମହିଳାଙ୍କ ଛାତିରେ ପଡିଥିଲା  l  ଫଳରେ ଦୁର୍ଘଟଣା ସ୍ଥାନରେ ଚାଲିଯାଇଛି ମହିଳାଙ୍କ ଜୀବନ  l  ଗଛରୁ ଅମୃତ ଭଣ୍ଡା ତୋଳୁଥିବା ବେଳେ […]

ଓଡ଼ିଶା

ସିରିଜ ଦୁର୍ଘଟଣା: ୨୦ ଗୁରୁତର

କେନ୍ଦୁଝର: ସିରିଜ ଦୁର୍ଘଟଣାରେ ୨୦ ଗୁରୁତର ଆହତ। କେନ୍ଦୁଝର ଜିଲା କୋଳିମାଟି ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଘଟିଛି ଏହି ଦୁର୍ଘଟଣା। ଏକ ଟୁରିଷ୍ଟ ବସ ଏବଂ କାରକୁ ଗୋଟିଏ ଲୁହାପଥର ବୋଝେଇ ଟ୍ରକ ଧକ୍କା ଦେବାରୁ ଏହି ସିରିଜ ଦୁର୍ଘଟଣା ଘଟିଥିଲା। ସୂଚନା ଅନୁସାରେ, ପୁରୁ ରାମଚଣ୍ଡୀ ଅଞ୍ଚଳରୁ ଏକ ଟୁରିଷ୍ଟ ବସ ଘଟଗାଁ ଯାଉଥିଲା। କୋଳିମାଟି ନିକଟରେ ଏକ ଲୁହାପଥର ବୋଝେଇ ଟ୍ରକ ଉକ୍ତ ଟୁରିଷ୍ଟ ବସ ଏବଂ ଅନ୍ୟ ଏକ […]

LOKA SAMACHAR @2026. All Rights Reserved || Developed By CBSPL