ଜାପାନରେ ଭୂମିକମ୍ପ ଝଟକା, ତୀବ୍ରତା ୬.୮
ଜାପାନ : ଭାରତର ଆଣ୍ଡାମାନ ନିକୋବର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା । ୬.୮ର ତୀବ୍ରତାରେ ଥରିଉଠିଲା ସାନରିକୁ ଅଞ୍ଚଳ । ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଇୱାଟେ ପ୍ରଦେଶ ପାଇଁ ସୁନାମୀ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ । ଭୂକମ୍ପର ଝଟକା ଅନୁଭୂତ ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଆସିଥିଲେ । ଇୱାଟେ ପ୍ରଦେଶର ୟାମାଡା ଠାରୁ ପ୍ରାୟ […]














