ଓଡ଼ିଶା

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ। ଲୋକଭବନ ହେଉଛି ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟ I ଇଣ୍ଡିଆନ୍ ଗ୍ରୀନ୍ ବିଲ୍ଡିଂ କାଉନସିଲ୍ IGBC ପକ୍ଷରୁ ଲୋକଭବନକୁ ୧୦୦ରୁ ୮୮ ସ୍କୋର ସହ ଏହି ସମ୍ମାନଜନକ ସାର୍ଟିଫିକେସନ୍ ପ୍ରଦାନ କରାଯାଇଛି। ନବୀକରଣୀୟ […]

ଓଡ଼ିଶା

ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ବଳପୂର୍ବକ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏଥିପାଇଁ ପୋଲିସ ଏବେଠୁ ସର୍ତକ ହୋଇଛି । ବଳପୂର୍ବକ ଚାନ୍ଦା ଆଦାୟ ଉପରେ ରୋକ୍ ଲଗାଇଛି । ଚାନ୍ଦା ଆଳରେ ବଟି ମାଗିଲେ ପଡ଼ିବ ମହଙ୍ଗା । ବଳପୂର୍ବକ ଚାନ୍ଦା ମାଗୁଥିବା ଲୋକଙ୍କ ଉପରେ ଆକ୍ସନ ନେବ ପୋଲିସ । ଏନେଇ ଏଥର […]

ଓଡ଼ିଶା

ଫୁଲୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଲୋକେ ଆତଙ୍କିତ

ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ଆଉ ଏକ ସମ୍ଭାବ୍ୟ ବନ୍ୟା ବିପଦ ସୃଷ୍ଟି ହୋଇଛି। କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ବୈତରଣୀ ନଦୀ ପୂର୍ବରୁ ଏହାର ବିପଦ ସ୍ତର ଅତିକ୍ରମ କରିଛି। ଆଜି ସକାଳ ସୁଦ୍ଧା ଭଦ୍ରକ ଜିଲ୍ଲାର ଆଖୁଆପଦାରେ ବୈତରଣୀ ନଦୀ ୧୮.୨୮ ମିଟରରେ ପ୍ରବାହିତ ହେଉଥିଲା। ଯାହାର ବିପଦ ସ୍ତର ୧୮.୩୩ ମିଟର ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା […]

ଓଡ଼ିଶା

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ବିରୋଧ

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଓଜେୟୁ ଗଞ୍ଜାମ ଜିଲ୍ଲା ଶାଖାର ଦାବିପତ୍ର ଛତ୍ରପୁର, : ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ଗଞ୍ଜାମ ଜିଲ୍ଲା ଶାଖା। ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲାପାଳ ଅନୁପସ୍ଥିତ ରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, କାର୍ଯ୍ୟରତ […]

ଓଡ଼ିଶା

ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ ଆକାଉଣ୍ଟ ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

BNSର ଦଫା ୩୧୭(୨) ଓ ୧୧୨(୨) ଅନୁଯାୟୀ ୨ ବର୍ଷ ସଶ୍ରମ କାରାଦଣ୍ଡ ଓ ₹୨୦,୦୦୦ ଜରିମାନା କଟକ,ତା ୧୧.୦୮.୨୦୨୬ ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ ଆକାଉଣ୍ଟ ମାମଲାରେ ସମ୍ବଲପୁର ଜିଲ୍ଲାର ମାନ୍ୟବର ଜେଏମଏଫସି ଅଦାଲତ ଅଭିଯୁକ୍ତ ଗୌରୀ ଶଙ୍କର ଦାଶ (୩୨) ଙ୍କୁ ଭାରତୀୟ ନ୍ୟାୟ ସଂହିତା (BNS)ର ଦଫା ୩୧୭(୨) ଓ ୧୧୨(୨) ଅନୁଯାୟୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାନ୍ୟବର ଅଦାଲତ ଅଭିଯୁକ୍ତଙ୍କୁ BNS ଦଫା ୩୧୭(୨) ଅନୁଯାୟୀ ୨ ବର୍ଷ ସଶ୍ରମ କାରାଦଣ୍ଡ […]

ଓଡ଼ିଶା

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସ କ୍ରୀଡ଼ାବିତଙ୍କ ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

କଟକ :  ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ASMITA ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ ୨୦୨୬-୨୭ରେ ଓଡ଼ିଶା ପୋଲିସକୁ ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଗତ ଅଗଷ୍ଟ ୮ରୁ ୯ ତାରିଖ ପର୍ଯ୍ୟନ୍ତ ଭୋପାଳ ଠାରେ ଅନୁଷ୍ଠିତ ହୋଇଥିବା ଏହି ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସ କ୍ରୀଡ଼ାବିତମାନେ ବିଭିନ୍ନ ପ୍ରତିଯୋଗିତାରେ ୨ଟି ସ୍ୱର୍ଣ୍ଣ, ୫ଟି ରୌପ୍ୟ ଓ ୧ଟି କାଂସ୍ୟ ସହ ମୋଟ ୮ଟି ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଓଡ଼ିଶା […]

ଓଡ଼ିଶା

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣମନ୍ତ୍ରୀଙ୍କ ସହ ବିଧାୟକ ମାନଙ୍କ ବୈଠକ

