ଓଡ଼ିଶା

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର: ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର। ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି। ଏହା ମଧ୍ୟରୁ ଗୋଟିଏ ଲେନ୍‌ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ। ସର୍ଭିସ୍ ରୋଡକୁ ପ୍ରଶସ୍ତ କରାଯିବ। ଯେଉଁଠି ଆବଶ୍ୟକ ପଡିବ, ଡ୍ରେନ୍ ଘୁଞ୍ଚିବ ଓ ଜମି ଅଧିଗ୍ରହଣ ବି ହେବ। ଏମିତି ଯୋଜନା କରିଛନ୍ତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର। […]

ଓଡ଼ିଶା

୨୦ ହଜାର ଟଙ୍କାରେ କରିପାରିବେ ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍

ଭୁବନେଶ୍ୱର: ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ। ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି। ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି। ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ ମାଲିକାନା ସେଠାକାର ବାସଗୃହ କ୍ରେତାଙ୍କ ହାତକୁ ଯିବ। ଏଥିସହ ସହଜ ହେଲା ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍। ମାତ୍ର ୨୦ ହଜାର ଟଙ୍କାରେ ରେଜିଷ୍ଟ୍ରେସନ୍ ହେବ ରିଅଲ ଇଷ୍ଟେଟ ପ୍ରକଳ୍ପର […]

ଓଡ଼ିଶା

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି : ଟଳିପଡିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଅପରେସନରେ ସାମିଲ ହୋଇଛନ୍ତି DRG ଯବାନ । ଏବେବି ଗୁଳି ବିନିମୟ ଜାରି ରହିଛି ।

ଜାତୀୟ

ଲୋକସଭାରେ ତିନିଦିନ ଉପସ୍ଥିତ ପାଇଁ କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି

ନୂଆଦିଲ୍ଲୀ: କଂଗ୍ରେସ ଲୋକସଭାରେ ଏକ ସଚେତନ ଜାରି କରିଛି । ଦଳର ସାଂସଦମାନଙ୍କୁ ଆଗାମୀ ତିନି ଦିନ ପାଇଁ ନିମ୍ନ ସଦନରେ ଉପସ୍ଥିତ ରହିବାକୁ ବାଧ୍ୟତାମୂଳକ କରିଛି । କାରଣ ଭିବି-ଜି ରାମ୍ ଜି ଭଳି ଗୁରୁତ୍ୱପୂର୍ଣ୍ଣ ଆଇନ ଏବଂ ଭାରତର ବେସାମରିକ ପରମାଣୁ କ୍ଷେତ୍ରକୁ ପରିଚାଳନା କରୁଥିବା ଆଇନଗୁଡ଼ିକର ସଂଶୋଧନ ପାଇଁ ଏକ ନୂତନ ବିଲ୍ ବିଚାର ଏବଂ ପାରିତ ହେବା ସମ୍ଭାବନା ରହିଛି । ଘରୋଇ ଅଂଶଗ୍ରହଣ ପାଇଁ ବେସାମରିକ ପରମାଣୁ ଶକ୍ତି କ୍ଷେତ୍ରକୁ ଖୋଲିବା […]

ଜାତୀୟ

ଇଥିଓପିଆ ସଂସଦକୁ ସମ୍ବୋଦକ କଲେ ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଇଥିଓପିଆ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀ । ଆଜି ଏହି ଅବସରରେ ଇଥିଓପିଆ ସଂସଦକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦୀ କହିଛନ୍ତି ଯେ ଏହା ମୋ ପାଇଁ ଗର୍ବର ବିଷୟ କି ଲୋକତନ୍ତ୍ରର ମହିନ୍ଦରକୁ ଆସିଛି । ବନ୍ଧୁତାର ନୂଆ ଅଧ୍ୟାୟ ଲେଖୁଛନ୍ତି ଭାରତ ଓ ଇଥିଓପିଆ । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ମନ ମିଶିଲେ ପର୍ବତ ଆପେ ଆପେ ରାସ୍ତା ଦେଖାଏ । ଇଥିଓପିଆ ସିଂହଙ୍କ ଦେଖ ମୁଁ ଏଠାକୁ ଆସି […]

ଜାତୀୟ

ଭାରତୀୟ ସେନାକୁ ମିଳିଲା ଶେଷ ଆପାଚେ ହେଲିକପ୍ଟର, ଖୁବ୍ ଶୀଘ୍ର ଯୋଧପୁର ୪୫୧ ଆର୍ମି ଏଭିଏସନ୍ ସ୍କ୍ବାଡ୍ରନରେ ହେବ ମୁତୟନ

