ଜାତୀୟ

ଆତ୍ମସର୍ମପଣ କଲେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର୍‌ ମାଓବାଦୀ

ରାଞ୍ଚି:ଲାତେହାର ପୁଲିସ୍‌ ନିକଟରେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର ମାଓବାଦୀ ଆତ୍ମସର୍ମପଣ କରିଛନ୍ତି। ଦୁଇ ହାର୍ଡକୋର ମାଓବାଦୀ ହେଲେ ଅବଧେଶ ଲୋହାର ଓ ବ୍ରଜେଶ ଯାଦବ । ଦୁଇ ମାଓବାଦୀଙ୍କ ମୁଣ୍ଡରେ ଥିଲା ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି । ଆତ୍ମସମର୍ପଣ କରିଥିବା ନକ୍ସଲବାଦୀ ବ୍ରଜେଶ ଯାଦବଙ୍କ ବିରୋଧରେ ମୋଟ ୧୦ଟି ନକ୍ସଲ ମାମଲା ରୁଜୁ ହୋଇଥିବା ବେଳେ ଅବଧେଶଙ୍କ ବିରୋଧରେ ୫ଟି ମାମଲା ରୁଜୁ ହୋଇଛି। ଏ ନେଇ ପାଲାମୁର ଆଇଜି ଶୈଳେନ୍ଦ୍ର […]

ଜାତୀୟ

ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ତୀବ୍ର ନିନ୍ଦା କଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଜାମ୍ମ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣକୁ ତୀବ୍ର ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଜାମ୍ମୁ କାଶ୍ମୀର ଲୋକେ ସବୁବେଳେ ଶାନ୍ତି ଓ ଭାଇଚାରା ସିଦ୍ଧାନ୍ତରେ ବିଶ୍ବାସ ରଖନ୍ତି।  ଅବଦୁଲ୍ଲା ଏହି ଆକ୍ରମଣକୁ ନିନ୍ଦା କରି କହିଛନ୍ତି ଯେ କିଛି ଲୋକ ଏହି ଅଞ୍ଚଳର ଶାନ୍ତି ନଷ୍ଟ କରିଛନ୍ତି, କିନ୍ତୁ ସବୁ କାଶ୍ମୀରଙ୍କୁ ଆତଙ୍କବାଦ ସହ ଯୋଡି ଦେଖିବା ଅନୁଚିତ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଏହା ଅତ୍ୟନ୍ତ […]

ଜାତୀୟ

ଦିଲ୍ଲୀ ବିସ୍ଫୋରଣ: ବାବ୍ରି ମସଜିଦର ପ୍ରତିଶୋଧ ନେବାକୁ ଯୋଜନା କରିଥିଲେ ଆତଙ୍କୀ ଗୋଷ୍ଠୀ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ । ଡିସେମ୍ବର ୬ ତାରିଖରେ ଦିଲ୍ଲୀର ୬ଟି ଜନଗହଳିପୂର୍ଣ୍ଣ ସ୍ଥାନରେ ବିସ୍ଫୋରଣ ପାଇଁ ହୋଇଥିଲା ଯୋଜନା । ଦିଲ୍ଲୀ ଲାଲକିଲା ନିକଟରେ ଘଟିଥିବା ଭୟାନକ ବିସ୍ଫୋରଣ ଘଟଣାର ତଦନ୍ତ ଚାଲିଛି । ଆତଙ୍କବାଦୀ ସଂପୃକ୍ତି ଘଟଣା ସାମ୍ନାକୁ ଆସିବା ପରେ ଗୋଟିଏ ପରେ ଗୋଟିଏ ଭୟାଙ୍କର ତଥ୍ୟ ସାମ୍ନାକୁ ଆସିଛି । ତଦନ୍ତକାରୀ ଦଳ ହାତରେ ଲାଗିଥିବା ତତ୍ୟ ଅନୁସାରେ, ଡିସେମ୍ବର ୬ରେ ଦିଲ୍ଲୀର […]

ଜାତୀୟ

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ମୃତ

ପୁଣେ : ପୁଣେରେ ଘଟିଯାଇଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୮ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ଦମକଳ ବାହିନୀ ଦୁର୍ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିବା ସହ ଗୁରୁତରଙ୍କୁ ହସ୍ପିଟାଲ ନେଇଛନ୍ତି । ସୂଚନା ଅନୁଯାୟୀ, ଏକ ମାଲ ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସି ୬ ରୁ ଉର୍ଦ୍ଧ୍ଵ ଗାଡିକୁ ଧକ୍କା ଦେଇଥିଲା । ଦୁଘଟଣା ଏତେ ଭୟଙ୍କର ଥିଲା […]

ଜାତୀୟ

ଡିସେମ୍ବର ୬ରେ ୩୨ ସ୍ଥାନରେ ହୋଇଥାନ୍ତା ସିରିଜ୍ ବିସ୍ଫୋରଣ !

