ଜାତୀୟ

ସିଡନୀରେ ଆଖିବୁଜା ଗୁଳି ଚାଳନା, ୧୨ ମୃତ

ଅଷ୍ଟ୍ରେଲିଆ : ଆଜି ଅଷ୍ଟ୍ରେଲିଆର ସିଡନୀର ପ୍ରସିଦ୍ଧ  ବଣ୍ଡି ବିଚରେ ଆଖିବୁଜା ଫାୟାରିଂ । ଏହି ଫାୟାରିଂରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଯାହା ଫଳରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା । ଯାହାର ଏକ ଭିଡିଓ ବର୍ତ୍ତମାନ ସାମ୍ନାକୁ ଆସିଛି । ସୂଚନାନୁଯାୟୀ, ଇହୁଦୀ ପର୍ବ ପାଳନ କରିବାକୁ ଶତାଧିକ ଲୋକ ଏକାଠି ହୋଇଥିଲେ । ସେହି ସମୟରେ ସିଡନୀର ବଣ୍ଡି ବିଚରେ ୨ […]

ଜାତୀୟ

ପଙ୍କଜ ଚୌଧୁରୀ ହେଲେ ୟୁପି ବିଜେପି ରାଜ୍ୟ ସଭାପତି

ଉତ୍ତର ପ୍ରଦେଶ : ଭାରତୀୟ ଜନତା ପାର୍ଟିର ଉତ୍ତର ପ୍ରଦେଶକୁ ନୂତନ ରାଜ୍ୟ ସଭାପତି ମିଳିଛି । ବିଜେପି ମନ୍ତ୍ରୀ ପୀୟୁଷ ଗୋୟଲ ଦଳର ନୂତନ ରାଜ୍ୟ ସଭାପତି ଘୋଷଣା କରିଛନ୍ତି । ଗୋରଖପୁରର ବରିଷ୍ଠ ବିଜେପି ନେତା ପଙ୍କଜ ଚୌଧୁରୀଙ୍କୁ ରାଜ୍ୟ ସଭାପତି ଭାବରେ ନିଯୁକ୍ତ କରାଯାଇଛି । ସେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ବିଜେପି ରାଜ୍ୟ ସଭାପତି ନିର୍ବାଚନରେ ​​ବିଜୟୀ ହୋଇଛନ୍ତି । ଏହି ଘୋଷଣାକୁ 2027 ବିଧାନସଭା ନିର୍ବାଚନ ପୂର୍ବରୁ ଦଳର ରଣନୀତିର ଏକ ଅଂଶ […]

ଜାତୀୟ

ଲୁଧିଆନା ୱେଷ୍ଟଏଣ୍ଡ ମଲରେ ଅଗ୍ନିକାଣ୍ଡ

ଲୁଧିଆନା : ଲୁଧିଆନାର ୱେଷ୍ଟଏଣ୍ଡ  ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି  । ପ୍ରଥମ ମହଲାରେ ଥିବା ଡ୍ରେସ୍ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିବାରୁ ସେହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଏପରି ଘଟଣା ବିଳମ୍ବିତ ରାତିରେ ଘଟିଛି । ଅଗ୍ନିକାଣ୍ଡ ହେବା ମାତ୍ରେ ସମ୍ପୂର୍ଣ୍ଣ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ସାଇରନ୍ ବାଜିବା ମାତ୍ରେ ତୁରନ୍ତ ସମସ୍ତେ ଜୀବନ ରକ୍ଷା କରିବା ପାଇଁ ଦୌଡିବାକୁ ଲାଗିଥିଲେ । କିନ୍ତୁ ସେହି ସମୟରେ ଅଧିକାଂଶ ଦୋକାନ ବନ୍ଦ […]

