ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବିରେ ଗୁଣ୍ଡିଚା ମନ୍ଦିର ଆଗରେ ପୁରୀବାସୀଙ୍କ ଧାରଣା
ପୁରୀ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିଲାଗି ବିଧିବଦ୍ଧ ବ୍ୟବସ୍ଥା ହେଉ। ଦୀର୍ଘ ଦିନ ଧରି ଦର୍ଶନକୁ ନେଇ ଯେଉଁ ସମସ୍ୟା ଲାଗି ରହୁଛି ତାହାର ସମାଧାନ କରାଯାଉ। ଏଭଳି ଦାବି କରିଛନ୍ତି ପୁରୀ ସହରବାସୀ। ରବିବାର ପୁରୀ ସହରର ଶତାଧିକ ବାସିନ୍ଦା ଏଭଳି ଦାବି କରି ଧାରଣା ଦେଇଥିଲେ। ସେମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଦୀପ ଜାଳି ଧାରଣାରେ ବସିଥିଲେ। ବହୁ ସଂଖ୍ୟାରେ ମହିଳା ଓ ପୁରୁଷମାନେ […]













