ଜାତୀୟ

ସାଉଦି ଆରବ ବସ୍ ଦୁର୍ଘଟଣା: ଚାଲିଗଲା ହାଇଦ୍ରାବାଦର ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ

ହାଇଦ୍ରାବାଦ : ସାଉଦି ଆରବ ମଦିନାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ୪୨ ଜଣ ଭାରତୀୟଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ ପିଢିଙ୍କ ଜୀବନଯାତ୍ରା ଶେଷ ହୋଇଛି । ଦୁର୍ଘଟଣା ସମୟରେ ସମସ୍ତ ଯାତ୍ରୀ ଶୋଇଥିଲେ । ଦୁର୍ଘଟଣାରେ ପରିବାରର ୧୮ ଜଣଙ୍କ ଜୀବନ ଚାଲିଯାଇଥିଲା । ହାଇଦ୍ରାବାଦର ମୁସିରାବାଦରେ ରହୁଥିବା ଶେଖ୍ ନସିରୁଦ୍ଦିନ୍ ଓ ତାଙ୍କ ପତ୍ନ ଅଖତର ବେଗମ୍ […]

ଓଡ଼ିଶା

ଗୁମ୍ମାଝରଣ ଜଳପ୍ରପାତରେ ଭାସିଗଲେ ୨ ଯୁବକ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୁମ୍ମାଝରଣ ଜଳପ୍ରପାତରେ ଭାସିଯାଇ ୨ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ଜେ. ଶ୍ରୀକାନ୍ତ ଏବଂ ଲିଙ୍ଗରାଜ ମହାପାତ୍ର। ଉଭୟଙ୍କ କୋରାପୁଟ ଜିଲା ଜୟପୁରରେ। ମଙ୍ଗଳବାର କିଛି ପର୍ଯ୍ୟଟକ ଗୁମ୍ମାଝରଣ ଜଳପ୍ରପାତକୁ ବୁଲିବାକୁ ଆସିଥିଲେ ସେଥି ମଧ୍ୟରୁ ୪ ଜଣ ଗାଧୋଇବାକୁ ଯାଇ ଭାସି ଯାଇଥିଲେ। ଦୁଇ ଜଣ ପହଁରି ପହଁରି ଫେରି ଆସିଥିବା ବେଳେ ଶ୍ରୀକାନ୍ତ ଏବଂ ଲିଙ୍ଗରାଜ ଭାସିଯାଇଥିଲେ। ଉଭୟଙ୍କୁ ଖୋଜିବାକୁ ଉଦ୍ୟମ ଜାରି ରହିଥିବା […]

ଓଡ଼ିଶା

ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ

ସମ୍ବଲପୁର : ୧୨୦ ଗ୍ରାମ ବ୍ରାଉନ ସୁଗର ଜବତ, ଜଣେ ଗିରଫ ।  ସମ୍ବଲପୁର ଟାଉନ ପୋଲିସ ଦ୍ୱାରା ବ୍ରାଉନ ସୁଗର ଜବତ ହୋଇଛି ।  ଦୁଇ ଗିରଫ ଅଭିଯୁକ୍ତ ହେଲେ ମହମ୍ମଦ ନୁମାଲ ଓ ମହମ୍ମଦ ସହେଲ  l  ଏହି ଘଟଣାରେ ୩ଜଣ ମହିଳାଙ୍କୁ ମଧ୍ୟ ଅଟକ ରଖାଯାଇଛି  l  ଭିଏସଏସ ମାର୍ଗ ଠାରେ ବ୍ରାଉନ ସୁଗର କାରବାର କରୁଥିବା ବେଳେ ପୋଲିସ ମାଡି ବସିଥିଲା ।  କୋଲକାତାରୁ ଏହି ବ୍ରାଉନସୁଗର ଅଣାଯାଇଥିଲା  l  ଏହି ବ୍ରାଉନ […]

ଓଡ଼ିଶା

ଏସସିବିରେ ଆଇସିୟୁରେ ଯୁବତୀଙ୍କୁ ଅସଦାଚରଣ !

