ଜାତୀୟ

ଦେଶର ପ୍ରଥମ ଘରୋଇ ରକେଟ୍ ଉନ୍ମୋଚନ କଲେ ମୋଦୀ

ନୂଆଦିଲ୍ଲୀ :   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ଏହା ଭାରତର ପ୍ରଥମ ଘରୋଇ ରକେଟ ଯାହା କକ୍ଷପଥରେ ଉପଗ୍ରହ ସ୍ଥାପନ କରିବାରେ ସକ୍ଷମ ହେବ ଅତ୍ୟାଧୁନିକ ସୁବିଧା ସହିତ କ୍ୟାମ୍ପସଟି ୨୦୦,୦୦୦ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ । ଏଥିରେ ଏକାଧିକ ପ୍ରକ୍ଷେପଣ ଯାନର ଶେଷ-ରୁ-ଶେଷ ବିକାଶ, ସମନ୍ୱୟ […]

ଓଡ଼ିଶା

ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ୩ ଗିରଫ

ବେଗୁନିଆ : ରାଜ୍ୟରେ ଦିନକୁ ଦିନ ଚୋରା ବ୍ରାଉନ ସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି । ଆଜି ବେଗୁନିଆ ଅବକାରୀ ବିଭାଗ ଖବର ପାଇ କପାସିଆ ସ୍କୁଲ ନିକଟରେ ଚଢାଉ କରିଥିଲା। ଏବଂ ବିପୁଳ ପରିମାଣର ବ୍ରାଉନ୍‌ ସୁଗାର ଜବତ କରିବା ସହ ୩ ବେପାରୀଙ୍କୁ ଗିରଫ କରିଛି। ଆଜି ସକାଳୁ ଖୋର୍ଦ୍ଧାର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବେଗୁନିଆ ଅବକାରୀ ଅଧିକାରୀ ମିତ୍ରବିନ୍ଦା ପରିଡା ସଦଳ ବଳେ ବୋଲଗଡ ବ୍ଲକ କପାସିଆ ପ୍ରାଥମିକ ବିଦ୍ୟାଳୟ […]

ଜାତୀୟ

ଶେଖ ହସିନା ଙ୍କୁ ୨୧ ବର୍ଷ କାରାଦଣ୍ଡ

ଢାକା : ବାଂଲାଦେଶର ଏକ ଅଦାଲତ ୩ଟି ଦୁର୍ନୀତି ମାମଲାରେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ଖବର ଅନୁସାରେ ପୂର୍ବଚୋଲରେ ରାଜୁକ-ନ୍ୟୁ-ଟାଉନ୍ ପ୍ରକଳ୍ପରେ ଜମି ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ଏହି ତିନୋଟି ମାମଲା ହସିନାଙ୍କ ବିରୋଦ୍ଧରେ ରୁଜୁ ହୋଇଥିଲା । ହସିନାଙ୍କ ଅନୁପସ୍ଥିତିରେ ବିଚାରପତି ଏହି ରାୟ ଶୁଣାଇଛନ୍ତି କାରଣ ପଳାୟନ ପାଇଁ ତାଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇ ନାହିଁ । ତାଙ୍କ ଅନୁପସ୍ଥିତିରେ ତାଙ୍କ ବିରୁଦ୍ଧରେ ବିଚାର […]

ଓଡ଼ିଶା

ଶିକ୍ଷକ ବଦଳି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଝଟ୍‌କା

କଟକ: ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ହାଇକୋର୍ଟ ଖାରଜ କରିଛନ୍ତି। ୧୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପାଇଁ ସାଂସଦ ଓ ବିଧାୟକ ମାନଙ୍କୁ କ୍ଷମତା ଦିଆଯାଇଥିଲା। ଶିକ୍ଷାକ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟ ନାପସନ୍ଦ କରିଛନ୍ତି। ଏପରି କଲେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପ ହେବ ବୋଲି କହିଛନ୍ତି ହାଇକୋର୍ଟ। ସୂଚନାଥାଉକି, ରାଜ୍ୟ ସରକାର ୧୫ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ […]

ଓଡ଼ିଶା

୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

ଭୁବନେଶ୍ଵର: ରାଜ୍ୟକୁ ପୁଣି ଫେରିଛି ଶୀତ। ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା। ଜି.ଉଦୟଗିରି ୭.୪, ରାଉରକେଲା ୭.୭ , ଝାରସୁଗୁଡା ୮.୧ , ସେମିଳିଗୁଡା ୮.୬, କିରେଇ ୯.୩, ଦାରିଙ୍ଗବାଡି ୯.୫ , ଭୁବନେଶ୍ଵର ୧୩.୫ ଏବଂ କଟକରେ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଛି। ମଙ୍ଗଳବାର ରାତିରେ ଦାରିଙ୍ଗିବାଡ଼ିରେ ୧୦ ଡିଗ୍ରୀ, ରାଉରକେଲାରେ ୧୦.୧, ଝାରସୁଗୁଡ଼ାରେ ୧୦.୪, ଫୁଲବାଣୀରେ ୧୨, କେନ୍ଦୁଝରରେ ୧୨.୫, ସୁନ୍ଦରଗଡ଼ରେ ୧୨.୬, କୋରାପୁଟରେ ୧୩.୨, ବାରିପଦାରେ ୧୨.୬, […]

ଓଡ଼ିଶା

ବଙ୍ଗୋପସାଗରରେ ବାତ୍ୟା ଡିଟୱା

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟଓ୍ବା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରିବ ବାତ୍ୟା। ୩୦ ତାରିଖ ବେଳକୁ ଉତ୍ତର ତାମିଲନାଡୁ-ପୁଡୁଚେରୀ-ଦକ୍ଷିଣ ଆନ୍ଧ୍ରକୁ ମୁହାଁଇବା ନେଇ ସୂଚନା ରହିଛି। ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି […]

ଓଡ଼ିଶା

୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ

କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି। ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ ସୂଚନା ଦେଇଛନ୍ତି। କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ରହିଛି। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ […]

ଓଡ଼ିଶା

ରାଜଭବନରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କଲେ ଭାରତର ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ବମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ବାଚସ୍ପତି […]

ଓଡ଼ିଶା

ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା‌ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ଏହାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୃହକୁ ସମ୍ବୋଧିତ କରିଛନ୍ତି। ପରେ କଂଗ୍ରେସ ଦଳର ନେତା ରାମଚନ୍ଦ୍ର କାଡ଼ାମ ନିଜର ବକ୍ତବ୍ୟ ରଖିଛନ୍ତି। ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଆଗତ କରିଛନ୍ତି। […]

ଓଡ଼ିଶା

ଧର୍ମଘଟ ଡାକରା ପ୍ରତ୍ୟାହାର କଲା ଓଡ଼ିଶା ବସ୍ ମାଲିକ ସଂଘ

ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦିଆଯାଇଥିଲା। ଏନେଇ ୧୭ ନଭେମ୍ବରରେ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ତେବେ ସରକାର ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ କରିବା ନେଇ ମନା କରିବା ପରେ ସଂଘ ଗୁରୁବାର ଧର୍ମଘଟ ଡାକରା ପ୍ରତ୍ୟାହାର କରିଛି। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ AOBOA ସାଧାରଣ […]

LOKA SAMACHAR @2026. All Rights Reserved || Developed By CBSPL