ଜାତୀୟ

ପରୀକ୍ଷା ଚାଲିଥିବାବେଳେ ବ୍ରାଉନ୍ ୟୁନିଭର୍ସିଟିରେ ଗୁଳିକାଣ୍ଡ, ୨ ମୃତ, ୮ ଗୁରୁତର

ଆମେରିକା : ଆମେରିକା ୟୁନିଭର୍ସିଟିର ବାରୁସ୍ ଆଣ୍ଡ ହୋଲି ବିଲ୍ଡିଂରେ ଫାଇନାଲ ପରୀକ୍ଷା ଚାଲିଥିବାବେଳେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । କଳା ପୋଷାକ ପିନ୍ଧିଥିବା ଜଣେ ସନ୍ଦିଗ୍ଧ ଆସି ଆଖିବୁଜା ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତଙ୍କୁ ରୋଡ୍ ଆଇଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଗୁଳିମାଡ଼ କରିବା ପରେ ସନ୍ଦିଗ୍ଧ ଜଣକ ହୋପ୍ ଷ୍ଟ୍ରିଟ୍ ଆଡକୁ […]

ଜାତୀୟ

ଦିଲ୍ଲୀ-NCRରେ ଉତ୍କଟ ବାୟୁ ପ୍ରଦୂଷଣ, ଗ୍ରାପ୍-୪ କଟକଣା ଲାଗୁ

ନୂଆଦିଲ୍ଲୀ : ଦିଲ୍ଲୀ NCRରେ ବାୟୁ ପ୍ରଦୂଷଣ ପାଇଁ ଖରାପ ସ୍ଥିତି । ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଯୋଗୁଁ ଦିଲ୍ଲୀର ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ଯାହା ଦ୍ବାରା ଦିନକୁ ଦିନ ଦିଲ୍ଲୀ ପ୍ରଦୂଷଣ ବଢିବାରେ ଲାଗିଛି । ଆଜି ସକାଳେ ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୪ ରେ ପହଞ୍ଚିଛି ବୋଲି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୂଚନା ମିଳୁଛି । ଦିଲ୍ଲୀର ଅନେକ ଅଞ୍ଚଳରେ AQI ୪୮୦ ରୁ ୪୯୦ ପାର୍ […]

ଓଡ଼ିଶା

ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗ ଦେଲେ ୧୮ ରାଜ୍ୟର ପ୍ରତିନିଧି

ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା ହୋଟଲ ସି ସାଇଡ ବ୍ରିଜ ପରିସରରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ରବିବାର ଉଦଯାପିତ ହୋଇ ଯାଇଛି । ସଂଗଠନର ସଭାପତି ଦୀପକ ମାଲବ୍ୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବ୍ରହ୍ମପୁର ସାଂସଦ ଡ ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସ […]

ଓଡ଼ିଶା

ନବମ ଶ୍ରେଣୀ ଛାତ୍ର ପାଖରେ ବନ୍ଧୁକ: ମାମଲା ରୁଜୁ କରି ହେପାଜତକୁ ନେଲା ପୁଲିସ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ ବିଦ୍ୟାଳୟର ଜନୈକ ନବମ ଶ୍ରେଣୀ ଛାତ୍ରଠାରୁ ଏକ ବନ୍ଧୁକ ଜବତ ହୋଇଛି। ଖବରନେବାରେ ଜଣାଯାଇଛି ଯେ, ବିଜ୍ଞାନ ଶିକ୍ଷକ ଶ୍ରେଣୀରେ ଶିକ୍ଷାଦାନ ଶେଷ କରି ବାହାରୁଥିବା ସମୟରେ ସମ୍ପୃକ୍ତ ଛାତ୍ର ଏକ ବନ୍ଧୁକ ବାହାର କରିଥିବା ଦେଖିଥିଲେ। ତତ୍‌‌ପରେ ଶିକ୍ଷକ ଉକ୍ତ ଛାତ୍ରଠାରୁ ବନ୍ଧୁକ ଆଣି ପ୍ରଧାନ ଶିକ୍ଷକଙ୍କ ନିକଟରେ ତାକୁ ହାଜର କରିଥିଲେ। ପ୍ରଧାନ ଶିକ୍ଷକ ଏହି ଘଟଣା ବିଷୟରେ ବ୍ଲକ ଶିକ୍ଷାଧିକାରୀଙ୍କ […]

