ମୋଜତାବାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ; ଯେକୌଣସି ସମୟରେ ପ୍ରାଣ ହରାଇପାରନ୍ତି
ଲେବାନନ : ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏବେ ସମଗ୍ର ବିଶ୍ୱରେ ଚର୍ଚ୍ଚା ଜୋର ଧରିଛି । ଇସ୍ରାଏଲୀ ଗଣମାଧ୍ୟମର ଦାବି ଅନୁଯାୟୀ, ମୋଜତାବାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି ଏବଂ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଖବର ପ୍ରସାରିତ ହେବା ପରେ ଇରାନର ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇବା ସହ ନାନା ଗୁଜବ ସୃଷ୍ଟି ହୋଇଛି । ଏପରିକି ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ […]













