ଆନ୍ଧ୍ର ଦଳଚକଟା ଘଟଣା: ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଅନୁକମ୍ପା ରାଶି ଘୋଷଣା
ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଏକାଦଶି ଉପଲକ୍ଷେ ସ୍ବାମୀ ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ଯୁବତୀ ଆର. ରୂପା । ଘର ଗଞ୍ଜାମ ପାତ୍ରପୁର ବ୍ଲକ ଗୁଡିପଦର ଗାଁରେ […]














