ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଠକେଇ: ସୁପ୍ରିମକୋର୍ଟ
ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ ଏପରି କହିଛନ୍ତି ସୁପ୍ରିମକୋର୍ଟଙ୍କ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ଏହା ସହ ଆଗକୁ କହିଛନ୍ତି ଯଦି ଆମେ ବର୍ତ୍ତମାନ ଏହାକୁ ଅଣଦେଖା କରିବା ଏବଂ କଠୋର […]














