ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା
କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି । ପେପର ୧ ରେ ୪୭ ହଜାର ୭୨୦ ଜଣ ଓ ପେପର ୨ ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି […]












