ଭୋଟ ପାଇଁ ଓଡିଶାବାସୀଙ୍କୁ ବ୍ୟବହାର କରିଛି ବିଜେଡି ଓ କଂଗ୍ରେସ: ବିଷ୍ଣୁଦେଓ ସାଏ
ନୂଆପଡା/ଭୁବନେଶ୍ୱର: ବିଜେଡି ୨୪ବର୍ଷ ଓ କଂଗ୍ରେସ ୫୦ ବର୍ଷ ଶାସନ କରି ବି ଉଭୟ ଦଳ ଓଡିଶାବାସୀଙ୍କ ଭରଷା ହରାଇଛନ୍ତି । ନବୀନ ପଟ୍ଟନାୟକ ୨୪ ବର୍ଷ ଶାସନ କଲେ କିନ୍ତୁ ଓଡିଆ କହିପାରିଲେ ନାହିଁ । କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଥିବାବେଳେ ରାଉଲକେଲାରେ ଅନୁଷ୍ଠିତ ଏକ ସଭାରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ, କିନ୍ତୁ ସେତେବେଳର ମୁଖ୍ୟମନ୍ତ୍ରୀ ନିଜ ମାତୃଭାଷା ଓଡିଆରେ ଠିକରେ ଦୁଇ ଧାଡିରେ କହିପାରିଲେନାହିଁ । ଯାହା ଲେଖିକି ଆଣିଥିଲେ, […]













