ଜାତୀୟ

ନୀତୀଶଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ପାଟନା :  ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନୂତନ କ୍ୟାବିନେଟ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ନୂତନ କ୍ୟାବିନେଟର ପ୍ରଥମ ବୈଠକ କରିଛନ୍ତି । ଏହା ସହ ୧୮ତମ ବିଧାନସଭାର ପ୍ରଥମ ଅଧିବେଶନ ତାରିଖ ଘୋଷଣା କରିଛନ୍ତି । କ୍ୟାବିନେଟର ସହମତିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇଛି । ୨୦୨୫ ବିଧାନସଭା ନିର୍ବାଚନରେ ​​ବହୁମତ ହାସଲ କରିବା ପରେ ଏନଡିଏ ମେଣ୍ଟ ନୀତିଶ କୁମାରଙ୍କ ନେତୃତ୍ୱରେ ଏକ ନୂତନ […]

ଜାତୀୟ

ପୈତୃକ ସମ୍ପତ୍ତି ନମିଳିଲେ ବି ପିତାମାତାଙ୍କ ଯତ୍ନ ନେବା ପିଲାମାନଙ୍କର କର୍ତ୍ତବ୍ୟ: ବମ୍ବେ ହାଇକୋର୍ଟ

ମୁମ୍ବାଇ:ବମ୍ବେ ହାଇକୋର୍ଟ କହିଛନ୍ତି ଯେ, ପିଲାମାନଙ୍କର ପିତାମାତାଙ୍କ ଯତ୍ନ ନେବା ଏବଂ ପ୍ରତିପାଳନ କରିବା ପିତାମାତା ଏବଂ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଏବଂ କଲ୍ୟାଣ ଆଇନ, ୨୦୦୭ଅନୁଯାୟୀ ଏକ ନିଃସର୍ତ୍ତ ବୈଧାନିକ କର୍ତ୍ତବ୍ୟ। ଏହା ପିଲାଙ୍କର ପିତାମାତାଙ୍କ ସମ୍ପତ୍ତିର ମାଲିକାନା ଅଛି କି ନାହିଁ କିମ୍ବା ଉତ୍ତରାଧିକାରୀ ହେବ କି ନାହିଁ ତାହା ଉପରେ ନିର୍ଭର କରେ ନାହିଁ। କୋର୍ଟ କହିଛନ୍ତି ଯେ, ଜଣେ ବୃଦ୍ଧ ଏବଂ ଚିକିତ୍ସା ଦୃଷ୍ଟିରୁ ଦୁର୍ବଳ ପିତାମାତାଙ୍କୁ ପରିତ୍ୟାଗ କିମ୍ବା ଅବହେଳା […]

ଜାତୀୟ

ମୋ ସହ ଲାଗିଲେ ବିଜେପିର ମୂଳଦୁଆ ଦୋହଲାଇ ଦେବି: ମମତା ବାନାର୍ଜୀ

କୋଲକାତା: ମୋ ସହ ଲାଗିଲେ ବିଜେପିର ମୂଳଦୁଆ ଦୋହଲାଇ ଦେବି। ଏଭଳି କହି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ପୁଣି ଥରେ ନିର୍ବାଚନ କମିଶନ ଏବଂ ବିଜେପି ଉପରେ ବର୍ଷିଛନ୍ତି। ବନଗାଓଁରେ ଏକ ରାଲିକୁ ସମ୍ବୋଧିତ କରି ସେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚନ କମିଶନ ଏକ ନିରପେକ୍ଷ ସଂସ୍ଥା ହୋଇ ରହିନାହିଁ। ‌ସେ ଏବେ “ବିଜେପି କମିଶନ” ହୋଇଯାଇଛି। ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟାରେ ଅସନ୍ତୁଷ୍ଟ ମମତା […]

