ଅନ୍ତର୍ଜାତୀୟ

ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ, ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା ହୋଇପାରେ ଆମେରିକା

ଆମେରିକା : ହ୍ବାଇଟ ହାଉସ ନିକଟରେ ଫୁଟିଲା ଗୁଳି । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ଭୋଗିବାକୁ ପଡ଼ିପାରେ ପରିଣାମ । ଗତକାଲି ହ୍ବାଇଟ ହାଉସ ନିକଟରେ ହୋଇଥିବା ଗୁଳିକାଣ୍ଡକୁ ନେଇ ଟ୍ରମ୍ପ ପ୍ରଶାସନ କଠୋର । ବଡ଼ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି ଟ୍ରମ୍ପ । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା ହୋଇପାରେ ଆମେରିକା । ଥାର୍ଡ ୱାର୍ଲ କଣ୍ଟ୍ରିରୁ ମାଇଗ୍ରେସନକୁ ସ୍ଥାୟୀ ଭାବେ ବନ୍ଦ କରିବାକୁ ବିଚାର କରୁଛନ୍ତି ଟ୍ରମ୍ପ । ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ […]

ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ବାତ୍ୟା ‘ଦିତହା’ ତାଣ୍ଡବ; ୫୬ ମୃତ

ନୂଆଦିଲ୍ଲୀ: ଶ୍ରୀଲଙ୍କାରେ ତାଣ୍ଡବ ସୃଷ୍ଟି କରିବା ପରେ ଘୂର୍ଣ୍ଣିଝଡ଼ ଦିତହା ଭାରତକୁ ବିପଦରେ ପକାଇଛି। ଏହି ଭୟଙ୍କର ବାତ୍ୟା ଶ୍ରୀଲଙ୍କା ଉପକୂଳରୁ ଧୀରେ ଧୀରେ ଭାରତ ଆଡକୁ ମୁହାଁଇଛି। ବାତ୍ୟା ଦିତହା ପ୍ରଭାବରେ ଏପର୍ଯ୍ୟନ୍ତ ଶ୍ରୀଲଙ୍କାରେ ୫୬ ଜଣଙ୍କର ମୃତ୍ୟୁ ଘଟିଛି। ଯେତେବେଳେ କି ୨୩ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଉଦ୍ଧାରକାରୀ ଦଳ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ପାଣିପାଗ ବିଭାଗ ସତର୍କ କରାଇ ଦେଇଛି ଯେ ଆଗାମୀ ୧୨ ଘଣ୍ଟା ମଧ୍ୟରେ […]

ଜାତୀୟ

ଭାରତ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ

ନୂଆଦିଲ୍ଲୀ : ଡିସେମ୍ବର ୪ ତାରିଖରେ ୨ ଦିନିଆ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ । ଡିସେମ୍ବର ୨୦୨୧ ପରେ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ପୁଟିନ ଭାରତ ଗସ୍ତ କରୁଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଡିସେମ୍ବର ୫ରେ ‘୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ’ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି […]

ଓଡ଼ିଶା

ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଶୁଭଙ୍କର ମିଶ୍ର

ଭୁବନେଶ୍ବର : ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି ଲୋକପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଶୁଭଙ୍କର ମିଶ୍ର। ପ୍ରେମୀ ଯୁଗଳ ବିବାହ ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବୋଲି ଶୁଭଙ୍କର ଏକ ପଡକାଷ୍ଟରେ କହିବା ପରେ ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏକ ପଡକାଷ୍ଟରେ ଶୁଭଙ୍କର କହିଥିଲେ, କୌଣସି ପ୍ରେମୀ ଯୁଗଳ ଭୁଲରେ ବି ଶ୍ରୀମନ୍ଦିରକୁ ଯିବା ଉଚିତ ନୁହେଁ। […]

ଜାତୀୟ

କାନାଡାରେ କପିଲଙ୍କ କାଫେରେ ଗୁଳିକାଣ୍ଡ; ଦିଲ୍ଲୀରୁ ସୁଟର ଗିରଫ

ନୂଆଦିଲ୍ଲୀ: କାନାଡାରେ କପିଲ ଶର୍ମାଙ୍କ କେଏପିସ୍ କାଫେରେ ଗୁଳିକାଣ୍ଡରେ ସମ୍ପୃକ୍ତ ମୁଖ୍ୟ ସୁଟର ବନ୍ଧୁ ମାନ ସିଂହ ସେଖୋନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ। ସୂଚନା ଅନୁଯାୟୀ, ଗୁଳିକାଣ୍ଡ ପରେ ସେ ଭାରତ ପଳାଇ ଆସିଥିଲା। ସେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ଗୋଲଡି ଢିଲୋନଙ୍କ ସହ ମଧ୍ୟ ଯୋଗାଯୋଗରେ ଥିଲା। ଏହା ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପାଇଁ ଏକ ବଡ଼ ସଫଳତା ବୋଲି ବିବେଚନା କରାଯାଉଛି। ଗିରଫ ଅଭିଯୁକ୍ତ ବନ୍ଧୁ ମାନ […]