ନୂଆଦିଲ୍ଲୀ  : ୩୨ଟି କାରରେ ୩୨ଟି ବିସ୍ଫୋରଣ ଯୋଜନା ।  ଧାର୍ଯ୍ୟ ତାରିଖ ଥିଲା ଡିସେମ୍ବର ୬ ।  ଦିଲ୍ଲୀ ଲାଲକିଲ୍ଲା ବ୍ଲାଷ୍ଟ ତଦନ୍ତରୁ, ତଦନ୍ତକାରୀ ସଂସ୍ଥାକୁ ଏପରି ସାଂଘାତିକ ତଥ୍ୟ ମିଳିଥିବା କୁହାଯାଉଛି ।  ନଭେମ୍ବର ୧୦ରେ ଏକ ହ୍ୟୁଣ୍ଡାଇ ଆଇ ୨୦ ଗାଡ଼ିରେ ବିସ୍ଫୋରଣ ହେଲା। ଗୋଟିଏ ସୁଜିକି ବ୍ରେଜା, ସ୍ବିଫ୍ଟ ଡିଜାୟର ଏବଂ ଗୋଟିଏ ଫୋର୍ଡ ଇକୋ ସ୍ପୋର୍ଟର ସନ୍ଧାନ ମିଳି ସାରିଛି ।  ବ୍ରିଜା କାରଟି ହରିୟାଣାର ଫରିଦାବାଦର ଅଲ-ଫଲାହ ସ୍କୁଲ ଅଫ୍ […]

ଜାତୀୟ

ଉମର କରିଥିଲା ଦିଲ୍ଲୀ ବିସ୍ଫୋରଣ, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ ନବୀ । ତାଙ୍କ ମାଆଙ୍କ ସହ DNA ଟେଷ୍ଟ ପରେ ସ୍ପଷ୍ଟ ହୋଇଛି । ପୁଲୱାମା କୋଇଲ ଗାଁର ମାଷ୍ଟରମାଇଣ୍ଡ ଡାକ୍ତର ଉମର ନବୀ ବିସ୍ଫୋରଣରେ ସାମିଲ ଥିଲା । ବିସ୍ଫୋରଣ ହୋଇଥିବା ଗାଡିର […]

ଅନ୍ତର୍ଜାତୀୟ

ପେରୁରେ ବସ୍ ଦୁର୍ଘଟଣାରେ ୩୭ ମୃତ, ୧୩ ଆହତ

ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ବୋଲି କହିଛନ୍ତି ଅଧିକାରୀମାନେ । ଏଥିସହ ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଛି । ଆରେକ୍ୱିପା ଅଞ୍ଚଳର ସ୍ୱାସ୍ଥ୍ୟ ପରିଚାଳକ ୱାଲ୍ଟର ଓପୋର୍ଟୋ ସ୍ଥାନୀୟ ରେଡିଓ RPPକୁ […]

ଓଡ଼ିଶା

ଏଜି ଛକରେ ରହିବନି ଟ୍ରାଫିକ ପୋଷ୍ଟ, ନିର୍ମାଣ ହେବ ଦୁଇ ଥାକିଆ ରାସ୍ତା

ଭୁବନେଶ୍ଵର: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ। ରାଜଧାନୀରେ ଏଲିଭେଟେଡ କରିଡର ଲାଗି ପୂର୍ତ୍ତ ବିଭାଗ ଯୋଜନା ପ୍ରସ୍ତୁତ କରି ଏହି ପ୍ରକଳ୍ପ ଆରମ୍ଭ କରିବ। ଟ୍ରାଫିକ ସମସ୍ୟା ଦୂର […]

Uncategorized

୧୦ ଡିଗ୍ରୀ ତଳେ ୪ ସହର, ସେମିଳିଗୁଡ଼ା ସବୁଠୁ ଥଣ୍ଡା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୭.୫ ଏବଂ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଛି। ୧୫ ଡିଗ୍ରୀ ତଳେ ଟ୍ବିନ୍‌ ସିଟିର ରାତ୍ରି ତାପମାତ୍ରା ଥିବାବେଳେ କଟକରେ ୧୪.୬ ଓ ଭୁବନେଶ୍ୱରର […]

ଓଡ଼ିଶା

ଆସନ୍ତା ୨୦ରୁ ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଖରିଫ ଧାନ କିଣା

ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ […]

LOKA SAMACHAR @2026. All Rights Reserved || Developed By CBSPL