ଜାତୀୟ

ରାମ ମନ୍ଦିରର ଶିଖରରେ ଉଡ଼ିଲା ଧର୍ମଧ୍ୱଜ: ଶତାବ୍ଦୀର ଯନ୍ତ୍ରଣା ଆଜି ଶେଷ ହେଉଛି କହିଲେ ମୋଦୀ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଐତିହାସିକ ଧ୍ବଜା ଉଡ଼ିଛି। ଆଜି ଅଯୋଧ୍ୟାରେ ଏକ ଐତିହାସିକ ମୁହୂର୍ତ୍ତ ଜୀବନ୍ତ ହୋଇ ଉଠିଛି। ଶ୍ରୀରାମ ଜନ୍ମଭୂମି ମନ୍ଦିର ଉପରେ ଧର୍ମଧ୍ୱଜ ଉଡିଥିବାବେଳେ ଏହି ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଭୁ ରାମଙ୍କୁ ହାତ ଯୋଡି ପ୍ରଣାମ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ “ଆଜି, ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାରେ ଏକ ଭିନ୍ନ ଯୋଗଦାନ ରଖୁଛି | ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବର […]

ଓଡ଼ିଶା

ଗୋଟିଏ ଜୁଇରେ ଜେଜେମା-ନାତି

ବଲାଙ୍ଗୀର : ନାତିର ମୃତ୍ୟୁ ଖବର ଶୁଣି ଜେଜେମା’ଙ୍କ ମୃତ୍ୟୁ। ଏକାସଙ୍ଗେ ଜଳିଲା ଦୁଇ ଜଣଙ୍କ ଚିତା। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ସଦର ଥାନା ଆର.ଆର. କଲୋନୀରେ । ମିଳିଥିବା ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟାରେ ସୁଧୀର ଖୁୱାସଙ୍କ ୧୭ ବର୍ଷର ପୁଅ ସୁମନ ଖୁୱାସଙ୍କ ପେଟ ବ୍ୟଥା ହେବାରୁ ତାକୁ ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ପ୍ରାଥମିକ ଚିକିତ୍ସା ପରେ ସୁମନଙ୍କୁ ଘରକୁ ଆଣିଥିଲେ ପରିବାର ଲୋକେ । କିନ୍ତୁ […]

ଓଡ଼ିଶା

ଏସ୍‌ଆଇ ପରୀକ୍ଷା ଅନିୟମିତତା ମାମଲା: ଅଭିଯୁକ୍ତ ଝାରପଡା ସ୍ଥାନାନ୍ତର

ବ୍ରହ୍ମପୁର: ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ୧୨ ଅଭିଯୁକ୍ତ ଭୁବନେଶ୍ବରସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର ହୋଇଛନ୍ତି ା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ତଦନ୍ତ ଜାରି ରହିଥିବା ବେଳେ ମାମଲା ହସ୍ତାନ୍ତର ଓ ଅଭିଯୁକ୍ତଙ୍କୁ ସ୍ଥାନାନ୍ତର ପାଇଁ ପୂର୍ବରୁ ମୂଳ ଅଦାଲତରେ ପିଟିସନ ଦାଖଲ କରାଯାଇଥିଲା ା ସିବିଆଇ ଦଳ ସୋମବାର ଅପରାହ୍ଣରେ ଗଞ୍ଜାମ ଜିଲା ଅଦାଲତ ପରିସରରେ ପହଞ୍ଚିଥିଲା। କୋର୍ଟ ଅନୁମୋଦନ ପରେ ସନ୍ଧ୍ୟା ସାଢେ […]

ଓଡ଼ିଶା

ସପ୍ତାହେ ପର୍ଯ୍ୟନ୍ତ ନାହିଁ ବର୍ଷା : ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

ଭୁବନେଶ୍ୱର: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ। ଦକ୍ଷିଣ ଆଣ୍ଡାମାନ ସାଗର ଉପରେ […]