ଓଡ଼ିଶା

ବିଶ୍ବ ଦରବାରରେ ପୁଣି ଚମକିବ ଡଙ୍ଗରିଆଙ୍କ ‘କାପଡ଼ାଗୁନ୍ଦା’: ନିୟମଗିରି ସାଲ୍ କଳାକୃତିକୁ ମିଳିବ ନୂଆ ପରିଚୟ

କୋରାପୁଟ : ପୁଣି ଚମକିବ ନିୟମଗିରିର କପଡାଗୁନ୍ଦା। ନୂଆ ଡିଜାଇନ ସହ ବଜାରକୁ ଆସିବ ବିରଳ ଜନଜାତି ତାଙ୍ଗରିଆଙ୍କ କପଡ଼ାଗୁନ୍ଦା କଳାକୃତି। ଶହ ଶହ ବର୍ଷ ଧରି ରାୟଗଡା ଓ କଳାହାଣ୍ଡି ଜିଲ୍ଲାର ନିୟମଗିରି ଅଞ୍ଚଳର କଲ୍ୟାଣସିଂହପୁର, ବିଷମକଟକ, ମୁନିଗୁଡା, ଲାଞ୍ଜିଗଡ ବ୍ଲକରେ ବସବାସ କରୁଥିବା ଡାଙ୍ଗରିଆ କନ୍ଧ ସମ୍ପ୍ରଦାୟର ମହିଳାମାନେ ଏହି ସାଲ୍‌କୁ ବୁଣିଥାନ୍ତି। ବିଭିନ୍ନ ଜାନିଯାତ୍ରା ସମେତ ଶୁଭ କାର୍ଯ୍ୟରେ ଏହି ସାଲ୍‌କୁ ବ୍ୟବହାର କରାଯାଇଥାଏ। ଏହି କପଡାଗୁନ୍ଦାର ଚାହିଦା ବେଶ ରହିବାରୁ ବୁଣାକାରମାନଙ୍କୁ […]

ଓଡ଼ିଶା

ବାରବାଟୀ ମ୍ୟାଚ୍‌: ବାଲିଯାତ୍ରା ପଡ଼ିଆରେ ହେବ ଫ୍ୟାନ ପାର୍କ

କଟକ : ବାରବାଟୀ ଷ୍ଟାଡିଅମରେ ହେବାକୁ ଥିବା ଟି-୨୦ ମ୍ୟାଚରେ ଓଡିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ବାଲିଯାତ୍ରାର ତଳ ଓ ଉପର ପଡିଆରେ ଫ୍ୟାନ୍‌ ପାର୍କ କରାଯିବ। ଯେଉଁ ଦର୍ଶକମାନେ ଷ୍ଟାଡିଅମରେ ଖେଳ ଦେଖିବାକୁ ବଞ୍ଚିତ ହେବେ ସେମାନେ ସୁରୁଖୁରୁରେ ଉକ୍ତ ଦୁଇ ସ୍ଥାନରେ ବଡ ପରଦାରେ ଖେଳ ଦେଖି ପାରିବେ। ମୁଖ୍ୟତଃ ଟିକେଟ କିଣିବା ସମୟରେ ଶାନ୍ତି ଶୃଙ୍ଖଳା ବଜାୟ କିପରି ରହିବ ତାହାକୁ ଗୁରୁତ୍ୱ ଦିଆଯାଉଛି। ଟିକେଟ କାଉଣ୍ଟରରେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯିବ। […]

ଓଡ଼ିଶା

ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ। ନିର୍ଦ୍ଧାରିତ ସମୟ ସକାଳ ୮ଟାରେ ମଣ୍ଡି ଖୋଲିଲା। ଚାଷୀ, ଯୋଗାଣ ଏବଂ ସମବାୟ କର୍ମଚାରୀ ପହଞ୍ଚିଥିଲେ। କିନ୍ତୁ ମିଲର ଆସି ନ ଥିଲେ। ଧାନ ସଂଗ୍ରହ ବ୍ୟବସ୍ଥାକୁ […]

ଓଡ଼ିଶା

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର

ତାଳଚେର : ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ ପବିତ୍ରଙ୍କ ସମେତ ୧୩ କାଉନସିଲର ଇସ୍ତଫା ଦେଇଥିଲେ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଢେଙ୍କାନାଳ ବିଜେପି ସାଂସଦ ରୁଦ୍ର ପାଣିଙ୍କ […]

ଓଡ଼ିଶା

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ମଣ୍ଡପକୁ ଶ୍ରେଷ୍ଠ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ଵର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ତିଥିରେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍। ଏ ସମ୍ପର୍କରେ ବାଣିଜ୍ୟ ମେଳାର ଆୟୋଜକ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ ଦ୍ଵାରା ସୂଚନା ପ୍ରଦାନ ପରେ ଓଡ଼ିଶା ପାଭିଲିୟନରେ ଆନନ୍ଦର ଲହରୀ ଖେଳି ଯାଇଛି। ଅଂଶଗ୍ରହଣକାରୀ ଅନ୍ୟ ରାଜ୍ୟର କର୍ମକର୍ତ୍ତାମାନେ ଓଡ଼ିଶା ପାଭିଲିୟନକୁ ଆସି ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟମେଳା-୨୦୨୫ର […]

LOKA SAMACHAR @2026. All Rights Reserved || Developed By CBSPL