କଟକ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଆଇସିୟୁରେ ଥିବା ସମୟରେ ଜଣେ ଯୁବକ […]

ଓଡ଼ିଶା

ବାଂଲାଦେଶୀ ନାବାଳିକା ଚାଲାଣ: ୧୦ ଜଣଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ଵର ସ୍ପେଶାଲ କୋର୍ଟରେ ଏନ୍‌ଆଇଏ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବାଂଲାଦେଶୀ ନାବାଳିକା ମାନଙ୍କୁ ଚାକିରି ଦେବା ନାଁରେ ଆଣି ଅନୈତିକ କାର୍ଯ୍ୟରେ  ଲଗାଉଥିବା ଅଭିଯୋଗ ହୋଇଛି। ସେମାନେ ଗରିବ ପରିବାରର ହୋଇଥିବାରୁ ଫାଇଦା ଉଠାଇବା ଲାଗି ଉଦ୍ୟମ କରାଯାଉଥିଲା। ପୂର୍ବରୁ ଓଡିଶା ପୁଲିସ୍‌ ୬ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରିଥିଲା। ପରେ ଏହି ମାମଲାକୁ ଏନ୍‌ଆଇଏକୁ ହସ୍ତାନ୍ତର […]

ଓଡ଼ିଶା

ଜିଲ୍ଲାପାଳ-ଏସପି ସମ୍ମିଳନୀ: ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ଉପନିବେଶ ମାନସିକତା ପରିବର୍ତ୍ତନ କର । ସରକାରୀ ଅଫିସକୁ ଆସୁଥିବା ଲୋକଙ୍କୁ ସମ୍ମାନ ଦିଅ । ଅଧିକ ଫିଲ୍ଡ ଭିଜିଟ କରି ସମୀକ୍ଷା କର, ଅଧିକ ଲୋକଙ୍କ ସହ ମିଶିବାକୁ […]

ଓଡ଼ିଶା

ଜଙ୍ଗଲରୁ ଦନ୍ତାର ମୃତଦେହ ଉଦ୍ଧାର

ସମ୍ବଲପୁର: ରାଜ୍ୟରେ ଥମୁନି ହାତୀ ମୃତ୍ୟୁ । କେତବେଳେ, ବିଦ୍ୟୁତ ଆଘାତରେ ଜୀବନ ଯାଉଚି ତ ଆଉ କେତବେଳେ, କୂଅ ଓ ବଡ ବଡ ଗାତରେ ପଡି । ଏହି ପରିପ୍ରେକ୍ଷୀରେ ପୁଣି ଉଦ୍ଧାର ହୋଇଛି ଦନ୍ତା ହାତୀର ମୃତ ଦେହ । ସମ୍ବଲପୁର ଜିଲ୍ଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ମୃତ ଦନ୍ତା ହାତୀର ବୟସ ୧୮ ବର୍ଷରୁ ଅଧିକ ହେବ ବୋଲି ଅନୁମାନ […]

ଓଡ଼ିଶା

୨୦୨୭ ଜାତୀୟ ଜନ ଗଣନା: ୨୦୨୬ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା

ଭୁବନେଶ୍ୱର: ଖୁବଶୀଘ୍ର ହେବାକୁ ଯାଉଛି ଓଡ଼ିଶାରେ ଜାତୀୟ ଜନ ଗଣନା । ୨୦୨୭ ଜାତୀୟ ଜନ ଗଣନା ପାଇଁ ୨୦୨୬ ଏପ୍ରିଲରୁ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହେବ । ଜନଗଣନା ପୂର୍ବରୁ ଆରମ୍ଭ ହୋଇଛି ପୂର୍ବ ପରୀକ୍ଷା ଜନଗନଣନା । ପରୀକ୍ଷାମୂଳକ ଭାବେ ୪ଟି ଅଞ୍ଚଳରେ ପ୍ରଥମେ ହେବ ପ୍ରାକ୍ ଜନଗନଣନା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପ୍ରାକ୍ ଗୃହ ଗଣନା ଓ ଗୃହ ତାଲିକା । ସେପଟେ ୨୦୨୭ ଜନଗଣନା […]

ଓଡ଼ିଶା ଜାତୀୟ

ମାଲକାନଗିରି ସୀମାରେ ଏନକାଉଣ୍ଟର, ୬ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର । ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଟପ୍ ମାଓନେତା ଥିବା ସୂଚନା ମିଳିଛି । ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମାରେଡୁମେଲ୍ଲୀରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସକାଳ ୬ଟାରୁ ୭ଟା ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା । […]

ଓଡ଼ିଶା

ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ ଦେଇଛନ୍ତି । ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି । ଅଧିକ ଫିଲ୍ଡ ଭିଜିଟ୍‌ କରିବାକୁ ପରାମର୍ଶ ଦେଇଛନ୍ତି । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ କହିଛନ୍ତି । ଜିଲାସ୍ତରରେ ଲୋକଙ୍କ ଅଭିଯୋଗ […]

LOKA SAMACHAR @2026. All Rights Reserved || Developed By CBSPL