ଓଡ଼ିଶା

ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗ ; କଟାକ୍ଷ କଲେ କେଭି ଓ ଜୟ

ଭୁବନେଶ୍ବର: ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ କଟାକ୍ଷ କଲେ କେଭି , ଜୟନାରାୟଣ । ରାଜନୀତି ଓ ଡ୍ରାମା କରୁଥିବା କହି କଟାକ୍ଷ କଲେ ଉଭୟ ନେତା ।ରାଜ୍ୟରେ ବିଧାୟକ ମାନଙ୍କ ଦରମା ବଢିବ ପରେ ଏହାକୁ ଗ୍ରହଣ କରି ନଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଗତକାଲି ନବୀନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଏ ସଂକ୍ରାନ୍ତରେ ଜଣାଇଥିଲେ । ଆଜି ପ୍ରସଙ୍ଗକୁ ନେଇ ନବୀନଙ୍କୁ କଟାକ୍ଷ କରିଛନ୍ତି ଉପମୁଖ୍ୟମନ୍ତ୍ରୀ […]

ଓଡ଼ିଶା

ନକଲି ସିମ କାର୍ଡ ବିକ୍ରି; ୨ ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ ବିକ୍ରି କରୁଥିବା । ଦୋକାନୀ ସନ୍ତୋଷ ଖଣ୍ଡାଇକୁ ଦିଲ୍ଲୀ ପୁଲିସ ଶୁକ୍ର ଶୁକ୍ରବାର ଗିରଫ କରିଛି ସ୍ଥାନୀୟ ପୁଲିସ ସହାୟତାରେ ଗୁରୁବାର ଅପରାହ୍ନରେ ମନୋଜ କୁମାରଙ୍କ ନେତୃତ୍ୱରେ ଦିଲ୍ଲୀ ପୁଲିସର ଏକ ଦଳ ଅଭିଯୁକ୍ତ ସନ୍ତୋଷକୁ ଥାନାକୁ ଆଣି ପଚରାଉଚରା କରିଥିଲା। ଶୁକ୍ରବାର ନକଲି ମୋବାଇଲ ବିକ୍ରି ଲିଙ୍କ୍‌ରେ ବନ୍ତ ସବଇନ୍ସପେକ୍ଟର ଥାନା ଅଞ୍ଚଳର ଗଭିଗହିଆ ତରାଗୋ ଗ୍ରାମର ଅଜୟ ଓରଫ ମହେଶ୍ଵର ପୁଣ୍ଟିଆକୁ […]

ଓଡ଼ିଶା

ଧାନକଟା ମେସିନରେ କଟି ପ୍ରାଣ ହରାଇଲେ ଯୁବକ

ବାଲେଶ୍ୱର : ଧାନକଟା ମେସିନରେ କଟି ଯୁବକଙ୍କ ମୃତ୍ୟୁ । ବାଲେଶ୍ଵର ସଦର ଥାନା ବର୍ଦ୍ଧନପୁର ପଞ୍ଚାୟତ ସାହାଜା ନଗରରେ ଘଟିଛି ଏପରି ଅଭାବନୀୟ ଘଟଣା ।  ବିଲରେ ମେସିନରେ ଧାନ କାଟୁଥିବା ବେଳେ ଅସାବଧାନତା ଯୋଗୁଁ ଯୁବକ ଜଣଙ୍କ ମେସିନରେ ପଶିଯାଇଥିଲେ ।  ମେସିନ୍ ବନ୍ଦ କରି ଯୁବକଙ୍କୁ ଅନ୍ୟ ଶ୍ରମିକମାନେ ବାହାରକୁ କାଢିଥିଲେ ।  ହେଲେ ସେତେବେଳକୁ ତାଙ୍କ ମୃତ୍ୟୁ ଘଟିସାରିଥିଲା । ମୃତ ଯୁବକ ହେଲେ ରାଜୁ ଦଳେଇ ।

LOKA SAMACHAR @2026. All Rights Reserved || Developed By CBSPL