ଜାତୀୟ

ଉପମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ନେବେ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା

ବିହାର: ବିହାରରେ ନୂତନ ସରକାର ଗଠନ ପ୍ରକ୍ରିୟା ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ଏନଡିଏ ବିଧାୟକ ଦଳ ନେତା ଭାବେ ନୀତିଶ କୁମାର ନିର୍ବାଚିତ ହେବ ପରେ ବିଜେପି ବିଧାୟକ ଦଳର ନେତା ଭାବେ ସମ୍ରାଟ ଚୌଧୁରୀ ଓ ଉପନେତା ଭାବେ ବିଜଯ ସିହ୍ନା ନିର୍ବାଚିତ ହୋଇଛନ୍ତି । ସେଇଭଳି ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ପୁଣି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବ ନିଷ୍ପତ୍ତି ଅନୁସାରେ ଆଜି ରାଜ୍ୟପାଳ […]

ଜାତୀୟ

ନୀତିଶ ଜେଡିୟୁର ବିଧାୟକ ଦଳ ନେତା

ବିହାର: ବିହାରରେ ନୂତନ ସରକାର ଗଠନ ପାଇଁ ଆଜି ଏନଡିଏର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନୀତିଶ ଜେଡିୟୁର ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି । ବିହାର ବିଧାନସଭାରେ ଏନଡିଏ ସଦସ୍ୟଙ୍କ ସଂଖ୍ୟା ଗରିଷ୍ଠତା ପାଇଁ ପୁଣି ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସ୍ଥିର ହୋଇଛି । ଆଗାମୀ କାର୍ଯ୍ୟସୂଚୀ ଅନୁସାରେ ଆଜି ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫା ପ୍ରଦାନ କରିବେ ନୀତିଶ ଏବଂ ବିଧାନସଭା ଭଙ୍ଗ କରିବେ । […]

ଜାତୀୟ

ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନର ୨୧ତମ କିସ୍ତି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ବୁଧବାର ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା […]

ଜାତୀୟ

ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ବଜା

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାରରେ ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ ତାରିଖରେ ହେବାକୁ ଥିବା ପତାକା ଉତ୍ତୋଳନ ଏବଂ ପୂର୍ଣ୍ଣାହୁତି ସମାରୋହକୁ ଚୂଡାନ୍ତ କରିବା ଆରମ୍ଭ କରିଛି । ଟ୍ରଷ୍ଟର ସଂଯୋଜକ ଶରଦ ଶର୍ମା ଏହି କାର୍ଯ୍ୟକ୍ରମରେ ଜଡିତ ଥିବା ବିବରଣୀକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ସୂଚନାନୁଯାୟୀ, ପାଖେଇ ଆସୁଛି ଐତିହାସିକ ମୂହୁର୍ତ୍ତ । ଅଯୋଧ୍ୟା ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ବଜା […]

ଜାତୀୟ

ଅହମ୍ମଦ ସିଦ୍ଦିକିଙ୍କୁ ୧୩ ଦିନିଆ ରିମାଣ୍ଡରେ ନେଲା ଇଡି

ନୂଆଦିଲ୍ଲୀ : ୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି । ଡିସେମ୍ବର ୧ ତାରିଖ ଯାଏଁ ଇଡି ରିମାଣ୍ଡରେ ରହିବେ ସିଦ୍ଦିକି । ମନି ଲଣ୍ଡ୍ରିଂ ମାମଲାରେ ସିଦ୍ଦିକିଙ୍କୁ ଗତକାଲି ଗିରଫ କରିଥିଲା ଇଡି । ଦିଲ୍ଲୀ ବିସ୍ଫୋରଣ ପରେ ସ୍କାନରରେ ରହିଛି ଫରିଦାବାଦର ଅଲ୍ ଫଲାହ ୟୁନିଭର୍ସିଟି । ଦିଲ୍ଲୀ ବିସ୍ଫୋରଣ ମାମଲାରେ ତଦନ୍ତ ପ୍ରକ୍ରିୟା ଅଧୀନରେ ଗତକାଲି ଇଡି ଅଲ୍ ଫଲାହ ଗ୍ରୁପ୍ ସହ ଜଡ଼ିତ ବିଭିନ୍ନ ଠିକଣାରେ […]

ଅର୍ଥନୀତି

ଜାପାନରେ ଜଳିଗଲା ୧୭୦ରୁ ଅଧିକ କୋଠା

ଜାପାନ : ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭୦ରୁ ଅଧିକ  କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ପ୍ରାୟ ୫.୪୫ ସୁଦ୍ଧା ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବାରେ ସଫଳ ହୋଇଛନ୍ତି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ଥିବା ଜଣାପଡିଛି  । ସୂଚନାନୁଯାୟୀ, ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ଜାପାନର […]

ଜାତୀୟ

ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍, ୧୩ ମୃତ

ହମାସ୍ : ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ । ଏହି ଆକ୍ରମଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନେକ ଆହତ ହୋଇଛନ୍ତି । ଆହତମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁହାର ବଢିବାର ସମ୍ଭାବନା ରହିଛି । ସୂଚନାନୁଯାୟୀ, ସିଦୋନରେ ପାଲେଷ୍ଟାଇନ୍ ଶରଣାର୍ଥୀ କ୍ୟାମ୍ପ ଉପରେ ଡ୍ରୋନ୍ ହମଲା କରିଥିଲେ । ଯୁଦ୍ଧବିରାମ ସତ୍ତ୍ବେ ଏହି ଆକ୍ରମଣ ଲେବାନନ୍ ଉପରେ ସବୁଠାରୁ ବଡ଼ ହମଲା । ଏହାରି ମଧ୍ୟରେ ଇସ୍ରାଏଲ କହିଛି ଯେ, […]

ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ

ଭୁବନେଶ୍ୱର: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ। ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା […]

ଓଡ଼ିଶା

ରାଜ୍ୟର ୩୪ ଲକ୍ଷ ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ୍ ଟଙ୍କା

ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ ପାଆନ୍ତୁ। କେହି ଜଣେ ବି ଯେପରି ଏଥିରୁ ବଞ୍ଚିତ ନହୁଅନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୧ ତମ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ବର […]

ଓଡ଼ିଶା

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ କ୍ଷତିପୂରଣ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ। ବର୍ତ୍ତମାନ କ୍ଷତିପୂରଣ ରାଶି ୪ ଲକ୍ଷ ମିଳୁଥିବାବେଳେ ୧୦ ଲକ୍ଷ […]

LOKA SAMACHAR @2026. All Rights Reserved || Developed By CBSPL