ଓଡ଼ିଶା

ଆମେରିକାରୁ ଫେରିଲେ, ଧରାପଡିଲା ସତ

ଭୁବନେଶ୍ଵର: ପୂଜା ଓରଫ ସେଜଲ ଙ୍କ ଆମେରିକା ନିର୍ଯାତନା ଘଟଣାର ନୂଆ ମୋଡ଼ ନେଇଛି । ପ୍ରେମିକ ଅମର ପାଇଁ ଆମେରିକାରୁ ଫେରିବା ପରେ ସତ କହିଛନ୍ତି ପୂଜା। ପ୍ରେମ ପାଇଁ ଆମେରିକାରେ ମିଛ ନିର୍ଯାତନାର କାହାଣୀ କହିଥିଲି। ନିର୍ଯାତନାର କାହାଣୀ ମିଛ , ମୋ ପାଳିତ ମା ବହୁତ ଭଲ। ୨୦୨୪ ମସିହାରେ ସୋସିଆଲ ମିଡ଼ିଆରୁ ଅମର ସହିତ ମୋର ପ୍ରେମ ସମ୍ପର୍କ ଗଢିଉଠିଥିଲା। ଅମର ଙ୍କ ଘର ବାଲେଶ୍ବର ଅଞ୍ଚଳରେ । ପ୍ରେମ ପାଇଁ […]

ଓଡ଼ିଶା

ଭୁବନେଶ୍ଵରରେ ଶୁଭାଂଶୁ ଶୁକ୍ଳା

ଭୁବନେଶ୍ଵର : ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡିଶା ଆସି ଶୁଭାଂଶୁ କହିଛନ୍ତି ମୁଁ ଓଡିଶା ଗସ୍ତରେ ଆସି ବହୁତ୍ ଖୁସି। ପୂର୍ବରୁ ମଧ୍ୟ ମୁଁ ଓଡିଶା ଆସିଥିଲି। ଓଡିଶାର ପିଲାମାନେ ପାଠ ପଢି ମହାକାଶ ବିଜ୍ଞାନରେ ଆଗକୁ ଯାଆନ୍ତୁ। ମହାକାଶର ଅନୁଭୂତି ଅତ୍ୟନ୍ତ ନିଆରା ଥିଲା। ମୁଁ ଆପଣ ମାନଙ୍କୁ ସେୟାର କରିବି। ମହାକାଶର ଅନୁଭୂତି ବାଣ୍ଟିବାକୁ ମୁଁ ଓଡିଶା ଆସୁଛି। ଏରୋସ୍ପେଶ୍ ପାଇଁ ଯେଉଁମାନେ […]

ଓଡ଼ିଶା

କୋଇଲା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ ପରେ ବି ଓପିସିଏଲ୍ ଓ ଓପିଜିସି ମିଶ୍ରଣ ଯୋଜନା ଆଗକୁ ବଢ଼ିବ

ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାୱାର ଲିମିଟେଡ୍ (OCPL)କୁ ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ (OPGC) ସହିତ ମିଶ୍ରଣ ପ୍ରସ୍ତାବ ଅନୁମତିପ୍ରାପ୍ତ ନୁହେଁ ବୋଲି କୋଇଲା ମନ୍ତ୍ରଣାଳୟ ସ୍ପଷ୍ଟ କରିବାର ଗୋଟିଏ ଦିନ ପରେ ଓଡ଼ିଶା ସରକାର କହିଛନ୍ତି ଯେ ନେଇ ମନ୍ତ୍ରଣାଳୟ ସହିତ ଆଲୋଚନା କରାଯିବ ଏବଂ ମିଶ୍ରଣ ଯୋଜନା ଆଗକୁ ବଢ଼ିବ। OCPL ହେଉଛି OPGC ଏବଂ ଓଡ଼ିଶା ସରକାରଙ୍କ ଏକ ମିଳିତ ଉଦ୍ୟୋଗ କମ୍ପାନି ଯାହାର ଅଂଶଧନ ଢାଞ୍ଚା ଯଥାକ୍ରମେ ୫୧ ପ୍ରତିଶତ […]

LOKA SAMACHAR @2026. All Rights Reserved || Developed By CBSPL