ନୂଆଦିଲ୍ଲୀ: ଭାରତୀୟ ସେନାକୁ ବଳକା ତିନୋଟି ବୋଇଂ ଆପାଚେ ଆକ୍ରମଣକାରୀ (ଏଏଚ୬୪ଇ) ହେଲିକପ୍ଟର ମିଳିଛି । ଖୁବ୍ ଶୀଘ୍ର ହେଲିକପ୍ଟରଟି ଯୋଧପୁର ସ୍ଥିତ ସେନାର ୪୫୧ ଆର୍ମି ଏଭିଏସନ୍ ସ୍କ୍ବାଡ୍ରନ୍ ସହିତ ଯୋଗଦେବ ବୋଲି ସୂଚନା ମିଳିଛି । ସେନା ସୂଚନା ଅନୁଯାୟୀ, ଆଗାମୀ ଦିନରେ ସମାବେଶ, ମିଳିତ ଯାଞ୍ଚ ଏବଂ ଅନ୍ୟାନ୍ୟ ଔପଚାରିକତା ସମାପ୍ତ ହେବା ପରେ ହେଲିକପ୍ଟରଗୁଡ଼ିକୁ ଯୋଧପୁରରେ ମୁତୟନ କରାଯିବ । ଆଣ୍ଟୋନୋଭ ଏଏନ-୧୨୪ ବିମାନରେ ହେଲିକପ୍ଟରଗୁଡ଼ିକୁ ଭାରତ ଅଣାଯାଇଥିଲା । ଭାରତ ପୂର୍ବରୁ […]

ଜାତୀୟ

ବେଙ୍ଗାଳୁରୁରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ

ବେଙ୍ଗାଲୁରୁ: ପୁଣି ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ । କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ । ବିଦ୍ୟୁତ ସଂସ୍ପର୍ଶରେ ଆସି ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । କିନ୍ତୁ ସୁରକ୍ଷା ବ୍ୟବସ୍ଥା କାହିଁକି ନଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରବାସୀ ଓଡ଼ିଆ ସଂଗଠକ ତଥା ସମ୍ପର୍କୀୟ । ତେବେ ବେଙ୍ଗାଳୁରୁରେ ଘଟିଛି ଏଭଳି ବଡ଼ ଅଘଟଣ । ପେଣ୍ଟର ଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ କାର୍ଯ୍ୟରତ ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ […]

ଜାତୀୟ

ଶିଳ୍ପା ସେଟ୍ଟୀଙ୍କ ପବରେ ଆୟକର ବିଭାଗର ଚଢ଼ାଉ

ବେଙ୍ଗାଲୁରୁ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି ପବ୍ ବିରୋଧରେ ପୋଲିସ ସ୍ୱତଃପ୍ରବୃତ୍ତ ଭାବେ ମାମଲା ରୁଜୁ କରିଛି । ସୂଚନା ଅନୁଯାୟୀ ଡିସେମ୍ବର ୧୧ ​​ତାରିଖ ଦିନ ବିଲମ୍ବିତ ରାତିରେ ଶିଳ୍ପା ସେଟ୍ଟୀଙ୍କ ପବରେ କୌଣସି କାରଣରୁ ଧସ୍ତାଧସ୍ତି ଭଳି ପରିସ୍ଥିତି […]

ଜାତୀୟ

ପୁଣି ୧୦ ସ୍କୁଲକୁ ବୋମା ଧମକ, ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ ଏକ ଇମେଲ ଆଇଡିରୁ ଧମକପୂର୍ଣ୍ଣ ମେଲ ଆସିଥିଲା । ମେଲ ସମ୍ପର୍କରେ ସୂଚନା ପାଇ ପୋଲିସକୁ ଜଣାଇଥିଲେ ସ୍କୁଲ ପ୍ରଶାସନ। ଏହାପରେ ଧମକ ମିଳିଥିବା ସମସ୍ତ ସ୍କୁଲରେ ଛୁଟି ଘୋଷଣା କରାଯାଇଥିଲା । ଘଟଣାସ୍ଥଳରେ […]

ଜାତୀୟ

କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ କରିବେ । ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ ବାୟୂ ପ୍ରଦ୍ୟୁଷଣ ବଢ଼ିଚାଲିଛି । ପୂର୍ବରୁ ଅନଲାଇନରେ ନର୍ସରୀରୁ ପଞ୍ଚମ ଶ୍ରେଣୀ […]

LOKA SAMACHAR @2026. All Rights Reserved || Developed By CBSPL