ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ ଚାପ ବଢ଼ି ଚାଲିଛି । ଧ୍ବଂସ ହେଉଛି ଇରାନର ସାମରିକ ଶକ୍ତି । ଛାରଖାର ହେଉଛି ନୌସେନା । ନବମ ଦିନରେ ପହଞ୍ଚିଛି ଯୁଦ୍ଧ । ଘମାଘୋଟ ହେଉଛି ଆକ୍ରମଣ ପ୍ରତିଆକ୍ରମଣ । ଇରାନର ୪୪ଟି […]