ଭୁବନେଶ୍ୱର :  ଖରିଫ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଚାଷୀ ସାମିଲ ହେବା ନିମନ୍ତେ ସରକାର ବିଶେଷ ଧ୍ୟାନ ଦେଇଛନ୍ତି । ଏଥିନିମନ୍ତେ ଜାରି ପଞ୍ଜିକରଣ ପ୍ରକ୍ରିୟାରେ ଚାଷୀ ମାନେ ସହଜରେ ସାମିଲ ହୋଇପାରିବେ ଏହା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । ଏଥିରେ ପଶ୍ଚିମ ଓଡିଶା ତଥା ସମ୍ବଲପୁର,ବରଗଡ଼ ଓ […]

ଓଡ଼ିଶା

ବିଜ୍ଞାନ ପ୍ରଚାର ସମିତିର ୭୮ ତମ ପ୍ରତିଷ୍ଠା ଦିବସ ପାଳିତ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବକ୍ତୃତା କକ୍ଷରେ ବିଜ୍ଞାନ ପ୍ରଚାର ସମିତିର ୭୮ ତମ ପ୍ରତିଷ୍ଠା ଦିବସ ଉତ୍ସବ ଅତ୍ୟନ୍ତ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ଡାକ୍ତର ନିତ୍ୟାନନ୍ଦ ସ୍ୱାଇଁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନେକ ବିଶିଷ୍ଟ ବ୍ୟକ୍ତି, ବୁଦ୍ଧିଜୀବୀ ଓ ବିଜ୍ଞାନପ୍ରେମୀ ଯୋଗଦେଇଥିଲେ। ଏହି ଉତ୍ସବରେ ଆକାଶବାଣୀ କଟକର ପ୍ରାକ୍ତନ କେନ୍ଦ୍ର ନିର୍ଦ୍ଦେଶକ ଡଃ ହୃଷିକେଶ ପାଣି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସାଧାରଣ ଜନତାଙ୍କ ମଧ୍ୟରେ ବିଜ୍ଞାନକୁ ଜନପ୍ରିୟ କରାଇବାରେ ଆକାଶବାଣୀ […]

ଓଡ଼ିଶା

ଖଲ୍ଲିକୋଟର କୁନି ଲେଖିକା କୋମଳଙ୍କ କମାଲ: ଆମାଜନରେ ପ୍ରକାଶ ପାଇଲା ୩ଟି ପୁସ୍ତକ

ଖଲ୍ଲିକୋଟ: ଖଲ୍ଲିକୋଟ ସହର ସ୍ଥିତ କେ.ସି. ପବ୍ଲିକ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ନିଜର ଅସାଧାରଣ ପ୍ରତିଭା ବଳରେ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ମାତ୍ର ୧୪ ବର୍ଷ ବୟସରେ ତାଙ୍କ ଦ୍ୱାରା ରଚିତ ତିନୋଟି ଇଂରାଜୀ ପୁସ୍ତକ ବିଶ୍ୱପ୍ରସିଦ୍ଧ ‘ଆମାଜନ’ (Amazon) ପ୍ଲାଟଫର୍ମରେ ପ୍ରକାଶ ପାଇ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କୋମଳ ନିଜର କୁନି କଲମରେ ମାନବୀୟ ସମ୍ବେଦନା ଓ ଶକ୍ତିଶାଳୀ ଭାବନାକୁ ନେଇ ୧୬୫ ପୃଷ୍ଠା ସମ୍ବଳିତ ପ୍ରଥମ ପୁସ୍ତକ […]

ଜାତୀୟ

ବେଙ୍ଗାଲୁରୁ-ମହୀସୁର ଏକ୍ସପ୍ରେସ୍‌ୱେରେ ଓଲଟିଲା କେରଳ ସରକାରୀ ବସ୍‌, ୨ ମୃତ ୨୫ ଆହତ

ବେଙ୍ଗାଲୁରୁ: କେରଳ ରାଜ୍ୟ ସଡ଼କ ପରିବହନ ନିଗମର ଏକ ବସ୍ ଶନିବାର ପ୍ରତ୍ୟୁଷରେ ରାମନଗରର ଆଭେରେଗେରେ ଗେଟ୍ ନିକଟରେ ବେଙ୍ଗାଲୁରୁ-ମହୀସୁରୁ ଏକ୍ସପ୍ରେସୱେରେ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ସାଇନବୋର୍ଡକୁ ଧକ୍କା ଦେବାରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ମୃତକ ବସ୍‌ର ଡ୍ରାଇଭର ଅରୁଣ ଓ କ‌ଣ୍ଡକ୍ଟର ଅଖିଳେଶ ବୋଲି ଜଣାପଡ଼ିଛି। ବେଙ୍ଗାଲୁରୁରୁ କୋଝିକୋଡ ଯାଉଥିବା ବସ୍‌ଟି ସକାଳ ୬ଟା ୩୦ ସମୟରେ ଆଭେରେଗେରେ ଗେଟ୍ ନିକଟରେ ନିୟନ୍ତ୍ରଣ ହରାଇ ଏକ୍ସପ୍ରେସୱେରେ ଲାଗିଥିବା ଏକ ବଡ଼ ସାଇନବୋର୍ଡରେ […]

LOKA SAMACHAR @2026. All Rights Reserved || Developed By CBSPL